Home Bibles ☰ Books ଯୋହନଙ୍କ ପ୍ରଥମ ପତ୍ର 4:11 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରଥମ ପତ୍ର 4:11 · ଓଡ଼ିଆ ବାଇବେଲ

ଏହାଦ୍ବାରା ଆମ୍ଭପ୍ରତି ପରମେଶ୍ବରଙ୍କ ମହାନ୍ ପ୍ ରମେ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭମାନେେ ମଧ୍ଯ ପରସ୍ପରକୁ ନିଶ୍ଚୟ ପ୍ ରମେ କରିବା।

Cross references

ମାଥିଉଲିଖିତ ସୁସମାଚାର 18:32

ତାପରେ ମାଲିକ ପ୍ରଥମ ଚ଼ାକରକୁ ଡ଼ାକି କହିଲେ, ' ରେ ଦୁଷ୍ଟ ଚ଼ାକର! ତୁ ମାଠାରୁେ ବହୁତ ଅଧିକ ଧନ ଋଣ କରିଥିଲୁ। କିନ୍ତୁ ତୁ ମାେତେ ଦୟା ଭିକ୍ଷା କରିଥିଲୁ। ଏଣୁ ତୋର ସମସ୍ତ ଋଣ ମୁଁ ଛାଡ଼ କରିଦଲେି।

ଲୂକଲିଖିତ ସୁସମାଚାର 10:37

ଶାସ୍ତ୍ରୀ ଜଣକ କହିଲେ, ଯେଉଁ ଲୋକ ଆହତ ଲୋକଟିକୁ ସାହାୟ୍ଯ କଲା।

ଯୋହନଲିଖିତ ସୁସମାଚାର 13:34

ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା

ଯୋହନଲିଖିତ ସୁସମାଚାର 15:12

ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ ରମେ କରିଛି ତୁମ୍ଭମାନେେ ମଧ୍ଯ ପରସ୍ପରକୁ ସହେିପରି ପ୍ ରମେ କର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:8

ମୁଁ ତୁମ୍ଭମାନଙ୍କୁ ଦାନ ଦବୋପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତ ରେ ତୁମ୍ଭମାନଙ୍କ ପ୍ ରମେ ସତ୍ଯ ଅଟେ। ଅନ୍ୟ ଲୋକମାନେ ସାହାୟ୍ଯ କରିବା ପାଇଁ ଦଖାେଉଥିବା ଉତ୍ସାହ ବିଷୟ ରେ କହି ଏହା ମୁଁ ଦଖାଇେ ଦବୋକୁ ଚା ହେଁ।

ଏଫିସୀୟଙ୍କ ପ୍ରତି ପତ୍ର 4:31

କବେେ ହେଲ କଟୁ ହୁଅ ନାହିଁ, ରାଗ ନାହିଁ କୋର୍ଧ କର ନାହିଁ, ଉତ୍ତଜେିତ ହୁଅ ନାହିଁ। କୋରଧ ରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦଲୋଭଳି କଥା କୁହ ନାହିଁ। କବେେ ହେଲ ମନ୍ଦ କାମ କର ନାହିଁ।

କଲସୀୟଙ୍କ ପ୍ରତି ପତ୍ର 3:13

ପରସ୍ପର ପ୍ରତି କୋର୍ଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭମାନେେ ମଧ୍ଯ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ।

ଯୋହନଙ୍କ ପ୍ରଥମ ପତ୍ର 3:16

ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦଇେଛନ୍ତି। ଏଥିରୁ ପ୍ରକୃତ ପ୍ ରମେ କ'ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ଯ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ।

ଯୋହନଙ୍କ ପ୍ରଥମ ପତ୍ର 3:23

ପରମେଶ୍ବରଙ୍କର ଏହା ଆଦେଶ : ତାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଆମ୍ଭମାନେେ ବିଶ୍ବାସ କରିବା ଓ ପରସ୍ପରକୁ ଭଲ ପାଇବା।

Interlinear

Choose Theme