ଯୋହନଙ୍କ ପ୍ରଥମ ପତ୍ର 5:5 · ଓଡ଼ିଆ ବାଇବେଲ
ଆମ୍ଭର ବିଶ୍ବାସ ଦ୍ବାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ବାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ବାସ କରେ ଯେ ଯୀଶୁ ପରମେଶ୍ବରଙ୍କ ପୁତ୍ର, ସେ ଜଗତ ରେ ବିଜଯୀ ହୁଏ।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 8:37
ଏବେ ମାରେ ବାପ୍ତିଜିତ ହବୋର କିଛି ଅସୁବିଧା ଅଛି କି?
ଯୋହନଙ୍କ ପ୍ରଥମ ପତ୍ର 4:15
ଯଦି କହେି ବିଶ୍ବାସ କରେ ଯେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି, ତବେେ ପରମେଶ୍ବର ତାଠା ରେ ରହନ୍ତି ଓ ସେ ମଧ୍ଯ ପରମେଶ୍ବରଙ୍କଠା ରେ ରହେ।
ଯୋହନଙ୍କ ପ୍ରଥମ ପତ୍ର 5:1
ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ବାସ କରନ୍ତି, ସମାନେେ ପରମେଶ୍ବରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ ରମେ କରୁଥିବା ବ୍ଯକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ଯ ପ୍ ରମେ କରେ।