Home Bibles ☰ Books ପ୍ରଥମ ରାଜାବଳୀ 1:2 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 1:2 · ଓଡ଼ିଆ ବାଇବେଲ

ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, ଆମ୍ଭମାନେେ ଆପଣଙ୍କ ସବୋ ନିମନ୍ତେ ଏକ ୟୁବତୀ କନ୍ଯା ଖାଜେି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦବୋକୁ ଆପଣଙ୍କ କୋଳ ରେ ଶଯନ କରିବ।

Cross references

ଆଦି ପୁସ୍ତକ 16:5

କିନ୍ତୁ ସାରା ଅବ୍ରାମଙ୍କୁ କହିଲା ଏହା ତୁମ୍ଭର ଭୁଲ ଯେ ମାରେ ଦାସୀ ମାେତେ ଖରାପ ବ୍ଯବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦଇେଥିଲି, ତା'ପରେ ସେ ଗର୍ଭବତୀ ହେଲା ଏବଂ ଏହାପରେ ସେ ମାେତେ ଯେତିକି ସମ୍ମାନ ଦବୋ ଉଚିତ୍ ସତେିକି ସମ୍ମାନ ଦେଉ ନାହିଁ। ମୁଁ ଚାହୁଁଛି ସଦାପ୍ରଭୁ ତୁମ୍ଭ ଓ ମାରେବିଚାର କରନ୍ତୁ।

ଦିତୀୟ ବିବରଣ 10:8

ସେ ସମୟରେ ସଦାପ୍ରଭୁଙ୍କ ନିଯମ ସିନ୍ଦକ୍ସ୍ଟକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସବୋକର୍ମ ପାଇଁ ତାହାଙ୍କ ଛାମକ୍ସ୍ଟ ରେ ଠିଆ ହବୋକକ୍ସ୍ଟ ଓ ତାହାଙ୍କ ନାମ ରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ୟ୍ଯନ୍ତ ଲବେୀ ପରିବାରବର୍ଗଙ୍କକ୍ସ୍ଟ ପୃଥକ କରିଛନ୍ତି।

ଦିତୀୟ ବିବରଣ 13:6

ଧରାଯାଉ ତୁମ୍ଭମାନଙ୍କର ନିଜ ଲୋକ, ଏପରିକି ତୁମ୍ଭର ନିଜ ଭାଇ, ତୁମ୍ଭର ପକ୍ସ୍ଟତ୍ର ବା କନ୍ଯା, ତୁମ୍ଭର ସ୍ତ୍ରୀ କିଅବା ଅନ୍ତରଙ୍ଗ ବନ୍ଧକ୍ସ୍ଟ ଏହା କହି ତୁମ୍ଭକୁ ପ୍ରଲୋଭିତ କରିବାକୁ ଚୋଷ୍ଟାକରେ, 'ଗ୍ଭଲ ଅନ୍ୟ ଦବଗେଣଙ୍କର ପୂଜା କରିବା।' ଯେଉଁ ଦବେତାଗଣଙ୍କକ୍ସ୍ଟ ତୁମ୍ଭମାନେେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷ ଜାଣି ନାହାଁନ୍ତି।

ପ୍ରଥମ ଶାମୁୟେଲ 16:21

ଏହାପରେ ଦାଉଦ ଶାଉଲଙ୍କ ନିକଟକକ୍ସ୍ଟ ଆସି ତାଙ୍କ ସମ୍ମକ୍ସ୍ଟଖ ରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶଯ ସ୍ନହେ କଲେ, ତହିଁରେ ସେ ତାଙ୍କର ଅସ୍ତ୍ରବାହକ ସାହାୟ୍ଯକାରୀ ହେଲେ।

ଦିତୀୟ ଶାମୁୟେଲ 12:3

ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ତା ଛକ୍ସ୍ଟଆ ବ୍ଯତୀତ ଆଉ କିଛି ନଥିଲା। ସେ ମଧ୍ଯ ତାକକ୍ସ୍ଟ କିଣି ପାଳକ୍ସ୍ଟଥିଲା। ତା' ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢିଲା। ମେଣ୍ତା ଛକ୍ସ୍ଟଆଟି ତା'ର ନିଜ ତକ୍ସ୍ଟଣ୍ତରକ୍ସ୍ଟ ଆହାର ଖାଇଲା ଓ ତାହାର ନିଜ ପାତ୍ରରକ୍ସ୍ଟ ପାନ କଲା ଓ ତା'ର କୋଳ ରେ ମଧ୍ଯ ଶଯନ କଲା। ସହେି ମେଣ୍ତା ଛକ୍ସ୍ଟଆଟି ସେ ଗରୀବ ଲୋକଟିର ଝିଅପରି ବଢିଲା।

ଦିତୀୟ ବଂଶାବଳୀ 29:11

ତେଣୁ ହେ ମାରେ ପୁତ୍ରଗଣ, ଆଉ ପରିଚର୍ୟ୍ଯା କର ନାହିଁ କି ଆଉ ସମୟ ନଷ୍ଟ କର ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କରିଅଛନ୍ତି। ସେ ତୁମ୍ଭମାନଙ୍କୁ ତାଙ୍କର ମନ୍ଦିର ରେ ସବୋକାର୍ୟ୍ଯ କରିବା ଓ ସୁଗନ୍ଧିଧୂପ ଜଳାଇବା ନିମନ୍ତେ ମନୋନୀତ କରିଛନ୍ତି।

ଉପଦେଶକ 4:11

ଆହୁରି ଦୁଇଜଣ ଏକତ୍ର ଶଯନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହାଇପୋରିବ।

ମୀଖା 7:5

ତୁମ୍ଭର ପ୍ରତିବେଶୀ କି ମିତ୍ରଙ୍କୁ ବିଶ୍ବାସ କରନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖ ରେ ମୁଖ ଖାେଲ ନାହିଁ।

Interlinear

Choose Theme