Home Bibles ☰ Books ପ୍ରଥମ ରାଜାବଳୀ 1:32 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 1:32 · ଓଡ଼ିଆ ବାଇବେଲ

ତା'ପରେ ରାଜା ଦାଉଦ କହିଲେ, ସାଦୋକ ଯାଜକକୁ, ନାଥନ ଭବିଷ୍ଯଦ୍ବକ୍ତାଙ୍କୁ ଓ ଯିହାୟୋଦାରଦାର ପୁତ୍ର ବନାଯକୁ ମାେ ନିକଟକୁ ଡାକ। ଏଣୁ ସେ ତିନିଜଣ ରାଜାଙ୍କ ସମ୍ମୁଖକୁ ଆସିଲେ।

Cross references

ପ୍ରଥମ ରାଜାବଳୀ 1:8

ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।

ପ୍ରଥମ ରାଜାବଳୀ 1:26

କିନ୍ତୁ ସେ ମାେତେ, ସାଦୋକ ଯାଜକଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ଆପଣଙ୍କ ପୁତ୍ର ଶଲୋମନକୁ ନିମନ୍ତ୍ରଣ କରି ନାହାଁନ୍ତି।

ପ୍ରଥମ ରାଜାବଳୀ 1:38

ତେଣୁ ଯାଜକ ସାଦୋକ, ଭବିଷ୍ଯଦ୍ବକ୍ତା ନାଥନ ଓ ଯିହାୟୋଦାରଦାର ପୁତ୍ର ବନାଯ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀଯ ଆଦେଶ ପାଳନ କଲେ। ସମାନେେ ରାଜ ଶଲୋମନଙ୍କୁ ଦାଉଦଙ୍କର ଗଧ ଉପରେ ବସାଇ ଗୀହାନେ ଝରଣା ନିକଟକୁ ନଇଗେଲେ।

Interlinear

Choose Theme