Home Bibles ☰ Books ପ୍ରଥମ ରାଜାବଳୀ 1:4 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 1:4 · ଓଡ଼ିଆ ବାଇବେଲ

ସହେି ୟୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସବୋ ଓ ପରିଚର୍ୟ୍ଯା କଲା।ମାତ୍ର ରାଜା ଦାଉଦ ତା' ସହିତ ୟୌନ ସମ୍ପର୍କ ରଖିଲେ ନାହିଁ।

Cross references

ଆଦି ପୁସ୍ତକ 12:11

ସେ ଯେତବେେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦର।

ମାଥିଉଲିଖିତ ସୁସମାଚାର 1:25

କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦବୋ ପର୍ୟ୍ଯନ୍ତ ସେ ତାହାଙ୍କ ସହିତ ସହବାସ କରିନଥଲେ। ଆଉ ଯୋଷଫେ ପୁଅଟିର ନାମ ଯୀଶୁ ରଖିଲେ।

Interlinear

Choose Theme