Home Bibles ପ୍ରଥମ ରାଜାବଳୀ 1:40 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 1:40 · ଓଡ଼ିଆ ବାଇବେଲ

ତତ୍ପରେ ସମସ୍ତ ଲୋକ ଶଲୋମନଙ୍କ ପେଛ ପେଛ ନଗରକୁ ଗଲେ। ସମାନେେ ବହୁତ ଖୁସି ଥିଲେ ଓ ବଂଶୀ ବାଦନ କରି ଏପରି ମହାହର୍ଷନାଦ କଲେ ଯେ ପୃଥିବୀ ପ୍ରକମ୍ପିତ ହେଲା।

Cross references

ପ୍ରଥମ ଶାମୁୟେଲ 4:5

ପକ୍ସ୍ଟଣି ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଛାଉଣୀକି ଆସନ୍ତେ ସମଗ୍ର ଇଶ୍ରାୟେଲ ଏପରି ମହା ଜଯଧ୍ବନି କଲେ, ଯେ ପୃଥିବୀ କଐିଲା।

ପ୍ରଥମ ଶାମୁୟେଲ 11:15

ତା'ପରେ ସମସ୍ତେ ଗିଲଗଲ ଗଲେ, ସଠାେରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଶାଉଲଙ୍କକ୍ସ୍ଟ ରାଜାରୂପେ ଅଭିଷକ୍ତ କଲେ। ସମାନେେ ସମସ୍ତେ ସଦାପ୍ରଭୁଙ୍କୁ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ଶାଉଲ ଏବଂ ଇଶ୍ରାୟେଲୀୟମାନେ ମହା ଆନନ୍ଦ ରେ ଏହା ପାଳନ କଲେ।

ଦିତୀୟ ରାଜାବଳୀ 11:14

ଅଥଲିଯା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡା ହବୋ କଥା ସେଠି ଛିଡା ହାଇେଛନ୍ତି। ରାଜାଙ୍କ ନିକଟରେ ସନୋପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥି ରେ ଅଥଲିଯା ନିଜର ବସ୍ତ୍ର ଚିରି ରାଜଦ୍ରୋହ! ରାଜଦ୍ରୋହ! ବୋଲି ଚିତ୍କାର କଲା।

ଦିତୀୟ ରାଜାବଳୀ 11:20

ସମସ୍ତ ଲୋକ ଆନନ୍ଦିତ ହେଲେ ଓ ନଗର ସୁସ୍ଥିର ହେଲା। ଆଉ ରାଜଗୃହ ନିକଟରେ ଅଥଲିଯା ଖଡ୍ଗ ରେ ନିହତ ହେଲା।

ପ୍ରଥମ ବଂଶାବଳୀ 12:38

ସହେି ସମସ୍ତ ଲୋକମାନେ ସାହସୀ ସୈନ୍ଯ ଥିଲେ। ସମାନେେ ସମ୍ପୂର୍ଣ୍ଣ ଏକମତ ହାଇେ ଦାଉଦଙ୍କୁ ଇଶ୍ରାୟେଲର ରାଜା କରିବା ନିମନ୍ତେ ହିବ୍ରୋଣ ସହରକୁ ଆସିଥିଲେ। ଇଶ୍ରାୟେଲର ଅବଶିଷ୍ଟ ସମସ୍ତ ଲୋକ ମଧ୍ଯ ଦାଉଦଙ୍କୁ ରାଜା କରିବା ନିମନ୍ତେ ସମ୍ମତ ହାଇେଥିଲେ।

ଗୀତସଂହିତା 97:1

ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।

ଦାନିଏଲ 3:5

ଯେତବେେଳେ ତୁମ୍ଭମାନେେ ସମସ୍ତେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣିବ, ସେତବେେଳେ ତୁମ୍ଭମାନେେ ରାଜା ନବୂଖଦ୍ନିତ୍ସରଙ୍କ ଦ୍ବାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚଯ ପୂଜା କରିବ।

ଯିଖରିୟ 9:9

ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।

ଲୂକଲିଖିତ ସୁସମାଚାର 19:37

ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:15

ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,

Interlinear

Choose Theme