Home Bibles ପ୍ରଥମ ରାଜାବଳୀ 10:15 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 10:15 · ଓଡ଼ିଆ ବାଇବେଲ

କାର୍ଗ ଜାହାଜର ସୁବର୍ଣ୍ଣ ବ୍ଯତୀତ ରାଜା ଶଲୋମନ ମିଶ୍ରୀତ ରାଜାଗଣଙ୍କଠାରୁ ଓ ଅନ୍ୟ ଶାସକମାନଙ୍କଠାରୁ ଓ ବଣିକମାନଙ୍କ ବ୍ଯବସାଯରୁ ସୁବର୍ଣ ପାଇଲେ।

Cross references

ପ୍ରଥମ ବଂଶାବଳୀ 9:24

ଚାରିଗୋଟି ପାଶର୍‌ବ ରେ ଦ୍ବାରମାନ ଥିଲା : ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ।

ଦିତୀୟ ବଂଶାବଳୀ 9:13

ଏକ ବର୍ଷ ମଧିଅରେ ଶଲୋମନ ଯେତେ ପରିମାଣ ରେ ସୁନା ପାଇଥିଲେ, ତାହାର ଓଜନ 666 ତାଳନ୍ତ ହେଲା।

ଗୀତସଂହିତା 72:10

ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।

ଯିଶାଇୟ 21:13

ଆରବ ବିଷଯକ ଦୁଃଖବାର୍ତ୍ତା। ଦଦାନୀଯ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧିଅରେ ରାତ୍ରି ୟାପନ କଲେ।

ଯିରିମିୟ 25:24

ପୁରି ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।

ଗାଲାତୀୟଙ୍କ ପ୍ରତି ପତ୍ର 4:25

ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ୟିରୁଶାଲମକୁ ସଂକତେ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ବ ରେ ପଡ଼ିଅଛି।

Interlinear

Choose Theme