Home Bibles ପ୍ରଥମ ରାଜାବଳୀ 10:18 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 10:18 · ଓଡ଼ିଆ ବାଇବେଲ

ଆଉ ମଧ୍ଯ ରାଜା ହାତୀ ଦାନ୍ତ ରେ ଏକ ବଡ ସିଂହାସନ ନିର୍ମାଣ କରି ତାକୁ ଶୁଦ୍ଧ ସୁବର୍ଣ୍ଣ ରେ ଛାଉଣୀ କଲେ।

Cross references

ପ୍ରଥମ ରାଜାବଳୀ 10:22

ସମୁଦ୍ର ରେ ହୀରମଙ୍କ ଜାହାଜ ସହିତ ରାଜା ଶଲୋମନଙ୍କର ବାଣିଜ୍ଯ ଜାହାଜ ସମୁଦ୍ର ରେ ଥିଲା, ଯାହାକି ପ୍ରତି ତିନି ବର୍ଷ ରେ ଥରେ ସୁନା, ରୂପା, ହସ୍ତୀଦାନ୍ତ, ବାନର ଓ ମଯୂର ନଇେ ଆସୁଥିଲା।

ପ୍ରଥମ ରାଜାବଳୀ 22:39

ଆହାବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କାର୍ୟ୍ଯକଳାପ ତାଙ୍କର ହସ୍ତୀଦନ୍ତ ନିର୍ମିତ ମନୋହର ପ୍ରାସାଦ ଏବଂ ତାଙ୍କ ନିର୍ମିତ ସୁଦୃଢ ନଗର ବିଷଯ ରେ ଇଶ୍ରାୟେଲର ରାଜବଂଶ ଇତିହାସ ରେ ଲିଖିତ ହାଇେଅଛି।

ଦିତୀୟ ବଂଶାବଳୀ 9:17

ରାଜା ଶଲୋମନ ଏକ ବୃହତ୍ ସିଂହାସନ ନିର୍ମାଣ କରିବା ନିମନ୍ତେ ହାତୀଦାନ୍ତର ବ୍ଯବହାର କଲେ। ସେ ସହେି ସିଂହାସନକୁ ଖାଣ୍ଟି ସୁନା ଦ୍ବାରା ଆବୃତ କଲେ।

ଗୀତସଂହିତା 45:6

ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।

ଗୀତସଂହିତା 45:8

ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।

ଗୀତସଂହିତା 110:1

ସଦାପ୍ରଭୁ ମାରେ ପ୍ରଭୁଙ୍କୁ କହିଲେ, ମାେ ସହିତ ମାରେ ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ୟ୍ଯନ୍ତ।

ଗୀତସଂହିତା 122:5

ଦାଉଦଙ୍କ ପରିବାରର ରାଜାମାନେ ସମାନଙ୍କେର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସମାନେେ ସଠାେରେ ଲୋକମାନଙ୍କୁ ସୁବିଚାର ଦବୋ ପାଇଁ ସିଂହାସନ ସ୍ଥାପନ କଲେ।

ଯିହିଜିକଲ 27:6

ବାସନର ଆଲୋନ କାଠ ରେ ସମାନେେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି। ଆଉ ସମାନେେ କିତ୍ତୀମ ଦ୍ବୀପରୁ ଆନୀତ ତାଶୂର କାଠ ରେ ଖଚିତ ହାତୀଦାନ୍ତ ଦ୍ବାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।

ଆମୋଷ 6:4

ତୁମ୍ଭେ ଗଜଦନ୍ତ ଶୟ୍ଯା ଉପ ରେ ଶଯନ କରୁଛ ଓ ଖଟ ଉପ ରେ ନିଜର ଶରୀରକୁ ଲମ୍ବାଇ ଦେଉଛ। ତୁମ୍ଭମାନେେ ତୁମ୍ଭର ମଷେ ପଲରୁ ମଷେଶାବକର କୋମଳ ମାଂସ ଖାଉଛ ଏବଂ ସମାନଙ୍କେ ଗୁବାଳରୁ ବାଛୁରୀମାନଙ୍କୁ ଆଣୁଛ ଏବଂ ସମାନଙ୍କେୁ ଖାଉଛ। ଏହା ତୁମ୍ଭମାନଙ୍କ ପାଇଁ ବହୁତ ଖରାପ ହବେ।

ଏବ୍ରୀ 1:3

ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।

ଏବ୍ରୀ 1:8

କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:12

ସମାନେେ ସୁନା, ରୂପା, ମୂଲ୍ଯବାନ ପଥର, ମୁକ୍ତା, ସୂକ୍ଷ୍ମ ରେଶମବସ୍ତ୍ର, ବାଇଗଣି ରଙ୍ଗର ବସ୍ତ୍ର ; ରେଶମୀ ଓ ଲାଲ ବସ୍ତ୍ର ; ପ୍ରେତ୍ୟକକ ପ୍ରକାରର ଚନ୍ଦନ ଆଦି ସୁବାସିତ କାଠଜିନିଷ ; ହାତୀ ଦାନ୍ତର ପଦାର୍ଥମାନ, ମୂଲ୍ଯବାନ୍ କାଠ, ପିତ୍ତଳ, ଲୌହ ଓ ମର୍ମର ପଥର ରେ ନିର୍ମିତ ଶିଳ୍ପ, ଦ୍ରବ୍ଯ ;

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11

ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

Interlinear

Choose Theme