Home Bibles ପ୍ରଥମ ରାଜାବଳୀ 10:3 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 10:3 · ଓଡ଼ିଆ ବାଇବେଲ

ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନ ଉତ୍ତର କଲେ। ତାଙ୍କୁ ଉତ୍ତର କରିବାକୁ ଶଲୋମନଙ୍କ ନିମନ୍ତେ କୌଣସି ପ୍ରଶ୍ନ କଠିନ ନଥିଲା।

Cross references

ଦିତୀୟ ଶାମୁୟେଲ 14:17

ମୁ ଜାଣେ ମାରେମୂନିବଙ୍କର କଥା, ନିଶ୍ଚିତ ଭାବରେ ମାେତେ ବିଶ୍ରାମ ଦବେ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ବରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭକ୍ସ୍ଟଲ୍ ଏବଂ ସଦାପ୍ରଭୁ ତୁମ୍ଭର ପରମେଶ୍ବର ସର୍ବଦା ତକ୍ସ୍ଟମ୍ଭ ପାଖ ରେ ଅଛନ୍ତି।

ଦିତୀୟ ଶାମୁୟେଲ 14:20

ଯୋୟାବ ଏପରି କରିଥିଲେ, ତେଣୁ ଆପଣା ପ୍ରେତ୍ୟକକ କଥାକକ୍ସ୍ଟ ଅଲଗା ଭାବରେ ଦେଖି ପାରିଥାନ୍ତେ। ମାରେ ପ୍ରଭକ୍ସ୍ଟ, ଆପଣ ପରମେଶ୍ବରଙ୍କ ଦୂତ ପରି ଜ୍ଞାନୀ, ପୃଥିବୀ ରେ କେଉଁଠି କ'ଣ ହେଉଛି, ଆପଣ ସବୁ ଜାଣି ପାରକ୍ସ୍ଟଛନ୍ତି।

ପ୍ରଥମ ରାଜାବଳୀ 3:12

ତେଣୁ ତୁମ୍ଭେ ଯାହା ମାଗିଲ ଆମ୍ଭେ ତାହା ଦବୋକୁ ଯାଉଛୁ। ଆମ୍ଭେ ତୁମ୍ଭକୁ ଜ୍ଞାନି ଓ ବୁଦ୍ଧିମାନ କରାଇବା। ଆମ୍ଭେ ତୁମ୍ଭକୁ ଏପରି ମହତ୍ ଜ୍ଞାନ ଦବୋ ଯେ, ଅତୀତ ରେ ତୁମ୍ଭ ସମାନ କହେି ନ ଥିଲେ କି ଭବିଷ୍ଯତ ରେ କହେି ହବେେ ନାହିଁ।

ପ୍ରଥମ ରାଜାବଳୀ 10:1

ଅନନ୍ତର ଶିବା ଦେଶ ରେ ରାଣୀ ସଦାପ୍ରଭୁଙ୍କ ପ୍ରିଯ ଶଲୋମନଙ୍କ ସୁଖ୍ଯାତି ଶୁଣି କଠିନ ପ୍ରଶ୍ନଦ୍ବାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ।

ଦିତୀୟ ବଂଶାବଳୀ 9:2

ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ। ଶଲୋମନଙ୍କ ନିମନ୍ତେ ଉତ୍ତର ଦବୋ କିମ୍ବା ବୁଝାଇ ଦବୋ ପାଇଁ କୌଣସି କଠିନ ବିଷଯ ନ ଥିଲା।

ହିତୋପଦେଶ 1:5

ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।

ହିତୋପଦେଶ 13:20

ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।

ଯିଶାଇୟ 42:16

ତା'ପ ରେ ଆମ୍ଭେ ଅନ୍ଧମାନଙ୍କୁ ସମାନଙ୍କେର ଅଜ୍ଞାତ ପଥ ଦଇେ ଆଣିବୁ ଓ ଯେଉଁ ପଥ ସମାନେେ ଜାଣନ୍ତି ନାହିଁ, ସହେି ପଥରେ ସମାନଙ୍କେୁ କଢ଼ାଇ ନବେୁ। ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖ ରେ ପରିଣତ କରିବୁ। ଏହିସବୁ କାର୍ୟ୍ଯ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ଯାଗ କରିବୁ ନାହିଁ।

ଦାନିଏଲ 2:20

ଦାନିୟେଲ ପ୍ରଶଂସା କରି କହିଲେ,

ମାଥିଉଲିଖିତ ସୁସମାଚାର 13:11

ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।

ଯୋହନଲିଖିତ ସୁସମାଚାର 7:17

ପରମେଶ୍ବର ଯାହା ଚାହାଁନ୍ତି ଯଦି କୌଣସି ବ୍ଯକ୍ତି ସହେି ଅନୁଯାଯୀ କାର୍ୟ୍ଯ କରେ, ମାରେଉପଦେଶ ପରମେଶ୍ବରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣିପାରିବ। ସେ ବ୍ଯକ୍ତି ଜାଣିପାରିବ ଯେ ଏ ଉପଦେଶ ମାେ ନିଜର ନୁହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:30

କବଳେ ପରମେଶ୍ବର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତା ରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ପରମଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହାଇେଛୁ।

କଲସୀୟଙ୍କ ପ୍ରତି ପତ୍ର 2:3

ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।

ଏବ୍ରୀ 4:12

ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।

Interlinear

Choose Theme