Home Bibles ପ୍ରଥମ ରାଜାବଳୀ 10:5 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 10:5 · ଓଡ଼ିଆ ବାଇବେଲ

ରାଣୀ ରାଜାଙ୍କର ଟବୁଲ ରେ ଭିନ୍ନ ଖାଦ୍ୟଦ୍ରବ୍ଯ, ରାଜାଙ୍କର ଅଧିକାରୀଗଣ, ସମାନଙ୍କେର ସବୋ, ସମାନଙ୍କେ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିର ରେ ରାଜା ଉତ୍ସର୍ଗ କରିଥିବା ନବୈେଦ୍ଯ ଦେଖି 'ସ୍ତମ୍ଭିଭୁତ ହାଇଗେଲେ।'

Cross references

ଯିହୋଶୂୟ 5:1

ଇଶ୍ରାୟେଲର ଲୋକମାନେ ନଦୀ ପାର ହବୋ ପର୍ୟ୍ଯନ୍ତ ସଦାପ୍ରଭୁ ୟର୍ଦ୍ଦନ ନଦୀକକ୍ସ୍ଟ ଶକ୍ସ୍ଟଷ୍କ ରଖିଲେ। ଯେତବେେଳେ ୟର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମାରେିଯ ରାଜାମାନେ ଓ ଭୂମଧ୍ଯ ସମକ୍ସ୍ଟଦ୍ର ନିକଟସ୍ଥ କିଣାନୀଯ ରାଜାମାନେ ଏହା ଶୁଣିଲେ, ସେତବେେଳେ ସମାନଙ୍କେର ହୃଦଯ ତରଳି ଗଲା ଓ ଇଶ୍ରାୟେଲମାନଙ୍କୁ ସମ୍ମକ୍ସ୍ଟଖୀନ ହବୋ ସକାେଶ ସମାନେେ ସମାନଙ୍କେର ସାହାସ ହରାଇଲେ।

ପ୍ରଥମ ରାଜାବଳୀ 4:22

ଶଲୋମନ ତାଙ୍କ ପାଇଁ ଓ ତାଙ୍କ ସହିତ ଯେଉଁମାନେ ମେଜରେ ଖାଉଥିଲେ ସେମାନଙ୍କ ପାଇଁ ଏହି ପରିମାଣର ଖାଦ୍ୟଦ୍ରବ୍ୟ ଦରକାର କରୁଥିଲେ:

ଦିତୀୟ ରାଜାବଳୀ 16:18

ଆଉ ବିଶ୍ରାମ ସଭା ନିମନ୍ଲତ ମନ୍ଦିର ମଧିଅଲରସଯଉଁ ଆବୃତ ପଥ ଓ ରାଜାଙ୍କର ପ୍ରବଲଶାର୍ଥଲ ବହିଦ୍ବାର କରିଥିଲଲ ତାହାସସ ଅଶୂରର ରାଜାଙ୍କ ଲାଗି ସଦାପ୍ରଭୁଙ୍କ ମନ୍ଦିରରୁସନଇଗଲଲ।

ପ୍ରଥମ ବଂଶାବଳୀ 9:18

ଏହି ଲୋକମାନେ ପୂର୍ବଦିଗ ରେ ରାଜାଙ୍କ ଦ୍ବାରର ପରବର୍ତ୍ତୀ ପାଶର୍‌ବ ରେ ଛିଡ଼ା ହେଉଥିଲେ। ଲବେୀଙ୍କ ପରିବାରବର୍ଗର ଏହିମାନେ ଦ୍ବାରପାଳ ଥିଲେ।

ପ୍ରଥମ ବଂଶାବଳୀ 26:16

ଶୁପପୀମ ଓ ହୋଷାଙ୍କୁ ପଶ୍ଚିମପାଶର୍‌ବ ଦ୍ବାର ଓ ଉଚ୍ଚତର ପଥରେ ଥିବା ଶଲେଖତ୍ ଦ୍ବାରକୁ ଜଗିବା ନିମନ୍ତେ ମନୋନୀତ କରାଗଲା। ପ୍ରେତ୍ୟକକ ପରିବାରରୁ ରକ୍ଷକମାନଙ୍କୁ ସମାନଙ୍କେର ସ୍ଥାନ ରେ ମୁତଯନ କରାଗଲା।

ଦିତୀୟ ବଂଶାବଳୀ 9:4

ସେ ଶଲୋମନଙ୍କ ମଜେ ଉପରେ ରଖା ଯାଉଥିବା ଖାଦ୍ୟ ଓ ତାଙ୍କର ଅନକେ ବିଶଷେ କର୍ମଚାରୀଗଣଙ୍କୁ ଦେଖିଲେ। ସେ ତାଙ୍କର ଚାକରମାନଙ୍କର ବସ୍ତ୍ର ଓ କାର୍ୟ୍ଯ କରିବାର ପ୍ରଣାଳୀ ଦେଖିଲେ। ସେ ଶଲୋମନଙ୍କର ମଦ୍ଯ ପରିବଷେଣକାରୀମାନଙ୍କୁ ଓ ସମାନଙ୍କେର ବସ୍ତ୍ରକୁ ଦେଖିଲେ। ସେ ଶଲୋମନଙ୍କ ଦ୍ବାରା ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗୀକୃତ ହାମବେଳିଗୁଡ଼ିକୁ ଦେଖିଲେ। ଶିବାର ରାଣୀ ଯେତବେେଳେ ଏହିସବୁ ବିଷଯ ଦେଖିଲେ, ସେ ହତଚକିତ ହାଇଗେଲେ।

ଦିତୀୟ ବଂଶାବଳୀ 23:13

ସେ ଅନାଇଲେ ଓ ରାଜାଙ୍କୁ ଦେଖିଲେ। ରାଜା ମୁଖ୍ଯଦ୍ବାର ନିକଟରେ ଥିବା ରାଜସ୍ତମ୍ଭ ନିକଟରେ ଛିଡ଼ା ହାଇେଥିଲେ। ଉଚ୍ଚାଧକାରୀ ଓ ତୂରୀ ବଜାଉଥିବା ଲୋକମାନେ ରାଜାଙ୍କ ନିକଟରେ ଛିଡ଼ା ହାଇେଥିଲେ। ଦେଶର ଲୋକେ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ତୂରୀ ବଜାଉଥିଲେ। ଗାଯକମାନେ ବାଦ୍ଯୟନ୍ତ୍ର ବଜାଉଥିଲେ। ଗାଯକଦଳ ଲୋକମାନଙ୍କୁ ପ୍ରଶଂସାଗୀତ ଗାନ କରାଇବା ରେ ନତେୃତ୍ବ ନେଉଥିଲେ। ଏହା ଦେଖି ଅଥଲିଯା ନିଜର ବସ୍ତ୍ର ଚିରି ପକାଇଲେ ଓ କହିଲେ, ରାଜଦ୍ରୋହ ! ରାଜଦ୍ରୋହ !

ଯିହିଜିକଲ 44:3

କବଳେ ଅଧିପତି ସଦାପ୍ରଭୁଙ୍କ ସମ୍ମୁଖ ରେ ଆହାର କରିବା ପାଇଁ ତହିଁ ମଧିଅରେ ବସିବେ। ସେ ଦ୍ବାରର ବାରଣ୍ଡା ପଥଦଇେ ପ୍ରବେଶ କରିବେ ଓ ସହେି ପଥଦଇେ ବାହାରିଯିବେ।

ଯିହିଜିକଲ 46:2

ପୁଣି ଅଧିପତି ବାହାର ଦ୍ବାରର ବାରଣ୍ଡା ଦଇେ ପ୍ରବେଶ କରିବେ ଓ ଦ୍ବାର ଚୌକାଠ ନିକଟରେ ଠିଆ ହବେେ। ଆଉ ଯାଜକମାନେ ତାଙ୍କର ହାମାେର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ସେ ଦ୍ବାର ପ୍ରବେଶ ସ୍ଥାନ ରେ ପ୍ରଣାମ କରିବେ ଓ ତା'ପ ରେ ବାହାରି ଯିବେ। କିନ୍ତୁ ସନ୍ଧ୍ଯା ପର୍ୟ୍ଯନ୍ତ ଦ୍ବାର ବନ୍ଦ କରାୟିବ ନାହିଁ।

Interlinear

Choose Theme