ମୁଁ ଆଖି ରେ ନ ଦେଖିବା ପର୍ୟ୍ଯନ୍ତ ବିଶ୍ବାସ କରି ପାରିଲି ନାହିଁ। ବର୍ତ୍ତମାନ ସେ ସବୁ ନିଜ ଆଖି ରେ ଦେଖିଅଛି। ଯାହା ସବୁ ମୁଁ ଶୁଣିଥିଲି, ତୁଳନାଆତ୍ମକ ମୁଁ ତାହା ପାଇଛି, ଜିନିଷଗୁଡିକ ମୁଁ ଏଠା ରେ ଯାହା ଦେଖୁଛି ବହୁତ ବଡ ଅଟେ। ତୁମ୍ଭର ଜ୍ଞାନ ଓ ଐଶ୍ବର୍ୟ୍ଯ ମାେତେ ଯାହା ଲୋକମାନେ କହିଥିଲେ, ତା'ଠାରୁ ବହୁତ ଅଧିକ।
Cross references
ପରମେଶ୍ବର ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାକୁ ଧ୍ଯାନ କରୁ।
କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷ ରେ କାର୍ୟ୍ଯ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ବର କଥା ଶୁଣି ନାହାଁନ୍ତି କିମ୍ବା କର୍ଣ୍ଣଗୋଚର ହାଇେ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।
ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।
ମରିୟମ ସମାନଙ୍କେୁ କହିଲେ ଯେ ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ଯମାନେ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।
ଅନ୍ୟ ଶିଷ୍ଯମାନେ ଥୋମାଙ୍କୁ କହିଲେ, ଆମ୍ଭେ ପ୍ରଭୁଙ୍କୁ ଦେଖିଲୁ। ଥୋମା କହିଲେ, ମୁଁ ତାହାଙ୍କ ହାତ ରେ କଣ୍ଟାଦାଗ ନ ଦେଖିଲା ପର୍ୟ୍ଯନ୍ତ ବିଶ୍ବାସ କରିବି ନାହିଁ। ମୁଁ ମାରେ ଆଙ୍ଗୁଠି ସହେି କଣ୍ଟାର ଦାଗ ରେ ନରଖିବା ଓ ତାହାଙ୍କ କକ୍ଷଦେଶ ରେ ମାରେ ହାତ ନଦବୋ ପର୍ୟ୍ଯନ୍ତ, ମୁଁ ବିଶ୍ବାସ କରିବି ନାହିଁ।
କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି :
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ବରଙ୍କର ସନ୍ତାନ, କିନ୍ତୁ ଭବିଷ୍ଯତ ରେ ଆମ୍ଭେ କ'ଣ ହବୋ ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହାଇଯେିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସହେି ରୂପରେ ଦେଖିବା।