ଫାରୋ ହଦଦ୍ଙ୍କୁ ଅତି ଭଲ ପାଉଥିଲେ। ସେ ନିଜ ଭାର୍ୟ୍ଯା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲେ।
Cross references
ପୋଟୀଫର ଯୋଷଫେକୁ ପାଇ ବହୁତ ଖୁସି ହେଲେ। ସେ ଯୋଷଫେକୁ ଆପଣାର ଗୃହାଧ୍ଯକ୍ଷ କରି ତାଙ୍କର ରସ୍ତ ରେ ସର୍ବସ୍ବ ସମର୍ପଣ କଲେ।
କିନ୍ତୁ ସଦାପ୍ରଭୁ ଯୋଷଫେର ସହାୟ ଥିଲେ। ସଦାପ୍ରଭୁ ତାହାପ୍ରତି କୃପା ପ୍ରକାଶ କରି କାରାଗାର ରକ୍ଷକଙ୍କର ଦୃଷ୍ଟି ରେ ତାଙ୍କୁ ଅନୁଗ୍ରହର ପାତ୍ର କଲେ।
ଫାରୋ ଯୋଷଫଙ୍କେୁ ଏକ ଅନ୍ୟ ନାମ ରେ ନାମିତ କଲେ, ସାଫନତ୍-ପାନହେ ଫାରୋ ଯୋଷଫଙ୍କେୁ ଓନ ନଗର ନିବାସୀ ପୋଟୀଫର ନାମକ ଯାଜକର ଆସନ୍ନତ୍ ନାମ୍ନୀ କନ୍ଯା ସହିତ ବିବାହ ଦେଲେ। ଯୋଷଫେ ସମସ୍ତ ମିଶ ରେ ଦେଶ ମଧ୍ଯଦଇେ ଗଲେ।
ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଅବଧାନ କଲେ ନାହିଁ। ତେଣୁ ସମାନେେ ମିଶରକୁ ୟାଇ ତଫନ୍ ହଷେ ସହର ରେ ଉପସ୍ଥିତ ହେଲେ।
ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରି ଦେଲେ।
ତାହାଙ୍କୁ ବାହା ରେ ପକାଇ ଦବୋ ବେଳେ ଫାରୋଙ୍କର କନ୍ଯା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ।