ପ୍ରଥମ ରାଜାବଳୀ 11:20 · ଓଡ଼ିଆ ବାଇବେଲ
ତାହାପରେ ତହପନେଷ୍ ଭଗିନୀର ହଦଦ୍ ଔରସରୁ ଏକ ପୁତ୍ର ଜନ୍ମ ହେଲା ଓ ତାହାର ନାମ ଗୁନ୍ବତ୍ ହେଲା। ତା'ପରେ ତହପନେଷ୍ ଗୁନ୍ବତ୍କୁ ଫାରୋଙ୍କର ପ୍ରାସାଦ ରେ ତାଙ୍କର ପିଲାମାନଙ୍କ ସହିତ ବଢିଲେ।
Cross references
ଆଦି ପୁସ୍ତକ 21:7
କୌଣସି ଲୋକ ଚିନ୍ତା କଲନୋହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଦନ୍ମ ଦବେି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧବସ୍ଥା ରେ ଏକ ପୁତ୍ର ଦଲେି।
ପ୍ରଥମ ଶାମୁୟେଲ 1:24
ଏହାପରେ ସେ ତାହାକକ୍ସ୍ଟ ସ୍ତନପାନ ତ୍ଯାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା' ସହିତ ପିଲାଟିକକ୍ସ୍ଟ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକକ୍ସ୍ଟ ଆଣିଲା। ଯେ ତବେଳେ ବାଳକଟି େଛାଟ ଥିଲା।