ତୁମ୍ଭର ମହା ସନ୍ତୋଷାନୁୟାଯୀ ମୁଁ ତୁମ୍ଭକୁ ଇଶ୍ରାୟେଲ ଉପରେ ଶାସନ କରାଇବି।
Cross references
ତୁମ୍ଭେ ଯାହା ଇଛା କର, ଗୋରୁ, ଛଳେି, ଦ୍ରାକ୍ଷାରସ, କି ଅବା ଯାହାକିଛି ତକ୍ସ୍ଟମ୍ଭ ପ୍ରାଣ ତକ୍ସ୍ଟମ୍ଭଠାରକ୍ସ୍ଟ ଚା ହେଁ ତହିଁ ପାଇଁ ତୁମ୍ଭେ ସହେି ଟଙ୍କା ଦବେ। ତୁମ୍ଭମାନେେ ସଠାେରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଭୋଜନ କରି ତୁମ୍ଭେ ଓ ତକ୍ସ୍ଟମ୍ଭ ପରିବାର ଆନନ୍ଦ କରିବ।
ଅବନର ଦାଉଦଙ୍କକ୍ସ୍ଟ କହିଲେ, ହେ ମାରେ ପ୍ରଭକ୍ସ୍ଟ ମହାରାଜ, ମାେତେ ୟିବାକକ୍ସ୍ଟ ଦିଅ, ଏବଂ ସମସ୍ତ ଇଶ୍ରାୟେଲୀୟମାନଙ୍କୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖକକ୍ସ୍ଟ ଆଣିବାକକ୍ସ୍ଟ ଦିଅ। ତା'ପରେ ସମାନେେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଏକ ଚକ୍ସ୍ଟକ୍ତି କରିବେ। ଏବଂ ଆପଣ ସମଗ୍ର ଇଶ୍ରାୟେଲର ରାଜା ହବେେ। ଏବଂ ଆପଣଙ୍କ ଇଛା ମତେ ରାଜତ୍ବ କରିବେ। ତେଣୁ ଦାଉଦ ଅବନରକକ୍ସ୍ଟ ୟିବାକକ୍ସ୍ଟ ଅନକ୍ସ୍ଟମତି ଦେଲେ ଏବଂ ଅବନର ଶାନ୍ତି ରେ ଉକ୍ତ ସ୍ଥାନ ପରିତ୍ଯାଗ କଲେ।
ତା'ପରେ ଶଲୋମନଙ୍କର ଦାସ ୟାରବିଯାମ ମଧ୍ଯ ରାଜାଙ୍କର ବିପକ୍ଷ ରେ ବିଦ୍ରୋହ କଲେ। ସେ ସ ରଦୋ ନଗର ନିବାସୀ ଇଫ୍ରଯିମଙ୍କ ପରିବାରବର୍ଗ ଥିଲେ। ତାଙ୍କର ମାତାଙ୍କର ନାମ ସରୁଯା, ସେ ଜଣେ ବିଧବା ଥିଲେ।
ଇଶ୍ରାୟେଲର ସମସ୍ତ ଲୋକ ଜାଣିବାକୁ ପାଇଲେ ଯେ ୟାରବିଯାମ ଫରେି ଆସିଛନ୍ତି। ସମାନେେ ଲୋକ ପଠାଇ ତାଙ୍କୁ ଡକାଇଲେ ଓ ସମୁଦାଯ ଇଶ୍ରାୟେଲ ଉପରେ ତାହାଙ୍କୁ ରାଜା କଲେ। କବଳେ ଯିହୁଦା ପରିବାରବର୍ଗ ଗୋଟିଏ ପରିବାର ଦାଉଦ ପରିବାରର ଅନୁଗାମୀ ହେଲ।
ତୁମ୍ଭେ ୟାଇ ୟାରବିଯାମକୁ କୁହ ଯେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ମୁଁ ଲୋକମାନଙ୍କ ମଧ୍ଯରୁ ତୁମ୍ଭକୁ ବାଛିଲି ଏବଂ ଉନ୍ନତ କରି ମାେ ଲୋକ ଇଶ୍ରାୟେଲ ଉପରେ ତୁମକୁ ରାଜା କଲି।