ତଥାପି ଇଶ୍ରାୟେଲ ଯେଉଁ ଲୋକମାନେ ଯିହୁଦାର ନଗରମାନଙ୍କ ରେ ବାସ କରୁଥିଲେ ରିହବିଯାମ ସମାନଙ୍କେ ଉପରେ ଶାସନ କଲେ।
Cross references
ତଥାପି ସମୁଦାଯ ରାଜ୍ଯ ତୁମ୍ଭ ପୁତ୍ରଠାରୁ ଆମ୍ଭେ ଛଡଇେ ନବୋକୁ ଯାଉ ନାହୁଁ। ତୁମ୍ଭର ପୁତ୍ରକୁ ଏକ ପରିବାରବର୍ଗକୁ ଶାସନ କରିବାକୁ ଦବୋ। ଆମ୍ଭେ ଏପରି କରିବା କାରଣ ଆମ୍ଭେ ଆପଣା ଦାସ ଦାଉଦଙ୍କୁ ଭଲ ପାଉ ଓ ୟିରୁଶାଲମ ଆମ୍ଭର ମନୋନୀତ ନଗର ଅଟେ।
ତା'ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦବେି। ଯାହା ଫଳ ରେ ମାରେ ସବେକ ଦାଉଦର ବଂଶ ୟିରୁଶାଲମ ରେ ମାେ ଆଗ ରେ ରାଜତ୍ବ କରିବ। ସହେି ସହର ରେ ମାରେ ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି।
ଯିହୁଦାର ରାଜା ଶଲୋମନର ପୁତ୍ର ରିହବିଯାମକୁ ପୁଣି ଯିହୁଦାର ଓ ବିନ୍ଯାମୀନର ସମସ୍ତ ଲୋକମାନଙ୍କୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଏହା କୁହ।
ଶଲୋମନଙ୍କର ପୁତ୍ର ରିହବିଯାମ ଏକଗ୍ଭଳିଶ ବର୍ଷ ବଯସ ରେ ରାଜା ହେଲେ। ସେ ୟିରୁଶାଲମରୁ ଯିହୁଦା ରେ ସତର ବର୍ଷ ରାଜତ୍ବ କଲେ। ସଦାପ୍ରଭୁ ନିଜର ମହିମା ସ୍ଥାପନାର୍ଥେ ସମଗ୍ର ଇଶ୍ରାୟେଲ ମଧ୍ଯରୁ ସହେି ନଗରକୁ ମନୋନୀତ କରିଥିଲେ। ତାଙ୍କର ମାତା ଅମ୍ମୋନୀଯା ନଯମା ଥିଲେ।
କିନ୍ତୁ ଇଶ୍ରାୟେଲ ରେ କେତକେ ଲୋକ ଥିଲେ, ଯେଉଁମାନେ କି ଯିହୁଦାର ସହରଗୁଡ଼ିକରେ ବାସ କରୁଥିଲେ। ଆଉ, ରିହବିଯାମ୍ ସହେି ଲୋକମାନଙ୍କ ଉପରେ ରାଜତ୍ବ କଲେ।
ଇଶ୍ରାୟେଲର ସମସ୍ତ ଯାଜକ ଓ ଲବେୀୟଗଣ ରିହବିଯାମ୍ ସହ ଏକମତ ହେଲେ ଓ ତାଙ୍କ ସହିତ ୟୋଗ ଦେଲେ।