ଏହି ସମୟରେ ୟାରବିଯାମ ଇଫ୍ରଯିମର ପର୍ବତମଯ ଦେଶ ଶିଖିମକୁ ଦୃଢ କରି ସଠାେରେ ବାସ କଲେ। ପରେ ସେ ପିନୂଯଲେ ନଗରକୁ ୟାଇ ଏହାକୁ ସୁଦୃଢ କଲେ।
Cross references
ତେଣୁ ଯାକୁବ ସହେି ସ୍ଥାନର ନାମ ପନୂଯଲେ ଦେଲେ। ତା'ପରେ ସେ କହିଲେ, ମୁଁ ପରମେଶ୍ବରଙ୍କୁ ମୁହାଁମୁହିଁ ଦେଖିଲେ ବି ମାରେ ଜୀବନ ବଞ୍ଚି ରହିଲା।
ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।
ତେଣୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲର ସନ୍ତାନମାନେ ଉପରିସ୍ଥ ସନ୍ଧିଶିରା ବା ଏ ସନ୍ଧିଶିରାର ମାଂସ ଭୋଜନ କରନ୍ତି ନାହିଁ। କାରଣ ସନ୍ଧିଶିରା ରେ ଯାକୁବଙ୍କୁ ଆଘାତ ଲାଗିଥିଲା।
ଗିଦ୍ଦିୟୋନ ସହେି ସ୍ଥାନରକ୍ସ୍ଟ ପନୂଯଲକେକ୍ସ୍ଟ ଗଲେ ଓ ସଠାେରେ ଲୋକମାନଙ୍କୁ କିଛି ଖାଦ୍ୟ ଦବୋକକ୍ସ୍ଟ କହିଲେ, ସେ ଯେପରି ସେ ସୁକ୍କୋତର ଲୋକମାନଙ୍କୁ କହିଥିଲେ। କିନ୍ତୁ ଠିକ୍ ପନୂଯଲରେ ଲୋକମାନଙ୍କ ପରି ସୁକ୍କୋତର ଲୋକମାନେ ଉତ୍ତର ଦେଲେ।
ଗିଦ୍ଦିୟୋନ ପନୂଯଲରେ ଅଟ୍ଟାଳିକା ଭାଙ୍ଗି ପକାଇଲେ ଓ ସହେି ସହର ରେ ବାସ କରୁଥିବା ସମସ୍ତ ଲୋକମାନଙ୍କୁ ହତ୍ଯା କଲେ।
ଅବୀମଲେକ୍ ଥିଲା ୟିରକ୍ସ୍ଟଦ୍ଦାଲର ପକ୍ସ୍ଟତ୍ର। ଶିଖିମ ରେ ଥିବା ନିଜର ମାମୁ ମାନଙ୍କୁ ଦେଖିବାକକ୍ସ୍ଟ ଗଲା। ସେ ତାଙ୍କର ମାମୁ ମାନଙ୍କୁ ଏବଂ ତା'ର ମାଆର ସମସ୍ତ ପରିବାରକକ୍ସ୍ଟ କହିଲା।
ଅବୀମଲେକ୍ ସହେିଦିନ ୟାକ ନଗର ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଓ ନଗର ହସ୍ତଗତ କରି ନଗର ରେ ବସବାସ କରୁଥିବା ଲୋକମାନଙ୍କୁ ହତ୍ଯା କଲେ। ପକ୍ସ୍ଟଣି ସେ ନଗରକକ୍ସ୍ଟ ସମଭୂମି କରି ତହିଁ ଉପରେ ଲବଣ ଗ୍ଭଷ କଲେ।
ଶଲୋମନ ଦାସମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ବାଧ୍ଯ କରିଥିଲେ। ତତ୍ପରେ ସେ ମିଲ୍ଲୋ, ୟିରୁଶାଲମର ପ୍ରାଚୀର, ହାତ୍ସୋର, ମଗିଦ୍ଦୋ ଓ ଗଷେର ନିର୍ମାଣ କରିବା ରେ ସମାନଙ୍କେୁ ମଧ୍ଯ ବ୍ଯବହାର କରିଥିଲେ।
ଶଲୋମନ ଗଷେର ଓ ଅଧଃସ୍ଥିତ ବୈଥୋରୋଣ ନଗର ନିର୍ମାଣ କଲେ।
ଏଥିମଧିଅରେ ନବାଟର ପୁତ୍ର ୟାରବିଯାମ ଯେ କି ଶ ଲୋମନଙ୍କ ଛାମୁରୁ ପଳାଇ ୟାଇଥିଲେ ଓ ମିଶର ରେ ଏୟାଏ ଥିଲେ,
ବାଶା ଯିହୁଦା ବିରୁଦ୍ଧ ରେ ୟୁଦ୍ଧ କଲେ। ସେ କାହାରିକୁ ଆସାଙ୍କ ନିକଟକୁ ୟିବାକୁ ଦେଲେ ନାହିଁ କିମ୍ବା ସଠାରୁେ କାହାରିକୁ ଆସିବାକୁ ଦେଲେ ନାହିଁ। ତେଣୁ ସେ ଇଶ୍ରାୟେଲର ରାମା ନଗରକୁ ସୁଦୃଢ କଲେ।
ମାତ୍ର ସେ ଶମରଙ୍କେୁ ଦୁଇ ତଳାନ୍ତ ରୂପା ଦଇେ ଶମରୋଶ୍ ପର୍ବତ କ୍ରଯ କଲେ। ସେ ଶମରୋତ ପର୍ବତ ଉପରେ ଏକ ନଗର ନିର୍ମାଣ କଲେ। ସହେି ପର୍ବତର ମାଲିକର ନାମ ଶମରେର ନାମାନୁସା ରେ ନଗରର ନାମ ଶମରିଯା ରଖିଲେ।
ରିହବିଯାମ୍ ୟିରୁଶାଲମ ରେ ବାସ କଲେ। ସେ ଆକ୍ରମଣର ପ୍ରତିରୋଧ କରିବା ନିମନ୍ତେ ଯିହୁଦାର ଦୃଢ଼ ନଗରମାନ ନିର୍ମାଣ କଲେ।