Home Bibles ପ୍ରଥମ ରାଜାବଳୀ 12:26 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 12:26 · ଓଡ଼ିଆ ବାଇବେଲ

ୟାରବିଯାମ ନିଜକୁ ନିଜେ ଚିନ୍ତା କଲେ, ଯଦି ଲୋକମାନେ ୟିରୁଶାଲମକୁ ସଦାପ୍ରଭୁଙ୍କ ମନ୍ଦିର ରେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ବଳିଦାନ କରିବାକୁ ୟାଆନ୍ତି, ତବେେ ସମାନେେ ପୁନର୍ବାର ଦାଉଦ ପରିବାର ଦ୍ବାରା ଶାସିତ ହବୋକୁ ଗ୍ଭହାନ୍ତି।

Cross references

ପ୍ରଥମ ଶାମୁୟେଲ 27:1

କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, ମୁ ଦିନେ ଶାଉଲଙ୍କ ହାତ ରେ ଧରା ହବେି। ଏହା ସବୁଠକ୍ସ୍ଟ ଭଲ ହବେ। ମୁ ପଲେଷ୍ଟୀୟମାନଙ୍କ ଦେଶକକ୍ସ୍ଟ ୟାଇ ନିଜକକ୍ସ୍ଟ ରକ୍ଷା କରିବି। ତହିଁରେ ଶାଉଲ ଇଶ୍ରାୟେଲର ସମସ୍ତ ଅଞ୍ଚଳ ଖାଜେି ନିରାଶ ହବେ। ଏହିପରି ଭାବରେ ମୁ ତାଙ୍କର ହସ୍ତରକ୍ସ୍ଟ ରକ୍ଷା ପାଇବି।

ପ୍ରଥମ ରାଜାବଳୀ 11:38

ଆଉ ଯଦି ତୁମ୍ଭେ ମାରେ ଦାସ ଦାଉଦଙ୍କ ପରି ମାରେ ବିଧି ଓ ଆଜ୍ଞା ପାଳନ କରିବ, ମାେ ପଥରେ ଗ୍ଭଲିବ ଓ ଠିକ୍ ଭାବରେ ଜୀବନ ଧାରଣ କରିବ, ତବେେ ମୁଁ ତୁମ୍ଭମାନଙ୍କ ସହିତ ରହିବି ଓ ମୁଁ ତୁମ୍ଭପାଇଁ ଏକ ସାମାନ୍ଯ ପ୍ରତିଷ୍ଠା କରିବି ଓ ଦାଉଦ ପରି କଲାପରି ତୁମ୍ଭକୁ ଇଶ୍ରାୟେଲେ ଶାସନ କରିବାକୁ ଦବେି।

ଦିତୀୟ ବଂଶାବଳୀ 20:20

ଯିହାଶାଫେଟ୍ଙ୍କ ସୈନ୍ଯଦଳ ପ୍ରଭାତ ରେ ତକୋଯର ମରୁଭୂମି ମଧ୍ଯକୁ ୟୁଦ୍ଧ ପାଇଁ ୟାତ୍ରା କଲେ। ସମାନେେ ୟାତ୍ରାରମ୍ଭ କରିବା ସମୟରେ ଯିହାଶାଫେଟ୍ ଉଠି ଠିଆ ହେଲେ ଓ କହିଲେ, ଯିହୁଦା ଓ ୟିରୁଶାଲମର ସମସ୍ତ ଲୋକ ମାେ' କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ, ତବେେ ତୁମ୍ଭମାନେେ ଦୃଢ଼ ରୂପେ ଠିଆ ହାଇେ ପାରିବ। ସଦାପ୍ରଭୁଙ୍କର ଭବିଷ୍ଯତ୍ବକ୍ତାମାନଙ୍କଠା ରେ ବିଶ୍ବାସ ରଖ। ତୁମ୍ଭମାନେେ କୃତକାର୍ୟ୍ଯ ହବେ।

ଗୀତସଂହିତା 14:1

ଏକ ମୂର୍ଖ ଲୋକ ନିଜ ହୃଦଯରେ କ ହେ, ପରମେଶ୍ବର ନାହାଁନ୍ତି। ସହେି ମୂର୍ଖମାନେ ଭ୍ରଷ୍ଟ ଓ ସମାନେେ ଘୃଣା ୟୋଗ୍ଯ କାର୍ୟ୍ଯ କରନ୍ତି। ସମାନଙ୍କେ ମଧ୍ୟରେ ଉତ୍ତମ କାର୍ୟ୍ଯ କରିଥିବା ଲୋକ କହେି ନାହାଁନ୍ତି।

ହିତୋପଦେଶ 14:12

ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।

ଯିଶାଇୟ 7:9

ଶମରିଯାସଯଲତଲବଲଳ ଇଫ୍ରଯିମର ରାଜଧାନୀ ଓ ରମଲୀଯର ପୁତ୍ର ଶମରିଯାର ରାଜାସସଲତଲବଲଳସସମାନଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। ତୁମ୍ଲଭ ଯଦି ଦୃଢ଼ ଭାବଲର ରହିପାରିବ ନାହିଁ, ତୁମ୍ଲଭ ଅଗ୍ରସରସହାଇପାରିବ ନାହିଁ।

ଯିରିମିୟ 38:18

ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ବୀକାର ନ କରିବ, ତବେେ ଏହି ନଗର କଲଦୀଯମାନଙ୍କ ହସ୍ତ ରେ ସମର୍ପିତ ହବେ ଓ ସମାନେେ ଅଗ୍ନି ରେ ଏହାକୁ ଦଗ୍ଧ କରିବେ। ଆଉ ତୁମ୍ଭେ ସମାନଙ୍କେ ହସ୍ତରୁ ରକ୍ଷା ପାଇବ ନାହିଁ।

ମାର୍କଲିଖିତ ସୁସମାଚାର 2:6

କେତଜେଣ ଧର୍ମଶାସ୍ତ୍ରୀ ସଠାେରେ ବସିଥିଲେ।ଯୀଶୁଙ୍କ କାମ ସମାନେେ ଦେଖିଲେ। ସମାନେେ ନିଜ ଭିତ ରେ କୁହାକୁହି ହେଲେ,

ଲୂକଲିଖିତ ସୁସମାଚାର 7:39

ଯେଉଁ ଫାରୁଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, ଯୀଶୁ ଯଦି ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା ହାଇେଥା'ନ୍ତେ, ତବେେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।

ଯୋହନଲିଖିତ ସୁସମାଚାର 11:47

ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।

ଯୋହନଲିଖିତ ସୁସମାଚାର 12:10

ତେଣୁ ମୁଖ୍ଯ ଯାଜକମାନେ ଲାଜାରଙ୍କୁ ହତ୍ଯା କରିବା ପାଇଁ ମଧ୍ଯ ଯୋଜନା କଲେ।

ଯୋହନଲିଖିତ ସୁସମାଚାର 12:19

ତେଣୁ ଫାରୂଶୀମାନେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଆମ୍ଭର ଯୋଜନା କାମ କରୁନାହିଁ। ସାରା ଜଗତ ତାହାଙ୍କର ଅନୁଗରଣ କରିଲଣେି।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:16

ସମାନେେ କହିଲେ, ଏ ଲୋକମାନଙ୍କ ପ୍ରତି ଆମ୍ଭେ କ'ଣ କରିବା? ୟିରୁଶାଲମର ପ୍ରେତ୍ୟକକ ଲୋକ ଜାଣିଛନ୍ତି ଯେ, ସମାନେେ ଗୋଟିଏ ଅସାଧାରଣ କାର୍ୟ୍ଯ କରିଛନ୍ତି। ଆମ୍ଭେ ଏହା ଅସ୍ବୀକାର କରିପାରିବା ନାହିଁ।

Interlinear

Choose Theme