ଗୃହ ଅଭିମୁଖେ ୟାତ୍ରା କରୁଥିବା ସମୟରେ ପଥ ମଧିଅରେ ଏକ ସିଂହ ତାଙ୍କୁ ଆକ୍ରମଣ କରି ବଧ କଲା। ତାଙ୍କର ଶବ ସହେି ପଥ ମଧିଅରେ ପଡି ରହିଲା! ଗଧ ଓ ସିଂହ ସହେି ଶବ ନିକଟରେ ଛିଡା ହାଇେ ରହିଲେ।
Cross references
ତୁମ୍ଭର ଗଧ ମାେତେ ଦେଖି ତିନିଥର ମାେ ସମ୍ମୁଖରୁ ଚାଲିଗଲା। ସେ ଯବେେ ମାେ ସମ୍ମୁଖରୁ ଫରେି ୟାଇନଥାନ୍ତା, ତବେେ ନିଶ୍ଚଯ ମୁଁ ଗଧକୁ ଜୀବିତ ରଖି ତୁମ୍ଭଙ୍କୁ ବଧ କରିଥାନ୍ତି।
ତେଣୁ ପ୍ରଥମ ଭବିଷ୍ଯଦ୍ବକ୍ତା କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ପାଳନ କଲ ନାହିଁ। ତେଣୁ ତୁମ୍ଭେ ଏସ୍ଥାନ ତ୍ଯାଗ କଲା ବେଳେ ଗୋଟିଏ ସିଂହ ତୁମ୍ଭକୁ ବଧ କରିବ। ଯେତବେେଳେ ଦ୍ବିତୀୟ ଭବିଷ୍ଯଦ୍ବକ୍ତା ସେ ସ୍ଥାନରୁ ଗଲା, ଗୋଟିଏ ସିଂହ ତାକୁ ବଧ କଲା।
ଇଲୀଶାୟ ପଛକୁ ଗ୍ଭହିଁ ବାଳକମାନଙ୍କୁ ଦେଖିଲେ। ସେ ସଦାପ୍ରଭୁଙ୍କ ନାମ ରେ ସମାନଙ୍କେୁ ଅଭିଶାପ ଦେଲେ। ତା'ପରେ ଦୁଇଟି ଭଲ୍ଲୁକ ଜଙ୍ଗଲରୁ ଆସି ସମାନଙ୍କେୁ ଆକ୍ରମଣ କଲେ ଓ ସମାନଙ୍କେ ମଧ୍ଯରୁ ବଯାଳିଶ ଜଣଙ୍କୁ ଧରି ଚିରି ପକାଇଲେ।
ଆଳସ୍ଯ ଲୋକ କ ହେ, ବାହା ରେ ସିଂହ ଅଛି। ମୁଁ ସଡ଼କରେ ହତ ହବେି।
ଅଳସୁଆ କ ହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।
ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହବେ, ଯବେେ ତବେଳେେ ଜଣେ ବ୍ଯକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ବାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥ ରେ ହାତ ରଖି ବିଶ୍ରାମ ନବୋ ସମୟରେ ଦନ୍ତଘାତ ହୁଏ।
କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନବୋ, ତା' ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବୋକୁ ପଡ଼ିବ ନାହିଁ।
ଏବେ ବିଚାରର ସମୟ ଆସିଛି। ତାହା ପରମେଶ୍ବରଙ୍କ ପରିବାରଠାରୁ ଆରମ୍ଭ ହବେ। ଯଦି ସହେି ବିଚାର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ବରଙ୍କ ସୁସମାଚାର ଗ୍ରହଣ କରି ନାହାଁନ୍ତି, ସମାନଙ୍କେର କି ଅବସ୍ଥା ହବେ ?