ସେ ପ୍ରାଚୀନ ଭବିଷ୍ଯଦ୍ବକ୍ତା ସହେି ଶବକୁ ନିଜ ପିତୃଲୋକଙ୍କ କବର ରେ କବର ଦେଲେ ଓ ତାଙ୍କପାଇଁ ବିଳାପ କରି କହିଲେ, ହେ ମାରେ ଭାଇ, ମୁଁ ତୁମ୍ଭ ପାଇଁ ବିଶଷେ ଦୁଃଖିତ।
Cross references
ପୁଣି ସମଗ୍ର ଇଶ୍ରାୟେଲ ତା'ର ମୃତ୍ଯୁ ରେ ଶାେକ କରିବ ଓ ତାକୁ ନଇେ କବର ଦବେ। ସେ ହେଉଛି ୟାରବିଯାମ ବଂଶର ଏକମାତ୍ର ପୁରୁଷ ଯେ କି କବର ପାଇବ, କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ୟାରବିଯାମର ପରିବାର ରେ କବଳେ ମହତ ଆତ୍ମା ରୂପେ ତାଙ୍କୁ ପାଇଲେ।
ଏଣୁ ଯୋଶିୟର ପୁତ୍ର ଯିହୁଦାର ରାଜା ୟିହୋଯାକୀମ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ଯିହୁଦାର ଲୋକମାନେ, 'ହାୟ, ଆମ୍ଭର ଭାଇ ! ଅବା ହାୟ, ଆମ୍ଭ ଭଉଣୀ ବୋଲି ଡ଼ାକି ତାଙ୍କ ପାଇଁ ବିଳାପ କରିବେ ନାହିଁ।ହାୟ ପ୍ରଭୁ, ହାୟ ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁବିଳାପ କରିବେ ନାହିଁ।
କେତକେ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲେ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସହେିଦିନ ୟିରୂଶାଲମ ରେ ଥିବା ବିଶ୍ବାସୀମାନଙ୍କ ବିରୁଦ୍ଧ ରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ ରରେିତମାନଙ୍କ ବ୍ଯତୀତ ଅନ୍ୟ ସମସ୍ତ ବିଶ୍ବାସୀ ୟିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନ ରେ ଛିନ୍ନଭିନ୍ନ ହାଇଗେଲେ।