ଏ ଘଟଣା ପରେ ମଧ୍ଯ ରାଜା ୟାରବିଯାମ କୌଣସି ପରିବର୍ତ୍ତନ ହେଲନୋହିଁ। ସେ ନାନା ମନ୍ଦକର୍ମ କରି ଚାଲିଲେ। ସେ ପୁନର୍ବାର ସମସ୍ତ ପରିବାରବର୍ଗରୁ ଉଚ୍ଚସ୍ଥଳୀର ଯାଜକ ନିୟୁକ୍ତି କଲେ। ଯେଉଁ ଲୋକ ଉଚ୍ଚସ୍ଥଳୀର ଯାଜକ ହବୋକୁ ଇଚ୍ଛା କଲା, ସେ ତାକୁ ନିୟୁକ୍ତି କଲେ।
Cross references
ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।
ଯେତବେେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାୟିବ, ଲବେୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣିଥରେ ସ୍ଥାପନ କରିବା ଉଚିତ୍। ଲବେୀୟ ବ୍ଯତୀତ, ଅନ୍ୟ ଯେକହେି ସଠାେକୁ ୟାଏ, ତାକୁ ହତ୍ଯା କରାୟିବ।
ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।
ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡି ପଲ୍ଲବିତ ହବେ। ଆଉ ଇଶ୍ରାୟେଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସମାନେେ ନିବୃତ୍ତ ରହିବେ।
ଏହାପରେ ଇଶ୍ରାୟେଲର ଲୋକମାନେ ମାଶାଙ୍କେୁ କହିଲେ, ଆମ୍ଭେ ଜାଣୁ ଆମ୍ଭମାନେେ ମରିବୁ। ଆମ୍ଭମାନେେ ବିନଷ୍ଟ ହାଇେଅଛୁ, ଆମ୍ଭମାନେେ ବିନଷ୍ଟ ହବେୁ।
ଏହାପରେ ମୀଖା ଦ୍ବାରା ଯାଜକ ଭାବରେ ନିୟକ୍ସ୍ଟକ୍ତ ହାଇେ ସହେି ୟକ୍ସ୍ଟବା ଲୋକ ମୀଖାର ଗୃହ ରେ ରହିଲା।
ଏହାପରେ ୟାରବିଯାମ ଉଚ୍ଚସ୍ଥଳୀ ରେ ସଦାପ୍ରଭୁଙ୍କ ଗୃହମାନ ନିର୍ମାଣ କଲେ। ସେ ଲବେୀକୁ ଛାଡି ଇଶ୍ରାୟେଲର ସମସ୍ତ ଗୋଷ୍ଠୀରୁ ଯାଜକ ମନୋନୀତ କଲେ।
ୟାରବିଯାମ୍ ଉଚ୍ଚସ୍ଥାନମାନଙ୍କ ରେ ସବୋକାର୍ୟ୍ଯ କରିବା ନିମନ୍ତେ ସ୍ବଯଂ ଯାଜକମାନଙ୍କୁ ମନୋନୀତ କଲେ, ଯେଉଁ ସ୍ଥାନମାନଙ୍କ ରେ କି ସେ ନିର୍ମାଣ କରିଥିବା ଛଳେି ଓ ବାଛୁରୀର ପ୍ରତିମା ସ୍ଥାପନ କରିଥିଲେ।
ତୁମ୍ଭମାନେେ ହାରୋଣଙ୍କ ବଂଶଧର, ସଦାପ୍ରଭୁ ଯାଜକମାନଙ୍କୁ ବାହାର କରି ଦେଲେ। ଆଉ ତୁମ୍ଭମାନେେ ଲବେୀୟମାନଙ୍କୁ ବାହାର କରିଦଲେ। ଏହାପରେ ତୁମ୍ଭମାନେେ ନିଜେ ନିଜର ଯାଜକମାନଙ୍କୁ ବାଛିଲ, ଠିକ୍ ଯେପରି ପୃଥିବୀର ଅନ୍ୟ ଦେଶର ଲୋକମାନେ କରିଥାଆନ୍ତି। ଆଉ ବର୍ତ୍ତମାନ ଯେ କୌଣସି ବ୍ଯକ୍ତି ଗୋଟିଏ ଅଳ୍ପବଯସ୍କ ବୃଷ ଓ ସାତାଟେି ମେଣ୍ଢା ଆଣି ଦେଲେ ଜଣେ ଯାଜକ ହାଇପୋରିବ। ଜଣେ ଯାଜକ ୟିଏକି 'ଅଣ ଦବେତାମାନଙ୍କର ସବୋ କରିବ।
ଯିହାଶାଫେଟ୍ଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ବରଙ୍କର ଅନୁଗାମୀ ହାଇେଥିଲେ, ଯିହାଶାଫେଟ୍ ତାଙ୍କର ଅନ୍ବଷେଣ କଲେ। ସେ ପରମେଶ୍ବରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ସେ ପରମେଶ୍ବରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ଇଶ୍ରାୟେଲର ଲୋକମାନେ ଯେପରି ଜୀବନ କାଟୁଥିଲେ, ସେ ସେପ୍ରକାର ଜୀବନ କାଟୁ ନ ଥିଲେ।
ରାଜା ଆହସ୍ଙ୍କ ଦୁଃଖ ସମୟରେ, ସେ ଆହୁରି ପାପ କଲେ ଓ ସଦାପ୍ରଭୁଙ୍କ ପ୍ରତି ଅଧିକ ଅବିଶ୍ବସ୍ତ ହେଲେ।
ଯେତବେେଳେ ପରମେଶ୍ବର ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିଲେ, ଅନ୍ୟମାନେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ ଏବଂ ତାଙ୍କଠାରୁ ସାହାୟ୍ଯ ପାଇବା ପାଇଁ ଉତ୍କଣ୍ଠିତ ହେଲେ।
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢ଼ିଙ୍କି ରେ କୁଟିଲେ ହେଁ ତା'ର ଅଜ୍ଞାନତା ଛାଡ଼ିବ ନାହିଁ।
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।
ସେ ମାଟିର ପାତ୍ର ନିର୍ମାଣ କରୁଥିଲା ବେଳେ ସେଥି ରେ କିଛି ଦୋଷ ଦେଖିଲା। ତେଣୁ ସେ ପାତ୍ରର ମାଟିକୁ ପୁନର୍ବାର ନିଜ ଇଚ୍ଛାନୁସା ରେ ସଜାଡ଼ି ନୂଆ ପତ୍ର ନିର୍ମାଣ କଲା।
ସଦାପ୍ରଭୁ ପରମେଶ୍ବର ଆଦେଶ ଦବେେ, ଦେଖ ବଡ ଗୃହଗୁଡିକ ଖଣ୍ତ ବିଖଣ୍ତିତ ହବେ ଏବଂ କ୍ଷୁଦ୍ର ଗୃହଗୁଡିକ େଛାଟ େଛାଟ ଖଣ୍ତ ରେ ପରିଣତ ହବେ।
ସମାନେେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହବେେ।