Home Bibles ☰ Books ପ୍ରଥମ ରାଜାବଳୀ 14:16 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 14:16 · ଓଡ଼ିଆ ବାଇବେଲ

ୟାରବିଯାମ ନିଜେ ପାପସବୁ କରିଛି ଓ ଇଶ୍ରାୟେଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ପରାଜିତ କରିବାକୁ ଦବେେ।

Cross references

ଯାତ୍ରା ପୁସ୍ତକ 32:21

ମାଶାେ ହାରୋଣଙ୍କୁ କହିଲେ, ଏ ଲୋକମାନେ ତୁମ୍ଭ ପାଇଁ କ'ଣ କଲେ? କାହିଁକି ତୁମ୍ଭେ ତାକୁ ଏପରି ପାପ କରିବାକୁ ଆଗଇେ ନଲେ?

ଯାତ୍ରା ପୁସ୍ତକ 32:35

ତେଣୁ ସଦାପ୍ରଭୁ ଲୋକମାନଙ୍କ ଉପରେ ଭୟଙ୍କର ଅସୁସ୍ଥତା ଆଣିଲେ, ସେ ଏପରି କଲେ କାରଣ ଲୋକମାନେ ହାରୋଣଙ୍କୁ ଏହି ସୁବର୍ଣ୍ଣ ବାଛୁରୀ ତିଆରି କରିବାକୁ କହିଥିଲେ।

ଦିତୀୟ ବିବରଣ 32:30

ଜଣେ ଲୋକ କ'ଣ ହଜାରେ ଲୋକଙ୍କକ୍ସ୍ଟ ଗୋଡ଼ାଇ ପାରିବ? ଦକ୍ସ୍ଟଇଜଣ ଲୋକ କ'ଣ ଦଶହଜାର ଲୋକଙ୍କକ୍ସ୍ଟ ଘଉଡାଇ ଦଇପୋରିବେ? ତାହା ଘଟିବ କବଳେ ଯଦି ସଦାପ୍ରଭୁ ସମାନଙ୍କେୁ ତାଙ୍କର ଶତୃମାନଙ୍କ ହସ୍ତ ରେ ସମର୍ପଣ କରନ୍ତି।

ପ୍ରଥମ ରାଜାବଳୀ 12:30

ଏହା ଏକ ଭୟଙ୍କର ପାପ, କାରଣ ଇଶ୍ରାୟେଲର ଲୋକମାନେ ବୈଥଲେ ଓ ଦାନ ନଗରକୁ ଉପାସନା କରିବାକୁ ଗଲେ।

ପ୍ରଥମ ରାଜାବଳୀ 13:34

ସହେି ପାପ ୟାରବିଯାମ ବଂଶକୁ ଓ ତା'ର ରାଜ୍ଯକୁ ଧ୍ବଂସ ଓ ବିଲୋପ କରିବାର କାରଣ ହେଲା।

ପ୍ରଥମ ରାଜାବଳୀ 15:26

ସଦାପ୍ରଭୁଙ୍କ ଦୃଷ୍ଟି ରେ ନାଦବ୍ ବହୁ କୁକର୍ମ କଲେ। ସେ ନିଜର ପିତା ୟାରବିଯାମଙ୍କ ପରି ପାପ କଲେ, ୟିଏ ଇଶ୍ରାୟେଲର ଲୋକମାନଙ୍କର ପାପ କରିବାର କାରଣ ହେଲେ।

ପ୍ରଥମ ରାଜାବଳୀ 15:30

ଏହିସବୁ ଘଟିଗଲା କାରଣ ୟାରବିଯାମ ନିଜେ ନାନା ପାପ କଲେ ଓ ସମଗ୍ର ଇଶ୍ରାୟେଲକୁ ପାପ କରାଇଲେ। ତଦ୍ଦ୍ବାରା ସେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ଅତ୍ଯନ୍ତ କୋରଧାନ୍ବିତ କରାଇଲେ।

ପ୍ରଥମ ରାଜାବଳୀ 15:34

ମାତ୍ର ବାଶା ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ସେ ୟାରବିଯାମଙ୍କ ପରି ପାପ କରି ଚାଲିଲେ। ୟାରବିଯାମ ଇଶ୍ରାୟେଲର ଲୋକମାନଙ୍କର ପାପ କରିବାର କାରଣ ହେଲେ।

ପ୍ରଥମ ରାଜାବଳୀ 16:2

ମୁଁ ତୁମ୍ଭକୁ ଧୂଳିରୁ ଉଠାଇ ଆଣି ମାରେ ଲୋକ ଇଶ୍ରାୟେଲ ଉପରେ ତୁମ୍ଭକୁ ରାଜା କଲି। ମାତ୍ର ତୁମ୍ଭେ ୟାରବିଯାମଙ୍କ ପଥ ଅନୁସରଣ କଲ ଏବଂ ମାରେ ଲୋକ ଇଶ୍ରାୟେଲୀମାନଙ୍କୁ ପାପ କରାଇଲ। ସମାନଙ୍କେ ପାପରେ ଆମ୍ଭେ କ୍ରୋଧିତ ହେଲୁ।

ପ୍ରଥମ ରାଜାବଳୀ 16:13

ଏହାର କାରଣ ହେଲା, ବାଶା ଓ ତାଙ୍କର ପୁତ୍ର ଏଲା ପାପ କର୍ମ ରେ ଲିପ୍ତ ରହିଲେ ଓ ଇଶ୍ରାୟେଲ ଲୋକଙ୍କୁ ପାପ କରାଇଲେ। ସମାନଙ୍କେର ବହୁତ ମୂର୍ତ୍ତୀ ଦ୍ବାରା ସଦାପ୍ରଭୁଙ୍କୁ ବିରକ୍ତ କରାଇଲେ।

ପ୍ରଥମ ରାଜାବଳୀ 16:19

ସିମ୍ରି ତା'ର ପାପ ପାଇଁ ମଲା। ସେ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କରି ଚାଲିଲେ ଓ ୟାରବିଯାମଙ୍କ ପରି ପାପ ପଥରେ ଗଲେ ଓ ସମଗ୍ର ଇଶ୍ରାୟେଲକୁ ପାପ କରାଇଲେ। ଫଳ ରେ ସମଗ୍ର ଇଶ୍ରାୟେଲ ପାପଗ୍ରସ୍ଥ ହେଲା।

ପ୍ରଥମ ରାଜାବଳୀ 16:27

ଅମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କାର୍ୟ୍ଯଗୁଡିକ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

ପ୍ରଥମ ରାଜାବଳୀ 21:22

ତୁମ୍ଭର ପରିବାର ଭାଗ୍ଯ ସହେିଭଳି ହବେ, ନବାଟର ପୁତ୍ର ୟାରବିଯାମର ବଂଶ ତୁଲ୍ଯ ଓ ଅହିଯ ପୁତ୍ର ବାଶାର ବଂଶ ତୁଲ୍ଯ ସମ୍ପୂର୍ଣ୍ଣ ଧ୍ବଂସ କରିବି। କାରଣ ତୁମ୍ଭେ ତୁମ୍ଭର ପାପକର୍ମଦ୍ବାରା ମାେତେ ବିରକ୍ତ କରିଅଛ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଅଛ।'

ପ୍ରଥମ ରାଜାବଳୀ 22:53

ପୁଣି ସେ ଆପଣା ପିତାଙ୍କର ସମସ୍ତ କ୍ରିଯାନୁସା ରେ ବାଲର ଉପାସନା ଓ ସବୋ କଲେ ଓ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ବିରକ୍ତ କଲେ। ସଦାପ୍ରଭୁ ତା' ଉପରେ କୋରଧ କଲେ, ଯେପରି ତା'ର ପିତାଙ୍କ ଉପରେ କରିଥିଲେ।

ଦିତୀୟ ରାଜାବଳୀ 3:3

ତଥାପି ନବାଟ୍ଙ୍କ ପୁତ୍ର ୟାରବିଯାମ ଦ୍ବାରା ଇଶ୍ରାୟେଲଯମାନଙ୍କୁ ଯେଉଁ ପାପରେ ଆସକ୍ତ କରାଇଥିଲେ ସେ ମଧ୍ଯ ସହେି ପାପଗୁଡିକୁ ଆସକ୍ତି ହେଲେ। ୟାରବିଯାମ ଏହି ପାପଗୁଡିକୁ ବନ୍ଦ କଲେ ନାହିଁ।

ଦିତୀୟ ରାଜାବଳୀ 10:31

ତଥାପି ତା'ପରେ ଯହେୂ ସଦାପ୍ରଭୁଙ୍କର ଆଦେଶଗୁଡିକ ପୂର୍ଣ୍ଣଦୟା ରେ ଅନୁକରଣ କଲେ ନାହିଁ। ନବାଟଙ୍କ ପୁତ୍ର ୟାରବିଯାମଙ୍କର ପାପକୁ ଯହେୂ ସଂପୂର୍ଣ୍ଣ ରୂପେ ପରିତ୍ଯାଗ କରି ପାରିଲେ ନାହିଁ, ୟିଏ ଇଶ୍ରାୟେଲର ପାପ କରିବାର କାରଣ ହାଇେଥିଲା।

ଦିତୀୟ ରାଜାବଳୀ 13:2

ସେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କଲେ। ନବାଟଙ୍କ ପୁତ୍ର ୟାରବିଯାମ ଦ୍ବାରା ପାପକୁ ସେ ଅନୁସରଣ କଲେ, ଯାହା ସେ ଇଶ୍ରାୟେଲୀୟମାନଙ୍କୁ କରାଇଲେ। ସେ ପାପଗାମୀ ହେଲେ ଓ ସେଥିରୁ ବିମୂଖ ହେଲେ ନାହିଁ।

ଦିତୀୟ ରାଜାବଳୀ 13:6

ତଥାପି ଇଶ୍ରାୟେଲୀୟମାନେ ୟାରବିଯାମ ବଂଶକୃତ ପାପ ପଥରୁ ବିମୁଖ ହେଲେ ନାହିଁ। ସମାନେେ ସହେି ପୂର୍ବପରି ପାପ କରି ଚାଲିଲେ, ଯାହା ସମାନେେ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଥିଲେ। ସମାନେେ ମଧ୍ଯ ଶମରିଯା ରେ ଆଶରୋ ଖମ୍ବଗୁଡିକ ରଖିଲେ।

ଦିତୀୟ ରାଜାବଳୀ 14:24

ସଦାପ୍ରଭୁଙ୍କ ଦୃଷ୍ଟି ରେ ଏପରି କର୍ମ କରିଗଲେ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ ଥିଲା। ନବାଟଙ୍କ ପୁତ୍ର ୟାରବିଯାମ ଯେଉଁ ପାପ ନିଜେ କରିଥିଲେ, ତାହା ଇଶ୍ରାୟେଲୀୟମାନଙ୍କୁ ମଧ୍ଯ କରାଇଲେ। ସେ ସେଥିରୁ ବିରତ ହେଲେ ନାହିଁ।

Interlinear

Choose Theme