Home Bibles ☰ Books ପ୍ରଥମ ରାଜାବଳୀ 16:14 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 16:14 · ଓଡ଼ିଆ ବାଇବେଲ

ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

Cross references

ପ୍ରଥମ ରାଜାବଳୀ 14:19

ଏହି ୟାରବିଯାମଙ୍କର ସମସ୍ତ କାର୍ୟ୍ଯକଳାପ, ତା'ର ରାଜ୍ଯ ଶାସନର ପ୍ରକୃତ କଥା ଓ ସେ କିପରି ୟୁଦ୍ଧ କଲେ, ଏସବୁ ଇଶ୍ରାୟେଲୀୟ ରାଜାମାନଙ୍କ ଇତିହାସ ପୁସ୍ତକରେ ଲଖାେଅଛି।

ପ୍ରଥମ ରାଜାବଳୀ 15:31

ନାଦବ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯକଳାପ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।

ପ୍ରଥମ ରାଜାବଳୀ 16:20

ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ରାଜାଙ୍କର ବିରୁଦ୍ଧ ରେ ଚକ୍ରାନ୍ତ ବିଷଯ ରେ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

ପ୍ରଥମ ରାଜାବଳୀ 16:27

ଅମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କାର୍ୟ୍ଯଗୁଡିକ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

Interlinear

Choose Theme