ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ରାଜାଙ୍କର ବିରୁଦ୍ଧ ରେ ଚକ୍ରାନ୍ତ ବିଷଯ ରେ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
Cross references
ଏହି ୟାରବିଯାମଙ୍କର ସମସ୍ତ କାର୍ୟ୍ଯକଳାପ, ତା'ର ରାଜ୍ଯ ଶାସନର ପ୍ରକୃତ କଥା ଓ ସେ କିପରି ୟୁଦ୍ଧ କଲେ, ଏସବୁ ଇଶ୍ରାୟେଲୀୟ ରାଜାମାନଙ୍କ ଇତିହାସ ପୁସ୍ତକରେ ଲଖାେଅଛି।
ନାଦବ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯକଳାପ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ କାର୍ୟ୍ଯକଳାପ ଇଶ୍ରାୟେଲର ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଛି।
ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
ଅମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କାର୍ୟ୍ଯଗୁଡିକ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
ଆହାବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କାର୍ୟ୍ଯକଳାପ ତାଙ୍କର ହସ୍ତୀଦନ୍ତ ନିର୍ମିତ ମନୋହର ପ୍ରାସାଦ ଏବଂ ତାଙ୍କ ନିର୍ମିତ ସୁଦୃଢ ନଗର ବିଷଯ ରେ ଇଶ୍ରାୟେଲର ରାଜବଂଶ ଇତିହାସ ରେ ଲିଖିତ ହାଇେଅଛି।