ସେ ସମୟରେ ଇଶ୍ରାୟେଲର ଲୋକମାନେ ଦୁଇ ଭାଗ ରେ ବିଭକ୍ତ ହେଲେ। ଅର୍ଦ୍ଧକେ ଲୋକ ଗୀନତର ପୁତ୍ର ତିବ୍ନିକି ରାଜା କରିବା ପାଇଁ ତା'ର ଅନୁଗାମୀ ହେଲେ। ଅବଶିଷ୍ଟ ଅର୍ଦ୍ଧକେ ଅମ୍ରିଙ୍କର ଅନୁଗାମୀ ହେଲେ।
Cross references
ଯିହୁଦା ରେ ଆସାଙ୍କ ରାଜତ୍ବର ଦ୍ବିତୀୟ ବର୍ଷ ରେ ୟାରବିଯାମଙ୍କ ପୁତ୍ର ନାଦବ୍ ଇଶ୍ରାୟେଲର ରାଜା ହେଲେ।
ଯିହୁଦା ରେ ରାଜା ଆସାଙ୍କ ତୃତୀୟ ବର୍ଷ ରେ ବାଶା ନାଦବ୍ଙ୍କୁ ବଧ କରି ସହେି ପଦ ରେ ରାଜତ୍ବ କଲେ।
ଯିହୁଦା ରେ ଆସାର ଛବିଶ୍ ବର୍ଷ ରାଜତ୍ବ କାଳ ରେ ବାଶାର ପୁତ୍ର ଏଲା ତିର୍ସା ରେ ଇଶ୍ରାୟେଲ ଉପରେ ଦୁଇବର୍ଷ ରାଜତ୍ବ କଲେ।
ଯିହୁଦା ରେ ଆସାଙ୍କ ରାଜତ୍ବ କାଳର ଅଠତିରିଶ ବର୍ଷ ରେ ଅମ୍ରିଙ୍କ ପୁତ୍ର ଆହାବ୍ ଇଶ୍ରାୟେଲର ରାଜା ହେଲେ। ଆହାବ୍ ଇଶ୍ରାୟେଲର ଶମରିଯା ନଗର ରେ ବାଇଶ ବର୍ଷ ରାଜତ୍ବ କଲେ।
ଯଦି ଏକ ଦେଶର ଲୋକମାନେ କାହାକୁ ମାନିବେ ନାହିଁ, ତବେେ ସେ ଦେଶର ଅଧିକ ଅଧିପତିମାନେ ସୃଷ୍ଟି ହୁଅନ୍ତି। ମାତ୍ର ସମାନେେ ଖୁବ୍ କମ୍ ସମୟ ପାଇଁ ଶାସନ କରନ୍ତି। କିନ୍ତୁ ଦେଶର ଧାର୍ମିକ ଶାସନକର୍ତ୍ତା ଥିଲେ, ସେ ଅଧିକ ଦିନ ଶାସନ କରିବେ।
ଭ୍ରଷ୍ଟାଚାର ଜ୍ବଳନ୍ତ ଅଗ୍ନିତୁଲ୍ଯ। ପ୍ରଥମେ ସେ ଅନାବନା ଘାସ ଓ କଣ୍ଟାବୃକ୍ଷକୁ ଜାଳି ଦିଏ। ତା'ପ ରେ ସେ ଅଗ୍ନି ବୃଦ୍ଧିପାଇ ବଡ଼ ବୁଦା ଓ ଅରଣ୍ଯକୁ ଜାଳିଦିଏ। ଶଷେ ରେ ସେ ଅଗ୍ନି ବିରାଟ ରୂପ ଧାରଣ କରେ ଓ ଘନ ମେଘତୁଲ୍ଯ ଧୂମ ହାଇେ ଉପରକୁ ଉେଠ।
ପରମେଶ୍ବର କୁହନ୍ତି, ମିଶରୀଯମାନେ ଆପଣା ଆପଣା ବିରୁଦ୍ଧ ରେ ୟୁଦ୍ଧ କରିବେ, ମୁଁ ତା'ର କାରଣ ହବେି। ଲୋକେ ସମାନଙ୍କେ ଭାଇ ବିପକ୍ଷ ରେ ସଂଗ୍ରାମ କରିବେ। ପଡ଼ୋଶୀ ପଡ଼ୋଶୀ ମଧିଅରେ ୟୁଦ୍ଧ ହବେ। ନଗର ନଗର ମଧିଅରେ ଓ ରାଜ୍ଯ ରାଜ୍ଯ ମଧିଅରେ ଲଢ଼ିବେ।
ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣିପାରିଲେ ଓ ସମାନଙ୍କେୁ କହିଲେ, ନିଜ ବିରୁଦ୍ଧ ରେ ବିଭଦେ ସୃଷ୍ଟି କରୁଥିବା ପ୍ରେତ୍ୟକକ ରାଜ୍ଯ ଧ୍ବଂସ ପାଇୟିବ। ଯଦି କୌଣସି ନଗର ନିଜ ନିଜ ମଧିଅରେ ଭାଗଭାଗ ହାଇଯୋଏ, ତବେେ ତାହା ତିଷ୍ଠିରହି ପାରିବନି। ସହେିଭଳି ନିଜନିଜ ଭିତ ରେ ଭାଗ ହାଇଗେଲେ କୌଣସି ପରିବାର ତିଷ୍ଠି ରହି ପାରିବନି।
ମୁଁ ଏହା କହିବା ଅର୍ଥ : ତୁମ୍ଭମାନଙ୍କ ଭିତରୁ ଜଣେ କୁ ହେ, ମୁଁ ପାଉଲଙ୍କର ଅନୁଗାମୀ, ଆଉଜଣେ କୁ ହେ ମୁଁ ଆପଲ୍ଲଙ୍କର ଅନୁଗାମୀ, ଅନ୍ୟ ଜଣେ କୁ ହେ, ମୁଁ କଫୋଙ୍କର ଅନୁଗାମୀ, ଓ ଅନ୍ୟଜଣେ କୁ ହେ : ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ !
ତୁମ୍ଭେ ସମସ୍ତେ ପବିତ୍ର ଆତ୍ମାଙ୍କ ଦ୍ବାରା ଶାନ୍ତିର ବନ୍ଧନ ରେ ଏକତ୍ର ହାଇେ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ୟ୍ଯନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ।