Home Bibles ପ୍ରଥମ ରାଜାବଳୀ 16:25 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 16:25 · ଓଡ଼ିଆ ବାଇବେଲ

ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ ଓ ପୂର୍ବବର୍ତ୍ତୀ ସମସ୍ତ ରାଜାଙ୍କ ଅପେକ୍ଷା ଅଧିକ ପାପ କଲେ।

Cross references

ପ୍ରଥମ ରାଜାବଳୀ 14:9

କିନ୍ତୁ ତୁମ୍ଭେ ମହା କୁକର୍ମ ଓ ପାପ କରିଅଛ। ତୁମ୍ଭ ପୂର୍ବର ଶାସକମାନଙ୍କ ଅପେକ୍ଷା ତୁମ୍ଭେ ଅଧିକ ପାପ କଲ। ତୁମ୍ଭେ ମାେତେ ଅନୁସରଣ କରିବା ବନ୍ଦ କଲ, ମାେତେ ବିରକ୍ତି କରିବା ପାଇଁ ନିଜ ସକାେଶ ଅନ୍ୟ ଦବେତାଗଣ ଓ ପ୍ରତିମାମାନ ନିର୍ମାଣ କରିଅଛ ଓ ମାେତେ ତୁମ୍ଭର ପଛକୁ ପକାଇ ଦଇେଛ।

ପ୍ରଥମ ରାଜାବଳୀ 16:30

ଆହାବ୍ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ସେ ତାଙ୍କ ପୂର୍ବବର୍ତ୍ତୀ ଅନ୍ୟ ରାଜାମାନଙ୍କଠାରୁ ଅଧିକ ଦୁଷ୍ଟାଚରଣ କଲେ।

ପ୍ରଥମ ରାଜାବଳୀ 16:33

ଆହାବ୍ ଉପାସନା କରିବା ପାଇଁ ଆଶରୋ ସ୍ତମ୍ଭ ନିର୍ମାଣ କଲେ, ସେ ତାଙ୍କ ପୂର୍ବବର୍ତ୍ତୀ ରାଜାମାନଙ୍କଠାରୁ ଅଧିକ ପାପ କରି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ବିରକ୍ତି କଲେ।

ପ୍ରଥମ ରାଜାବଳୀ 21:25

ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।

ଦିତୀୟ ରାଜାବଳୀ 17:2

ହାେେଶୟ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ମାତ୍ର ତାଙ୍କ ପୂର୍ବରୁ ଶାସନ କରୁଥିବା ଇଶ୍ରାୟେଲ ରାଜାମାନଙ୍କ ପରି ସେ ଖରାପ ନଥିଲେ।

ମୀଖା 6:16

କାହିଁକି ଏସବୁ ଘଟିବ? କାରଣ ତୁମ୍ଭେ ଅମ୍ରିଙ୍କ ବ୍ଯବସ୍ଥା ପାଳନ କରୁଛ ଏବଂ ଆହାବ ବଂଶର ପାଳିତ ସମସ୍ତ ଅବିଧିକୁ ଅନୁସରଣ କରୁଛ। ଯେ ହତେୁ ସମାନଙ୍କେ ପରାମର୍ଶ ଗ୍ରହଣ କରିଛ, ତେଣୁ ଆମ୍ଭେ ତୁମ୍ଭକୁ ବିନାଶ କରିବା। ଯେତବେେଳେ ସମାନେେ ତୁମ୍ଭର ବିଧ୍ବସ୍ତ ନଗର ଦେଖିବେ ସମାନେେ ବିସ୍ମଯ ରେ ସିଟି ବଜାଇବେ। ଅନ୍ୟ ଗୋଷ୍ଠୀର ଲଜ୍ଜା ଅପମାନ ତୁମ୍ଭେ ବହନ କରିବ।

Interlinear

Choose Theme