ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ' ଯେ ପର୍ୟ୍ଯନ୍ତ ସଦାପ୍ରଭୁ ବର୍ଷା ନ ପଠାନ୍ତି ସେ ପର୍ୟ୍ଯନ୍ତ ସେ କଳସ ରେ ମଇଦା ଶୂନ୍ଯ ହବେନାହିଁ କି ପାତ୍ର ରେ ତୈଳର ଅଭବ ରହିବ ନାହିଁ।'
Cross references
ସହେି ନଦୀରୁ ତୁମ୍ଭେ ଜଳପାନ କରିବ। ତୁମ୍ଭକୁ ଖାଦ୍ୟ ଯୋଗଇବା ପାଇଁ ଆମ୍ଭେ କାଉମାନଙ୍କୁ ଆଜ୍ଞା ଦେଉଛୁ।
ତା'ପରେ ଇଲୀଶାୟ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଉପତ୍ୟକା ରେ ଗାତମାନ ଖୋଳ।
ତହୁଁ ଇଲୀଶାୟ କହିଲେ, ମୁଁ କିପରି ତୁମ୍ଭକୁ ସାହାୟ୍ଯ କରି ପାରିବି? ଏବେ କୁହ, ତୁମ୍ଭ ଘ ରେ କ'ଣ ଅଛି?
ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ବରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳ ରେ ରୋଟୀ ଅର୍ଥାତ୍ କୋଡିଏ ୟବ ରୋଟୀ ଓ ନୂତନ ଶସ୍ଯର ଶୀଷା ଆପଣା ଝୁଲି ରେ ନଇେ ଆସିଲା। ତହିଁରେ ଇଲୀଶାୟ କହିଲେ, ଲୋକମାନଙ୍କୁ ଦିଅ, ସମାନେେ ଭୋଜନ କରନ୍ତୁ।
ଇଲୀଶାୟ କହିଲେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ସଦାପ୍ରଭୁ ଏହି କଥା କହନ୍ତି, 'କାଲି ପ୍ରାଯ ଏହି ସମୟକୁ ପ୍ରଚୁର ଖାଦ୍ୟ ଆସିବ ଏବଂ ଏହା ପୁଣି ଅତି ଶସ୍ତା ହବେ। ଜଣେ ବ୍ଯକ୍ତି ଶମରିଯାର ନଗର ଦ୍ବାର ରେ ଏକ ଶକେଲ ରେ ଏକ ଝୁଡିର ସୁନ୍ଦର ମଇଦା ଓ ସହେି ମୂଲ୍ଯ ରେ ଦୁଇ ଝୁଡି ୟବ କିଣିବ।'
ଏଥି ରେ ଯହେୂ ଉଠି ଘର ଭିତରକୁ ଗଲେ। ତା'ପରେ ୟୁବ ଭବିଷ୍ଯଦ୍ବକ୍ତା ଯହେୂଙ୍କ ମସ୍ତକରେ ସହେି ତୈଳ ଢାଳି କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କୁହନ୍ତି, 'ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ ଅର୍ଥାତ୍ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କଲୁ।'
ଶିଷ୍ଯମାନେ କହିଲେ, ଆମ୍ଭ ପାଖ ରେ ଏଠା ରେ ମାତ୍ର ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ମାଛ ଅଛି।
ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ବରଙ୍କୁ ଖାଦ୍ୟ ପାଇଁ ଧନ୍ଯବାଦ ଦେଲେ। ଯୀଶୁ ସଗେୁଡିକୁ େଛାଟ େଛାଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ଯମାନଙ୍କୁ ଦେଲେ। ଶିଷ୍ଯମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ।