ତେଣୁ ସେ ସ୍ତ୍ରୀ ଲୋକଟି ଘରକୁ ଗଲା ଓ ଏଲିଯଙ୍କ ବାକ୍ଯାନୁସା ରେ କାର୍ୟ୍ଯ କଲା। ଏଲିଯ, ସହେି ସ୍ତ୍ରୀ ଲୋକ ଓ ତା'ର ପୁତ୍ର ପାଇଁ ଅନକେ ଦିନ ପର୍ୟ୍ଯନ୍ତ ୟଥେଷ୍ଟ ଭୋଜନ କରିବାକୁ ଥିଲା।
Cross references
ତହିଁରେ ନୋହ ସହେିପରି କଲେ। ନୋହ ପରମେଶ୍ବରଙ୍କ ଆଜ୍ଞା ପାଳନ କଲେ।
ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।
ପ୍ରଭାତ ରେ ଅବ୍ରହାମ ଉଠିଲା ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇସ୍ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତ ରେ ନେଲେ। ଅବ୍ରହାମ ହାମବେଳି ନିମନ୍ତେ କାଠ କାଟି ପରମେଶ୍ବର କହିଥିବା ସ୍ଥାନକୁ ନଇଗେଲେ।
ଇଲୀଶାୟ ନିକଟରୁ ସେ ବିଧବା ସ୍ତ୍ରୀ ଲୋକଟି ନିଜ ଘରକୁ ଆସି ଘରର ଦ୍ବାର ବନ୍ଦ କଲା। ସେ ଘର ଭିତ ରେ ସେ ଓ ତା'ର ଦୁଇପୁତ୍ର ମାତ୍ର ରହିଲେ। ତା'ର ପୁତ୍ରମାନେ ପାତ୍ରଗୁଡିକୁ ଆଣିଲେ ଓ ସେ ସେଥି ରେ ତୈଳ ଢାଳିଲେ।
ଯିହାଶାଫେଟ୍ଙ୍କ ସୈନ୍ଯଦଳ ପ୍ରଭାତ ରେ ତକୋଯର ମରୁଭୂମି ମଧ୍ଯକୁ ୟୁଦ୍ଧ ପାଇଁ ୟାତ୍ରା କଲେ। ସମାନେେ ୟାତ୍ରାରମ୍ଭ କରିବା ସମୟରେ ଯିହାଶାଫେଟ୍ ଉଠି ଠିଆ ହେଲେ ଓ କହିଲେ, ଯିହୁଦା ଓ ୟିରୁଶାଲମର ସମସ୍ତ ଲୋକ ମାେ' କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ, ତବେେ ତୁମ୍ଭମାନେେ ଦୃଢ଼ ରୂପେ ଠିଆ ହାଇେ ପାରିବ। ସଦାପ୍ରଭୁଙ୍କର ଭବିଷ୍ଯତ୍ବକ୍ତାମାନଙ୍କଠା ରେ ବିଶ୍ବାସ ରଖ। ତୁମ୍ଭମାନେେ କୃତକାର୍ୟ୍ଯ ହବେ।
ତା'ପରେ ଯୀଶୁ କହିଲେ, ହେ ନାରୀ! ତୁମ୍ଭର ଗଭୀର ବିଶ୍ବାସ ରହିଛି। ତୁମ୍ଭେ ମାଠାରୁେ ଯାହା ଚାହିଁଛ, ମୁଁ ତାହା କରି ଦବେି। ଏହା କହିବା ମାତ୍ ରେ ସହେି ସ୍ତ୍ରୀର ଝିଅଟି ସଂମ୍ପୁର୍ଣ୍ଣ ରୂପା ଭଲ ହାଇଗେଲା।
ତା'ପରେ ଯୀଶୁ ନିଜଶିଷ୍ଯମାନଙ୍କୁ ପାଖକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦଇେଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତ ରେ ବହୁତ ଅଧିକ ଦଇେଛି।
ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।
ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।
ପରମେଶ୍ବର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ବର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ବାସ ଥିବାରୁ ସେ ତାହା ମାନିଲେ। ପରମେଶ୍ବରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ।