Home Bibles ପ୍ରଥମ ରାଜାବଳୀ 17:16 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 17:16 · ଓଡ଼ିଆ ବାଇବେଲ

ସହେି ମଇଦା କଳସ ଓ ତୈଳପାତ୍ର କବେେ ଶୂନ୍ଯ ହେଲା ନାହିଁ। ସଦାପ୍ରଭୁ ଏଲିଯ ମାଧ୍ଯମ ରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।

Cross references

ପ୍ରଥମ ରାଜାବଳୀ 13:5

ଆଉ ମଧ୍ଯ ପରମେଶ୍ବରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ଯ ଦ୍ବାରା ଯେଉଁ ସଙ୍କତେ ଦଇେଥିଲେ, ବଳିଦାନର ୟଜ୍ଞବଦେୀ ଭାଙ୍ଗି ଖଣ୍ତ ଖଣ୍ତ ହାଇଗେଲା ଓ ଭସ୍ମ ଅଜାଡି ହାଇେ ପଡିଲା।

ପ୍ରଥମ ରାଜାବଳୀ 16:12

ସଦାପ୍ରଭୁ ବାଶାଙ୍କ ବିରୁଦ୍ଧର ବାକ୍ଯ ଅନୁସାରେ ଭବିଷ୍ଯଦ୍ବକ୍ତା ଯହେୁଙ୍କୁ ସିମ୍ରି ବାଶାଙ୍କର ସମଗ୍ର ବଂଶକୁ ଧ୍ବଂସ କଲେ।

ପ୍ରଥମ ରାଜାବଳୀ 22:38

ଆଉ ସମାନେେ ଶମରିଯାର ପୋଖରୀଠା ରେ ତାହାଙ୍କ ରଥକୁ ଧୋଇଲେ, ଯେଉଁଠା ରେ ବେଶ୍ଯାମାନେ ସ୍ନାନ କରନ୍ତି। କୁକୁରମାନେ ଆହାବ୍ର ରକ୍ତ ଗ୍ଭଟି ଖାଇଲେ। ଏହିସବୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଘଟିଲା।

ଦିତୀୟ ରାଜାବଳୀ 1:17

ସଦାପ୍ରଭୁ ଏଲିଯଙ୍କୁ ଦଇେ କହିଥିବା ଅନୁସାରେ ଅହସିଯଙ୍କର ମୃତ୍ଯୁ ହେଲା। ତାଙ୍କର ପୁତ୍ର ନଥିବାରୁ ଅହସିଯଙ୍କ ପରେ ଯିହୁଦାର ରାଜା ଯିହାଶାଫେଟ୍ଙ୍କ ପୁତ୍ର ୟିହୋରାମର ଦ୍ବିତୀୟ ବର୍ଷ ରାଜତ୍ବ କାଳ ରେ ୟିହୋରାମ ତାଙ୍କ ପଦ ରେ ରାଜ୍ଯ କରିବାକୁ ଆରମ୍ଭ କଲେ।

ଦିତୀୟ ରାଜାବଳୀ 5:14

ତେଣୁ ନାମାନ୍ ପରମେଶ୍ବରଙ୍କ ଲୋକର ବାକ୍ଯାନୁସା ରେ ଗଲେ ଓ ୟର୍ଦ୍ଦନ ନଦୀ ରେ ନିଜକୁ ସାତଥର ବୁଡାଇଲେ। ଏଥି ରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ଯ କୋମଳ ହେଲା।

ମାଥିଉଲିଖିତ ସୁସମାଚାର 9:28

ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ଯ ତାହାଙ୍କ ସଙ୍କ ରେ ଗଲେ। ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି? ସମାନେେ ଉତ୍ତର ଦେଲେ, ହଁ, ପ୍ରଭୁ।

ମାଥିଉଲିଖିତ ସୁସମାଚାର 19:26

ଯୀଶୁ ସମାନଙ୍କେୁ ଚ଼ାହିଁ କହିଲେ, ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ସବୁ କିଛି ସମ୍ଭବ।

ଲୂକଲିଖିତ ସୁସମାଚାର 1:37

ପରମେଶ୍ବର ସବୁ କିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।

ଲୂକଲିଖିତ ସୁସମାଚାର 1:45

ତୁମ୍ଭେ ଧନ୍ଯା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ବାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ବାସ କଲ।

ଯୋହନଲିଖିତ ସୁସମାଚାର 4:50

ଯୀଶୁ ଉତ୍ତର ଦେଲେ, ଯାଅ, ତୁମ୍ଭର ପୁଅ ବଞ୍ଚିବ।

Interlinear

Choose Theme