ମୁଁ ଯାହା କରିଛି ତୁମ୍ଭେ ସେ ସବୁ ଜାଣିଛ। ଈଷବଲେ ଯେତବେେଳେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରିପକାଉ ଥିଲା। ମୁଁ ସମାନଙ୍କେ ମଧ୍ଯରୁ ଏକଶତ ଭବିଷ୍ଯଦ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଦୁଇଟି ଗହ୍ବର ରେ ଲୁଗ୍ଭଇ ରଖିଥିଲି ଓ ସମାନଙ୍କେୁ ଅନ୍ନ ଜଳ ଦଇେ ଭରଣ ପୋଷଣ କରିଥିଲି।
Cross references
କିନ୍ତୁ ସେ ପର୍ୟ୍ଯନ୍ତ ଅବିମଲକେ ସାରା ସହିତ ସହବାସ କରି ନଥିଲେ। ତେଣୁ ଅବିମଲକେ କହିଲେ, ତୁମ୍ଭେ କ'ଣ ଏକ ନିର୍ ଦୋଷ ବ୍ଯକ୍ତିକୁ ହତ୍ଯା କରିବ?
ପୁଣି ଯେଉଁ ସମୟରେ ଈଷବଲେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିଯ ଏକଶତ ଭବିଷ୍ଯତ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଗୋଟିଏ ଗହ୍ବର ମଧିଅରେ ଲୁଗ୍ଭଇ ରଖି ସମାନଙ୍କେୁ ଅନ୍ନ ଜଳ ଦଇେ ପ୍ରତିପାଳନ କରିଥିଲେ।
କାରଣ ମୁଁ ସଦାପ୍ରଭୁଙ୍କ ଆଦେଶକୁ ପାଳନ କରେ। ମୁଁ ପରମେଶ୍ବରଙ୍କ ବିରୁଦ୍ଧରେ କୌଣସି ପାପ କରି ନାହିଁ।
ଧାର୍ମିକମାନେ ଜଯ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଚାନ୍ତି।
ଯାଉଁ ଲୋକ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାଙ୍କୁ ଭଟେି ତାହାଙ୍କୁ ସ୍ବାଗତ କରେ, ତବେେ ସେ ଭବିଷ୍ଯଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ବୀକାର କରେ ତବେେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ।
ତୁମ୍ଭେ ଏହି ରାଜ୍ଯ ଲାଭ କରିବ କାରଣ ମୁଁ ଯେତବେେଳେ ଭୋକିଲା ଥିଲି, ସେତବେେଳେ ତୁମେ ମାେତେ ଖାଇବାକୁ ଦଇେଥିଲ। ମାେତେ ଶୋଷ ଲାଗୁଥିବା ସମୟରେ ମାେତେ କିଛି ପିଇବାକୁ ଦଇେଛ। ମୁଁ ଘରଠାରୁ ଦୂର ରେ ଏକୁଟିଆ ଥିଲି। ତୁମ୍ଭେ ମାେତେ ତୁମ୍ଭ ଘରକୁ ଡ଼ାକିଥିଲ।
ତୁମ୍ଭମାନେେ ଜାଣିଛ ଯେ, ମୁଁ ନିଜେ ମାରେ ଓ ମାେ ସହିତ ରହିଥିବା ଲୋକମାନଙ୍କର ଆବଶ୍ଯକତା ପୂରଣ କରିବା ପାଇଁ ନିଜ ହାତ ରେ କାର୍ୟ୍ଯ କରିଛି।
ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ମନେ ପକାଅ ଯେ, ଆମ୍ଭେ କେତେ କଠିନ ପରିଶ୍ରମ କରିଛୁ। ଆମ୍ଭେ ଦିନରାତି କାମ କରିଛୁ। ଆମ୍ଭମାନେେ ପରମେଶ୍ବରଙ୍କ ସୁସମାଚାର ପ୍ରଚାର କଲା ବେଳେ, ତୁମ୍ଭମାନେେ ଆମ୍ଭକୁ କିଛି ଦଇେ ଭାରାକ୍ରାନ୍ତ ହୁଅ, ସେ କଥା ଆମ୍ଭେ ଚାହିଁଲୁ ନାହିଁ।