Home Bibles ପ୍ରଥମ ରାଜାବଳୀ 18:18 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 18:18 · ଓଡ଼ିଆ ବାଇବେଲ

ଏଲିଯ କହିଲେ, ନା, ମୁଁ ଇଶ୍ରାୟେଲର ଅସୁବିଧା କରି ନାହିଁ। ତୁମ୍ଭେ ଓ ତୁମ୍ଭର ପିତୃବଂଶ ଏହି ଅସୁବିଧାର କାରଣ। ଏବଂ ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜ୍ଞା ମାନିବା ବନ୍ଦ କରି ଭଣ୍ତ ଦବେତା ବାଲ୍ର ପୂଜା କରିବା ଆରମ୍ଭ କଲ।

Cross references

ପ୍ରଥମ ରାଜାବଳୀ 9:9

ତହିଁରେ ଲୋକମାନେ ଉତ୍ତର ଦଇେ ଥାଆନ୍ତେ, 'ଏହା ଘଟିଲା କାରଣ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କୁ ପରିତ୍ଯାଗ କଲେ, ୟିଏ କି ସମାନଙ୍କେର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସମାନେେ ତ୍ଯାଗ କଲେ ଓ ଅନ୍ୟ ଦବେତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସମାନଙ୍କେ ଉପରେ ଏହିସବୁ ଅମଙ୍ଗଳ କାର୍ୟ୍ଯ ଘଟାଇଲେ।'

ପ୍ରଥମ ରାଜାବଳୀ 16:31

ନବାଟଙ୍କ ପୁତ୍ର ୟାରବିଯାମଙ୍କ ପରି ପାପ କରିବା ତାଙ୍କ ପାଇଁ ୟଥେଷ୍ଟ ନଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ଯା ଈଷବଲକେୁ ବିବାହ କଲେ ଓ ସୀଦୋନର ବାଲ ଦବେତାଙ୍କୁ ପୂଜା କରିବାକୁ ଓ ସବୋ କରିବାକୁ ଆରମ୍ଭ କଲେ।

ପ୍ରଥମ ରାଜାବଳୀ 16:32

ଆହାବ୍ ଶମରିଯା ରେ ବାଲ ଦବେତାଙ୍କ ଉପାସନା ପାଇଁ ଏକ ମନ୍ଦିର ନିର୍ମାଣ କଲେ ଓ ସହେି ମନ୍ଦିର ରେ ଏକ ୟଜ୍ଞବଦେୀ ତିଆରି କଲେ।

ପ୍ରଥମ ରାଜାବଳୀ 21:25

ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।

ଦିତୀୟ ବଂଶାବଳୀ 15:2

ଅସରିଯ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିଯ କହିଲେ, ଆସା ଓ ଯିହୁଦା ଏବଂ ବିନ୍ଯାମୀନର ଲୋକ ସମସ୍ତେ, ତୁମ୍ଭମାନେେ ମାେ କଥା ଶୁଣ। ତୁମ୍ଭମାନେେ ଯେତବେେଳେ ପରମେଶ୍ବରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତ ରେ ଥିଲେ। ତୁମ୍ଭମାନେେ ଯଦି ସଦାପ୍ରଭୁଙ୍କୁ ଖାଜେିବ, ତବେେ ତୁମ୍ଭମାନେେ ତାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭମାନେେ ତାଙ୍କୁ ପରିତ୍ଯାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବେ।

ଦିତୀୟ ବଂଶାବଳୀ 28:19

ସଦାପ୍ରଭୁ ଯିହୁଦାକୁ କଷ୍ଟ କଲେ, କାରଣ ଯିହୁଦାର ରାଜା ଆହସ୍ ଯିହୁଦାର ଲୋକମାନଙ୍କୁ ପାପ କରିବାକୁ ଉତ୍ସାହିତ କରିଥିଲେ। ସେ ସଦାପ୍ରଭୁଙ୍କ ପ୍ରତି ଅତି ଅବିଶ୍ବସ୍ତ ଥିଲେ।

ହିତୋପଦେଶ 5:22

ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।

ହିତୋପଦେଶ 11:19

ଯେଉଁ ଲୋକ ଧାର୍ମିକତା ରେ ଅଟଳ ଥାଏ, ସେ ବଞ୍ଚି ରହିବ, ମାତ୍ର ୟିଏ କୁକର୍ମର ପଛ ରେ ୟାଏ, ସେ ଆପଣାର ମୃତ୍ଯୁ ଘଟାଇବ।

ହିତୋପଦେଶ 13:21

ପାପୀମାନଙ୍କ ପଛ ରେ ମନ୍ଦ ଅନୁସରଣ କରେ। ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହବେ।

ଯିଶାଇୟ 3:11

ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।

ଯିରିମିୟ 2:13

କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସମାନେେ ମାେତେ ପରିତ୍ଯାଗ କରିଛନ୍ତି ଯଦିଓ ମୁଁ ଏକ ଜୀବନଦାଯିନୀ ନିର୍ଝର ଅଟେ ଓ ଦ୍ବିତୀୟ ରେ ନିଜ ପାଇଁ ସମାନେେ ବହୁ ଜଳକୁଣ୍ଡ ଖାେଳିଛନ୍ତି। ମାତ୍ର ସହେି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।

ଯିରିମିୟ 2:19

ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦବେ। ଓ ତୁମ୍ଭର ବିପଥଗାମୀତ୍ବ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ଉତ୍ତମ ରୂପେ ବିବଚେନା କର। ତାହା ହେଲେ ତୁମ୍ଭେ ବୁଝିବ ଯେ ପରମେଶ୍ବରଙ୍କୁ ପରିତ୍ଯାଗ କରି ତୁମ୍ଭେ କି ଅପରାଧ କରିଛ। ଆମ୍ଭ ବିଷଯକ ଭୟ ତୁମ୍ଭ ମଧିଅରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷଯ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ। ମାରେ ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ଏହା କହନ୍ତି।

ଯିହିଜିକଲ 3:8

ମାତ୍ର ଆମ୍ଭେ ସମାନଙ୍କେ ମୁଖ ପରି ଓ କପାଳି ପରି ତୁମ୍ଭର ମୁଖ ଓ କପାଳକୁ ଦୃଢ଼ କରିଅଛୁ,

ମାଥିଉଲିଖିତ ସୁସମାଚାର 14:4

େ ହରୋଦିଆ ଯୋହନଙ୍କୁ ବନ୍ଦୀ କରିବାର କାରଣ ହେଲା, ଯୋହନ ବାରମ୍ବାର େ ହରୋଦଙ୍କୁ କହୁଥିଲେ, ତୁମ୍ଭେ େ ହରୋଦିଆଙ୍କୁ ନିଜ ସ୍ତ୍ରୀ ଭାବରେ ରଖିବା ଠିକ୍ କାମ ନୁହେଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:13

ଏହି ଲୋକମାନେ ମାେ ବିରୁଦ୍ଧ ରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସମାନେେ ଦଇେ ପାରିବେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:20

ନଚେ଼ତ୍ ଆପଣ ଏଠା ରେ ଉପସ୍ଥିତ ଥିବା ଯିହୂଦୀମାନଙ୍କୁ ପଚ଼ାରନ୍ତୁ, ସମାନଙ୍କେ ପରିଷଦ ସଭା ରେ, ସମାନଙ୍କେ ସମ୍ମୁଖ ରେ ମୁଁ ଯେତବେେଳେ ଠିଆ ହଲିେ, ସେତବେେଳେ ସମାନେେ ମାଠାେ ରେ କଣ ସବୁ ଦୋଷ ଦେଖିଲେ?

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:8

ସୁ୍ମର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :

Interlinear

Choose Theme