ପ୍ରଥମ ରାଜାବଳୀ 18:20 · ଓଡ଼ିଆ ବାଇବେଲ
ତେଣୁ ଆହାବ୍ ସମସ୍ତ ଇଶ୍ରାୟେଲୀୟଙ୍କୁ ଓ ସହେି ଭବିଷ୍ଯଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତକୁ ଡକାଇଲେ।
Cross references
ପ୍ରଥମ ରାଜାବଳୀ 22:6
ତେଣୁ ଆହାବ୍ 400 ଭବିଷ୍ଯଦ୍ବକ୍ତାଙ୍କୁ ଡକାଇ ଏକତ୍ରୀତ କଲେ ଓ ସମାନଙ୍କେୁ ପଚାରିଲେ, ମୁଁ ରାମାେତ୍-ଗିଲିଯଦ ବିରୁଦ୍ଧ ରେ ପ୍ରଥମେ ୟୁଦ୍ଧ କରିବାକୁ ୟିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହବୋ ଉଚିତ୍?
ପ୍ରଥମ ରାଜାବଳୀ 22:9
ତେଣୁ ରାଜା ଆହାବ୍ ଜଣେ ଅଧିକାରୀକୁ ଡାକିଲେ ଏବଂ ତାକୁ ଆଦେଶ ଦେଲେ, ଇମ୍ଲର ପୁତ୍ର ମୀଖାଯଙ୍କୁ ଶିଘ୍ର ଆଣ।
ଯିରିମିୟ 23:13
ଶମରିଯାର ଭବିଷ୍ଯଦବକ୍ତାମାନଙ୍କ ମଧିଅରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସମାନେେ ବାଲଦବେ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି ଇଶ୍ରାୟେଲ ଲୋକମାନଙ୍କୁ କୁପଥରେ ଚଳାଇଲେ।