Home Bibles ☰ Books ପ୍ରଥମ ରାଜାବଳୀ 18:34 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 18:34 · ଓଡ଼ିଆ ବାଇବେଲ

ତା'ପରେ ଏଲିଯ କହିଲେ, ଗ୍ଭରିଟି କଳସ ଜଳ ରେ ପୂର୍ଣ୍ଣ କରି ସହେି ହାମାେର୍ଥକ ବଳିର ମାଂସ ଓ କାଠ ଉପରେ ଢାଳ। ପୁଣି ଏଲିଯ କହିଲେ, ଦ୍ବିତୀୟ ଥର ପାଇଁ ତାହା କର। ତା'ପରେ ପୁଣି କହିଲେ, ତୃତୀୟ ଥର ପାଇଁ ତାହା କର। ସମାନେେ ପ୍ରତିଥର ତାହାହିଁ କଲେ।

Cross references

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:2

ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:21

ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହା ସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।

Interlinear

Choose Theme