Home Bibles ପ୍ରଥମ ରାଜାବଳୀ 18:40 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 18:40 · ଓଡ଼ିଆ ବାଇବେଲ

ତା'ପରେ ଏଲିଯ ସମାନଙ୍କେୁ କହିଲେ, ବାଲ୍ର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଧର, କାହାରିକୁ ଛାଡ ନାହିଁ। ତେଣୁ ଲୋକମାନେ ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଧରିଲେ। ତତ୍ପରେ ଏଲିଯ ସମାନଙ୍କେୁ କୀଶୋନ ନଦୀ ନିକଟକୁ ନଇେ ସଠାେରେ ହତ୍ଯା କଲେ।

Cross references

ଦିତୀୟ ବିବରଣ 13:5

ତୁମ୍ଭମାନେେ ସହେି ଭବିଷ୍ଯଦବକ୍ତା ବା ସ୍ବପ୍ନ ଦର୍ଶକକକ୍ସ୍ଟ ପ୍ରାଣ ଦଣ୍ତ ଦବୋ ଉଚିତ୍। କାରଣ ସହେି ବ୍ଯକ୍ତିଟି ମାରେ ଲୋକମାନଙ୍କୁ ପରମେଶ୍ବରଙ୍କ ବରକ୍ସ୍ଟଦ୍ଧ ରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ୟିଏକି ତୁମ୍ଭମାନଙ୍କୁ ମିଶର ଦେଶରକ୍ସ୍ଟ ବାହାର କରି ଆଣିଲେ ଓ ଦାସତ୍ବରକ୍ସ୍ଟ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ସହେି ବ୍ଯକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠାରକ୍ସ୍ଟ ଦକ୍ସ୍ଟରକକ୍ସ୍ଟ ନବୋକକ୍ସ୍ଟ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନକ୍ସ୍ଟସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାଯ ରେ ତକ୍ସ୍ଟମ୍ଭ ମଧିଅରେ ଥିବା କକ୍ସ୍ଟକର୍ମ ଦୂର କରିପାରିବ।

ଦିତୀୟ ବିବରଣ 13:6

ଧରାଯାଉ ତୁମ୍ଭମାନଙ୍କର ନିଜ ଲୋକ, ଏପରିକି ତୁମ୍ଭର ନିଜ ଭାଇ, ତୁମ୍ଭର ପକ୍ସ୍ଟତ୍ର ବା କନ୍ଯା, ତୁମ୍ଭର ସ୍ତ୍ରୀ କିଅବା ଅନ୍ତରଙ୍ଗ ବନ୍ଧକ୍ସ୍ଟ ଏହା କହି ତୁମ୍ଭକୁ ପ୍ରଲୋଭିତ କରିବାକୁ ଚୋଷ୍ଟାକରେ, 'ଗ୍ଭଲ ଅନ୍ୟ ଦବଗେଣଙ୍କର ପୂଜା କରିବା।' ଯେଉଁ ଦବେତାଗଣଙ୍କକ୍ସ୍ଟ ତୁମ୍ଭମାନେେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷ ଜାଣି ନାହାଁନ୍ତି।

ଦିତୀୟ ବିବରଣ 18:20

କିନ୍ତୁ ଯେତବେେଳେ ଜଣେ ଭବିଷ୍ଯଦ୍ବକ୍ତା ମାେ ନାମ ରେ କୌଣସି ଅନକ୍ସ୍ଟଚିତ୍ କଥା କ ହେ, ଯାହା ମୁ ତାଙ୍କୁ କହିବା ପାଇଁ ନିର୍ଦ୍ଦେଶ ଦଇନୋହିଁ। ସହେି ଭବିଷ୍ଯଦ୍ବକ୍ତାର ମୃତକ୍ସ୍ଟ୍ଯଦଣ୍ତ ପାଇବା ଉଚିତ୍। ଏବଂ ଯଦି କେତକେ ଭବିଷ୍ଯଦ୍ବକ୍ତା ଅନ୍ୟ ଦବଗେଣଙ୍କ ନାମ ରେ କହନ୍ତି, ତବେେ ସହେି ଭବିଷ୍ଯଦ୍ବକ୍ତାଗଣ ନିଶ୍ଚଯ ମୃତକ୍ସ୍ଟ୍ଯଦଣ୍ତ ପାଇବେ।

ବିଚାରକର୍ତାମାନଙ୍କ ବିବରଣ 4:7

ମୁ ୟାବୀନର ସନୋପତି ସୀଷରାକକ୍ସ୍ଟ ଆଗଇେ ନବେି, ତା'ର ରଥକକ୍ସ୍ଟ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖ ରେ ତୁମ୍ଭକୁ ଓ ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବି।'

ବିଚାରକର୍ତାମାନଙ୍କ ବିବରଣ 4:13

ତେଣୁ ସୀଷରା ନିଜର 900 ରଥଗକ୍ସ୍ଟଡିକ ଓ ତାଙ୍କ ସହିତ ସମସ୍ତ ପୁରୁଷମାନେ ଏବଂ ହରୋଶୋତ୍ଠାରକ୍ସ୍ଟ କୀଶୋନ୍ ନଦୀ ପର୍ୟ୍ଯନ୍ତ ଅଗ୍ରସର ହେଲେ।

ବିଚାରକର୍ତାମାନଙ୍କ ବିବରଣ 5:21

କୀଶୋନ୍ ନଦୀ ପକ୍ସ୍ଟରକ୍ସ୍ଟଣା ନଦୀ ଭଷାଇ ନଲୋ ସଷେରା ଲୋକ। ହେ ମାରେ ପ୍ରାଣ ତକ୍ସ୍ଟମ୍ଭ ବଳ ରେ ଅଗ୍ରସର ହକ୍ସ୍ଟଅ।

ପ୍ରଥମ ରାଜାବଳୀ 19:1

ଆହାବ୍ ଏଲିଯଙ୍କର ସମସ୍ତ କୃତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗ ରେ ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ହତ୍ଯା କରିଥିଲେ, ସେ ସମସ୍ତ ଈଷବଲକେୁ ଜଣାଇଲେ।

ଦିତୀୟ ରାଜାବଳୀ 10:24

ଏହାପରେ ବାଲ୍ପୂଜକମାନେ ବଳିଦାନ ଓ ହାମବେଳି କରିବାକୁ ଭିତରକୁ ଗଲେ। ଯହେୂ ନିଜର ଅଶୀ ଜଣଙ୍କୁ ବାହା ରେ ନିୟୁକ୍ତ କରିଥିଲେ। ସେ ସମାନଙ୍କେୁ କହିଲେ, ଏହି ଲୋକମାନଙ୍କ ମଧ୍ଯରୁ ଯେପରି ଜଣେ କହେି ପଳାଇ ନ ୟାଆନ୍ତି।

ଦିତୀୟ ରାଜାବଳୀ 10:25

ଯହେୂ ନବୈେଦ୍ଯ ହାମବେଳି ଉତ୍ସର୍ଗ କରିବାର ସମାପ୍ତି ପରେ ସେ ପ୍ରହରୀ ଓ ସନୋପତିମାନଙ୍କୁ କହିଲେ, ଭିତରକୁ ୟାଅ ଓ ସମସ୍ତ ବାଲ୍ ପୂଜାରୀଙ୍କୁ ହତ୍ଯା କର। କାହାରିକୁ ମନ୍ଦିର ବାହାରକୁ ଆସିବାକୁ ଦିଅ ନାହିଁ।

ଦିତୀୟ ବଂଶାବଳୀ 23:15

ଏହାପରେ ଅଥଲିଯା ରାଜାଙ୍କ ଗୃହର ଅଶ୍ବଦ୍ବାର ନିକଟକୁ ଆସବାରୁ ସହେି ଲୋକମାନେ ତାଙ୍କୁ ଧରିଲେ। ଆଉ ସମାନେେ ସହେି ସ୍ଥାନ ରେ ହିଁ ତାଙ୍କୁ ବଧ କଲେ।

ଦିତୀୟ ବଂଶାବଳୀ 23:17

ସବୁ ଲୋକମାନେ ବାଲ୍ ପ୍ରତିମାର ମନ୍ଦିରକୁ ଗଲେ ଓ ତାହାକୁ ଭାଙ୍ଗି ପକାଇଲେ। ବାଲ୍ର ମନ୍ଦିର ରେ ଥିବା ବଦେୀ ଓ ମୂର୍ତ୍ତିଗୁଡ଼ିକୁ ମଧ୍ଯ ସମାନେେ ଭାଙ୍ଗି ପକାଇଲେ। ସମାନେେ ବାଲ୍ର ଯାଜକ ମତ୍ତାନ୍କୁ ବାଲ୍ର ୟଜ୍ଞବଦେୀ ସମ୍ମୁଖ ରେ ହତ୍ଯା କଲେ।

ଯିରିମିୟ 48:10

ଯଦି ଜଣେ ସଦାପ୍ରଭୁଙ୍କ କଥା ପାଳନ ନ କଲେ ଓ ଯଦି ସେ ସହେି ଲୋକମାନଙ୍କୁ ରକ୍ତପାତ କରିବାକୁ ଖଡ୍ଗ ବ୍ଯବହାର ନ କରେ ତବେେ ସେ ଶାପଗ୍ରସ୍ତ ହେଉ।

ଯିଖରିୟ 13:2

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:20

କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:10

ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।

Interlinear

Choose Theme