Home Bibles ☰ Books ପ୍ରଥମ ରାଜାବଳୀ 18:43 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 18:43 · ଓଡ଼ିଆ ବାଇବେଲ

ତା'ପରେ ଏଲିଯ ତାଙ୍କର ସବେକକୁ କହିଲେ, ସମୁଦ୍ର ଆଡକୁ ଅନାଅ।

Cross references

ଆଦି ପୁସ୍ତକ 32:26

ଆଉ ସହେି ଲୋକଟି ଯାକୁବକୁ କହିଲା, ମାେତେ ୟିବାକୁ ଦିଅ କାରଣ ପ୍ରଭାତ ହାଇଗେଲା।

ଯିହୋଶୂୟ 6:4

ସାତାଟେି ମଷେଶିଙ୍ଗା ସହିତ ସାତଜଣ ଯାଜକ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖକକ୍ସ୍ଟ ଯିବେ। ଆଉ ସଲ୍ଗମ ଦିନ ରେ ତୁମ୍ଭମାନେେ ସାତଥର ନଗର ପ୍ରଦକ୍ଷିଣ କରବା ଉଚିତ୍ ଓ ଯାଜକମାନେ ମଷେର ଶିଙ୍ଗା ବଜାଇବା ଉଚିତ୍।

ଦିତୀୟ ରାଜାବଳୀ 4:35

ତା'ପରେ ଇଲୀଶାୟ ଉଠିପଡି ଗୃହ ମଧିଅରେ ଏଣେ ତଣେେ ବିଚରଣ କଲେ। ସେ ପୁଣି ବାଳକଟି ଉପରେ ଶୋଇ ପଡିଲେ। ଏଥି ରେ ବାଳକଟି ସାତଥର ଛିଙ୍କିଲା ଓ ଚକ୍ଷୁ ଖାଲିେଲା।

ଗୀତସଂହିତା 5:3

ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମାରେ ରବ ଶୁଣିବେ ଓ ତୁମ୍ଭ ଉଦ୍ଦେଶ୍ଯରେ ଆପଣା ପ୍ରାର୍ଥନା ସଜାଏ ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମାରେ ପ୍ରାର୍ଥନା ଶୁଣ।

ହବକକୂକ 2:3

ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶଷେ ବାର୍ତ୍ତା ସମ୍ବନ୍ଧ ରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ଯା ହୁଏ ନାହିଁ। ଯେପରି ଜଣାୟିବ ଏହି ସମୟ କବେେ ଆସିବ ନାହିଁ। କିନ୍ତୁ ର୍ଧୈୟ୍ଯ ଧରି ଅପେକ୍ଷା କର, ସେ ସମୟ ନିଶ୍ଚଯ ଆସିବ। ଏହା ଅଧିକ ବିଳମ୍ବ ହବେନାହିଁ।

ଲୂକଲିଖିତ ସୁସମାଚାର 18:1

ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଉପଦେଶ ଦେଉଥିଲେ ଯେ, ସମାନେେ ସଦାବାଳେ ପ୍ରାର୍ଥନା କରିବା ଉଚିତ। ଏବଂ କବେେ ହେଲେ ଭରସା ହ ରଇବୋ ଉଚିତ ନୁହେଁ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ,

ଲୂକଲିଖିତ ସୁସମାଚାର 18:7

ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥାନ୍ତି। ଯାହା ଠିକ୍, ତାହା ପରମେଶ୍ବର ତାହାଙ୍କ ଲୋକଙ୍କୁ ସ ଦବେଳେେ ଦଇେଥାନ୍ତି। ନିଜ ଲୋକଙ୍କୁ ଉତ୍ତର ଦବୋ ରେ ପରମେଶ୍ବର ଆଦୌ ବିଳମ୍ବ କରିବେ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 6:18

ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।

ଏବ୍ରୀ 10:36

ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।

Interlinear

Choose Theme