ଅଳ୍ପକ୍ଷଣ ପରେ ଆକାଶ କଳା ମେଘ ରେ ଆବୃତ ହାଇେ ପବନ ବହି ପ୍ରବଳ ବୃଷ୍ଟି ଆରମ୍ଭ ହାଇଗେଲା। ଆହାବ୍ ତାଙ୍କର ରଥରେ ବସି ୟିଷ୍ରିଯଲକେୁ ଗଲେ।
Cross references
ତା'ପରେ ସେ ତମ୍ବୁ ଭିତ ରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପଟେକୁ ବର୍ଚ୍ଛା ରେ ବିଦିର୍ଣ୍ଣ କଲା, ଫଳ ରେ ଇଶ୍ରାୟେଲ ମଧିଅରେ ମହାମାରୀ ବନ୍ଦ ହାଇେ ଗଲା।
ଯୋଷେଫ୍ର ଲୋକମାନେ କହିଲେ, ଏହା ସତ୍ଯ ଯେ ଇଫ୍ରଯିମର ପର୍ବତମଯ ଦେଶ ଆମ୍ଭ ପାଇଁ ୟଥେଷ୍ଟ ନକ୍ସ୍ଟ ହେଁ। କିନ୍ତୁ ସଠାେରେ କିଣାନୀଯ ଲୋକମାନେ ଯେଉଁମାନେ ଉପତ୍ୟକା ଅଞ୍ଚଳ ରେ ଅଧିକ ଶକ୍ତିଶାଳୀ ଭାବରେ ବାସ କରୁଛନ୍ତି। ସମାନଙ୍କେର ଲକ୍ସ୍ଟହାର ରଥ ଅଛି। ଏବଂ ସମାନେେ ୟିଷ୍ରିଯଲେ ଉପତ୍ୟକା ତାଙ୍କ ଅଧିନ ରେ ଅଛି। ବୈଥ୍ଶାନି ଏବଂ ତା'ର ଉପସହର ଗକ୍ସ୍ଟଡିକ ସହେି ଅଞ୍ଚଳର ଅଟେ।
ନିମ୍ନ ରେ ଦିଆୟାଇଥିବା ଭୂମିଗକ୍ସ୍ଟଡିକ ଉକ୍ତ ପରିବାରବର୍ଗମାନଙ୍କୁ ଦିଆଗଲା। ସମାନେେ ହେଲେ ୟିଷ୍ରିଯଲେ, କସକ୍ସ୍ଟଲ୍ଲୋତ ଓ ସକ୍ସ୍ଟନେମ୍।
ଏବଂ ତାଙ୍କୁ ଗିଲିଯଦ, ଅଶୂରି, ୟିଷ୍ରିଯଲେ ଓ ଇଫ୍ରଯିମ, ବିନ୍ଯାମୀନ ଓ ସମସ୍ତ ଇଶ୍ରାୟେଲର ରାଜା ଭାବରେ ଅଭିଷିକ୍ତ କରାଇଲେ।
ଏହାପରେ ସମାନେେ ଶାଉଲଙ୍କର ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ବିନ୍ଯାମୀନ ଦେଶସ୍ଥ ସେଲା ରେ ତାହାର ପିତା କୀଶର କବର ମଧିଅରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁପରେ ପରମେଶ୍ବର ପ୍ରାର୍ଥନା ଶକ୍ସ୍ଟଣି ଦେଶପ୍ରତି ପ୍ରସନ୍ନ ହେଲେ।
ଏହା ଦେଖି ସମଗ୍ର ଲୋକ ଭୂମିରେ ମୁଣ୍ତ ନୁଆଁଇ କହିଲେ, ସଦାପ୍ରଭୁ ହିଁ ପରମେଶ୍ବର, ସଦାପ୍ରଭୁ ହିଁ ପରମେଶ୍ବର।
ଶମରିଯା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ୟିଷ୍ରିଯଲେୀଯ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ।
ଆଉ ସଦାପ୍ରଭୁ କହିଲେ, 'ତୁମ୍ଭର ପତ୍ନୀ ଈଷବଲରେ ମୃତ ଶରୀରକୁ ନଗରର କାନ୍ଥ ନିକଟରେ ଗୋଟିଏ ଭୂମି ୟିଷ୍ରିଯଲେ ନଗରର କୁକୁରମାନେ ଖାଇବେ।
ୟୋରାମ ୟିଷ୍ରିଯଲେ ରେ ବିଶ୍ରାମ ନେଉଥିଲେ। ତେଣୁ ଯହେୂ ଆପଣା ରଥରେ ଚଢି ୟିଷ୍ରିଯଲେ ୟାତ୍ରା କଲେ। ଯିହୁଦାର ରାଜା ଅହସିଯ ମଧ୍ଯ ଯୋରାମକୁ ଦେଖିବାକୁ ୟିଷ୍ରିଯଲେ ଆସିଥିଲେ।
ଏହା ହୁଏତ ଲୋକଙ୍କୁ ଦଣ୍ଡ ଦବୋ ପାଇଁ ଅବା ଦେଶର ଉନ୍ନତି କରାଇବା ପାଇଁ ଅବା ପ୍ ରମେ ଦଖାଇବୋ ପାଇଁ ସେ ଏହା କରନ୍ତି।