ପ୍ରଥମ ରାଜାବଳୀ 18:8 · ଓଡ଼ିଆ ବାଇବେଲ
ଏଲିଯ ତହୁଁ ଉତ୍ତର କଲେ, ହଁ, ମୁଁ ଏଲିଯ, ୟାଅ ତୁମ୍ଭ ମୁନିବଙ୍କୁ ଜଣାଅ ମୁଁ ଏଠା ରେ ଅଛି।
Cross references
ପ୍ରଥମ ରାଜାବଳୀ 18:3
ତେଣୁ ରାଜା ଆହାବ୍ ରାଜଗୃହର ଅଧ୍ଯକ୍ଷ ଓବଦିଯକୁ ଡକାଇଲେ। ଓବଦିଯ ସଦାପ୍ରଭୁଙ୍କର ପ୍ରକୃତ ଅନୁଗାମୀ ଥିଲେ।
ରୋମୀୟଙ୍କ ପ୍ରତି ପତ୍ର 13:7
ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।
ପିତରଙ୍କ ପ୍ରଥମ ପତ୍ 2:17
ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।