ତେଣୁ ଈଷବଲେ ଏଲିଯଙ୍କ ନିକଟକୁ ଦୁତ ପଠାଇଲେ, ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ଯା କରିବି, ଠିକ୍ ତୁମ୍ଭେ ସହେି ଭବିଷ୍ଯଦ୍ବକ୍ତାଙ୍କୁ ହତ୍ଯା କଲାପରି। ଯଦି ମୁଁ ତୁମ୍ଭକୁ ହତ୍ଯା ନ କରେ, ତବେେ ଦବେତାଗଣ ମାେତେ ଅଧିକ ଦଣ୍ତ ଦଇପୋରନ୍ତି।
Cross references
ଏହାପରେ ଫାରୋ ମାଶାଙ୍କେୁ କହିଲେ, ମାେ ନିକଟରୁ ଦୂର ହୁଅ। ମୁଁ ତୁମ୍ଭର ମୁଖ ଯେପରି ଆଉ ନ ଦେଖେ। ଯଦି ମୁଁ ତୁମ୍ଭକୁ ପୁଣି ଦେଖେ, ତୁମ୍ଭେ ମୃତ୍ଯୁବରଣ କରିବ।
ଶତୃ କହିଲା, 'ମୁଁ ସମାନଙ୍କେୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ଯ ଭାଗ କରି ନବେି। ସମାନଙ୍କେର ଉପରେ ମାରେ ଅଭିଳାଷ ପୂର୍ଣ୍ଣ ହବେ। ମୁଁ ଆପଣା ଖଡ୍ଗ ନିକ୍ଷପେ କରିବି, ମାରେ ହସ୍ତ ସମାନଙ୍କେୁ ବିନାଶ କରିବ।'
ତୁମ୍ଭେ ଯେଉଁଠା ରେ ମରିବ ଓ କବର ନବେ ମୁ ସହେିଠା ରେ ମରିବି ଓ କବର ନବେି। କବଳେ ମୃତକ୍ସ୍ଟ୍ଯଛଡା ଆଉ କିଛି ହିଁ ଯବେେ ତୁମ୍ଭକୁ ଓ ମାେତେ ବିଚ୍ଛଦେ କରଇ, ତବେେ ସଦାପ୍ରଭୁ ସହେି ଦଣ୍ତରକ୍ସ୍ଟ ମଧ୍ଯ ତହିଁରକ୍ସ୍ଟ ଅଧିକ ମାେତେ ଦିଅନ୍ତକ୍ସ୍ଟ।
ରାଜା ଶଲୋମନ ସଦାପ୍ରଭୁଙ୍କ ନାମ ରେ ପ୍ରତିଜ୍ଞା କରି କହିଲେ, ମୁଁ ଶପଥ କରୁଛି ଯେ, ମୁଁ ଅଦୋନିଯକୁ ଏଥିପାଇଁ ମୂଲ୍ଯ ଦିଆ କରାଇବି। ଏବଂ ତା'ର ଜୀବନ ନବେି। ଅଦୋନିଯ ଏହି କଥା ଆପଣା ପ୍ରାଣ ବିରୁଦ୍ଧ ରେ କହି ନଥାଏ।
ଯୋୟାବ ଯେତବେେଳେ ଏହା ଶୁଣିଲା, ସେ ଭୟଭୀତ ହାଇେ ପଡିଲା। କାରଣ ସେ ଅବଶା ଲୋମର ଅନୁଗାମୀ ନ ହାଇେ ଅଦୋନିଯର ଅନୁଗାମୀ ହାଇେଥିଲା। ତେଣୁ ସେ ସଦାପ୍ରଭୁଙ୍କ ତମ୍ବୁକୁ ୟାଇ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କଲା।
ତା'ପରେ ସହେି ଦୂତମାନେ ଅନ୍ୟ ଏକ ବାର୍ତ୍ତା ନଇେ ବନ୍ହଦଦ୍ଠାରୁ ଫରେି ଆସିଲେ ଓ କହିଲେ, ମୁଁ ପ୍ରତିଜ୍ଞା କରୁଛି ଯେ, ଶମରିଯାକୁ ସମ୍ପର୍ଣ୍ଣ ଧୂଳିସାତ୍ କରିବି। ସେ ନଗର ରେ କିଛି ରହିବ ନାହିଁ। ଏପରି ମାରେ ଲୋକମାନଙ୍କ ପାଇଁ ମୁଠାଏ ଧୂଳି ମଧ୍ଯ ଆଣିବାକୁ ରହିବ ନାହିଁ। ଯଦି ମୁଁ ଏହା ନ କରେ ତବେେ ଦବେତାମାନଙ୍କ ଦ୍ବାରା ମୁଁ ଅଧିକ ଦଣ୍ତିତ ହାଇପୋ ରେ।
ରାଜା କହିଲେ, ଯଦି ଇଲୀଶାୟର ମସ୍ତକ ତାହା ଦହେ ରେ ରହେ, ଆଜି ଦିନଠାରୁ ଶଷେ ୟାଏ ସଦାପ୍ରଭୁ ମାେତେ ଦଣ୍ତ ଦଇେ ପାରନ୍ତି।
ତୁମ୍ଭମାନେ ଯିହୁଦାର ରାଜା ହିଜକିଙ୍କୁ ଏହିକଥା କହିବ,
କିନ୍ତୁ ତୁମ୍ଭକୁ କିଏ ଅପମାନିତ ଓ ନିନ୍ଦା କଲା? କିଏ ତୁମ୍ଭ ବିରୁଦ୍ଧ ରେ କହିଲା। ତେଣୁ ତୁମ୍ଭେ ଇଶ୍ରାୟେଲର ଧର୍ମସ୍ବରୂପଙ୍କ ବିରୁଦ୍ଧ ରେ ଥିଲ। ତୁମ୍ଭେ ତାଙ୍କଠାରୁ ଅଧିକ ଭଲ ବୋଲି ତୁମ୍ଭେ କାର୍ୟ୍ଯ କଲ।
ମାତ୍ର କେତବେେଳେ ତୁମ୍ଭର ବସିବାର, ବାହାରକୁ ୟିବାର ଭିତରକୁ ଆସିବାର ଓ ମାେ ସହିତ ତୁମ୍ଭ ର୍ଧୈୟ୍ଯଚ୍ଯୁତ ହବୋର ଆମ୍ଭେ ଜାଣୁ।
କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ'ଣ ଘଟିବାକୁ ଯାଉଛି।
ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।
ତା'ପରେ େ ହରୋଦ ପିତରଙ୍କୁ ବନ୍ଦୀ କରି କାରାଗାର ରେ ରଖିଲେ। ତାହାଙ୍କୁ ଜଗିବାପାଇଁ ଷୋହଳ ଜଣ ପ୍ରହରୀ ରହିଲେ। େ ହରୋଦଙ୍କ ଉଦ୍ଦେଶ୍ଯ ଥିଲା ନିସ୍ତାର ପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।
ତୁମ୍ଭ ଭିତ ରେ କହେି କହେି କୁହନ୍ତି, ଆମ୍ଭେ ଆଜି ବା କାଲି କୌଣସି ସହରକୁ ୟିବୁ। ଆମ୍ଭେ ସଠାେରେ ବର୍ଷେ ରହିବୁ ଓ ବ୍ଯବସାୟ କରି ଧନ ଅର୍ଜନ କରିବୁ। ଶୁଣ ! ଏହି ବିଷୟ ରେ ଚିନ୍ତା କର :