Home Bibles ☰ Books ପ୍ରଥମ ରାଜାବଳୀ 19:7 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 19:7 · ଓଡ଼ିଆ ବାଇବେଲ

ଏହାପରେ ସଦାପ୍ରଭୁଙ୍କ ଦୃତ ପୁନର୍ବାର ଦ୍ବିତୀୟଥର ଆସି ସ୍ପର୍ଶ କଲେ ଓ କହିଲେ, ଉଠ! ଭୋଜନ କର। କାରଣ ତୁମ୍ଭେ ଦୀର୍ଘ ୟାତ୍ରା ପାଇଁ ଶକ୍ତିଶାଳୀ ହବୋ ଦରକାର।

Cross references

ଦିତୀୟ ବିବରଣ 33:25

ତକ୍ସ୍ଟମ୍ଭ ନଗର ଫାଟକର ଅର୍ଗଳ ଲୌହର ଓ ପିତ୍ତଳର ହବେ। ତୁମ୍ଭର ଜୀବନକାଳ ମଧିଅରେ ତୁମ୍ଭେ ଶକ୍ତିଶାଳୀ ହବେ।

ଗୀତସଂହିତା 103:13

ୟପରେି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରମେ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସପରେି ଦୟା କରନ୍ତି।

Interlinear

Choose Theme