Home Bibles ପ୍ରଥମ ରାଜାବଳୀ 2:10 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 2:10 · ଓଡ଼ିଆ ବାଇବେଲ

ତା'ପରେ ଦାଉଦଙ୍କର ମୃତ୍ଯୁ ହେଲା ଓ ସେ ଦାଉଦ ନଗର ରେ କବରପ୍ରାପ୍ତ ହେଲେ।

Cross references

ଦିତୀୟ ଶାମୁୟେଲ 5:7

ତଥାପି ଦାଉଦ ସିୟୋନର ଦୃଢ ଗଡ ଅଧିକାର କଲେ। ତାହା ହେଲା ଦାଉଦ ନଗର।

ଦିତୀୟ ଶାମୁୟେଲ 5:9

ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ଏବଂ ସହେି ସହରକକ୍ସ୍ଟ, ଦାଉଦ ସହର ନାମ ରେ ନାମିତ କଲେ। ଦାଉଦ ମିଲ୍ଲୋ ସ୍ଥାନକକ୍ସ୍ଟ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ଯ ନଗର ଭିତ ରେ ବହକ୍ସ୍ଟତ ପକ୍କାଘର ନିର୍ମାଣ କଲେ।

ଦିତୀୟ ଶାମୁୟେଲ 7:12

ଯେତବେେଳେ ତୁମ୍ଭେ ମୃତକ୍ସ୍ଟ୍ଯବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧିଅରେ କବର ଦିଆୟିବ। ତା'ପରେ ମୁ ତୁମ୍ଭର ଔରଷରକ୍ସ୍ଟ ରାଜା କରିବି ଏବଂ ତାଙ୍କର ରାଜ୍ଯ ସ୍ଥାପନ କରିବି।

ପ୍ରଥମ ରାଜାବଳୀ 1:21

ତେଣୁ ଆପଣ ମୃତ୍ଯୁ ପୂର୍ବରୁ କିଛି ଗୋଟିଏ ସ୍ଥିର କରନ୍ତୁ। ତା'ପରେ ନ ହେଲ ଆପଣ ଆପଣଙ୍କ ପିତୃପୁରୁଷଙ୍କ ସହିତ ସମାଧିସ୍ଥ ହେଲାପରେ ମୁଁ ଓ ମାରେ ପୁତ୍ର ଶଲୋମନ ଦୋଷୀ ବୋଲି ପରିଗଣିତ ହବେୁ।

ପ୍ରଥମ ରାଜାବଳୀ 3:1

ତା'ପରେ ଶଲୋମନ ମିଶରର ରାଜା ସହିତ ଚୁକ୍ତି କରି ଫାରୋଙ୍କ କନ୍ଯାକୁ ବିବାହ କଲେ ଓ ତାକୁ ଦାଉଦ ନଗରକୁ ଆଣିଲେ। ସହେି ସମୟରେ ସେ ନିଜ ପାଇଁ ପ୍ରସାଦ ଓ ସଦାପ୍ରଭୁଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରୁଥିଲେ। ସେ ମଧ୍ଯ ୟିରୁଶାଲମର ଚତୁର୍ଦ୍ଦିଗ ରେ ଏକ ପ୍ରାଚୀର ନିର୍ମାଣ କରୁଥିଲେ।

ପ୍ରଥମ ରାଜାବଳୀ 8:1

ତା'ପରେ ରାଜା ଶଲୋମନ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ, ବଂଶସମୂହର ପ୍ରଧାନବର୍ଗଙ୍କୁ ଓ ଇଶ୍ରାୟେଲର ସମସ୍ତ ପରିବାରର ମୁଖ୍ଯଙ୍କୁ ଏକତ୍ର ଡକାଇଲେ ଓ ସମାନଙ୍କେୁ ୟିରୁଶାଲମ ଆସିବାକୁ କହିଲେ। ଦାଉଦ ନଗରରୁ ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ମନ୍ଦିରକୁ ଆଣିବା ରେ ସମାନଙ୍କେର ଯୋଗଦାନ ସେ ଗ୍ଭହୁଁଥିଲେ।

ପ୍ରଥମ ରାଜାବଳୀ 11:21

ମିଶର ରେ ଥାଇ ହଦଦ୍ ସମ୍ବାଦ ପାଇଲେ ଦାଉଦଙ୍କର ମୃତ୍ଯୁ ହାଇେଛି ଓ ତାଙ୍କର ସନୋପତି ଯୋୟାବ ମଧ୍ଯ ମୃତ। ତେଣୁ ସେ ରାଜା ଫାରୋଙ୍କୁ କହିଲେ, ମାେତେ ସ୍ବଦେଶକୁ ୟିବାକୁ ଦିଅ।

ପ୍ରଥମ ରାଜାବଳୀ 11:43

ତା'ପରେ ଶଲୋମନ ମୃତ୍ଯୁବରଣ କଲେ ଓ ପିତୃଲୋକଙ୍କ ସହିତ ନିଜ ପିତା ଦାଉଦ ନଗର ରେ କବର ପାଇଲେ। ତା'ପରେ ତାହାଙ୍କ ପୁତ୍ର ରିହବିଯାମ ରାଜା ହେଲ।

ପ୍ରଥମ ରାଜାବଳୀ 14:31

ରିହବିଯାମଙ୍କ ମୃତ୍ଯୁ ହେଲା ଓ ସେ ନିଜ ପିତୃଲୋକଙ୍କ ସହିତ କବର ପାଇଲା। ସେ ଦାଉଦ ନଗରର ପିତୃଲୋକଙ୍କ କବର ରେ କବର ପାଇଲା। ତାଙ୍କର ମାତା ଅମ୍ମୋନୀଯା ନଯମା ଥିଲେ। ତାଙ୍କ ପରେ ତାଙ୍କ ପୁତ୍ର ଅବିଯାମ ରାଜା ହେଲେ।

ପ୍ରଥମ ରାଜାବଳୀ 15:8

ଯେତବେେଳେ ଅବିଯାମ ମଲେ ତାଙ୍କୁ ପୁତୃ ଲୋକଙ୍କ ସହିତ ଦାଉଦ ନଗର ରେ କବର ଦିଆଗଲା। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଆସା ପରବର୍ତ୍ତୀ ରାଜା ହେଲେ।

ପ୍ରଥମ ରାଜାବଳୀ 15:24

ଏହାପରେ ଆସା ମୃତ୍ଯୁବରଣ କଲେ ଓ ନିଜର ପିତୃପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ଦେଲେ। ତାଙ୍କ ମୃତ୍ଯୁପରେ ତାଙ୍କର ପୁତ୍ର ଯିହାଶାଫେଟ୍ ରାଜତ୍ବ କଲେ।

ପ୍ରଥମ ରାଜାବଳୀ 22:51

ଯିହୁଦାର ରାଜା ୟିହୋଶାଫଟ୍ଙ୍କ ରାଜତ୍ବର ସପ୍ତଦଶ ବର୍ଷ ରେ ଆହାବ୍ଙ୍କ ପୁତ୍ର ଅହସିଯ ଇଶ୍ରାୟେଲର ରାଜା ହେଲେ। ସେ ଶମରିଯା ରେ ଦୁଇବର୍ଷ ଶାସନ କଲେ।

ଦିତୀୟ ରାଜାବଳୀ 8:24

ୟିହୋରାମଙ୍କର ମୃତ୍ଯୁବରଣ କଲେ ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ ଦାଉଦ ନଗର ରେ କବର ନେଲେ। ତା'ପରେ ୟିହୋରାମଙ୍କ ପୁତ୍ର ଅହସିଯ ତାଙ୍କ ପଦି ରେ ରାଜା ହେଲେ।

ଦିତୀୟ ରାଜାବଳୀ 9:28

ଅହସିଯଙ୍କ ଦାସମାନେ ତାଙ୍କ ମୃତ ଶରୀରକୁ ରଥରେ ୟିରୁଶାଲମକୁ ନଇଗେଲେ ଓ ଦାଉଦ ନଗର ରେ ତାଙ୍କର ପୂର୍ବପୁରୁଷ ଲୋକଙ୍କ ସହିତ ତାଙ୍କ କବର ରେ ତାଙ୍କୁ କବର ଦେଲେ।

ଦିତୀୟ ରାଜାବଳୀ 14:20

ପୁଣି ସମାନେେ ତାଙ୍କର ମୃତ ଶବକୁ ଅଶ୍ବପୃଷ୍ଠ ରେ ଆଣି ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ୟିରୁଶାଲମ ରେ ଦାଉଦ ନଗର ରେ କବର ଦେଲେ।

ଦିତୀୟ ରାଜାବଳୀ 15:38

ଅନନ୍ତର ଯୋଥମଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗର ରେ କବର ନେଲେ। ତାଙ୍କର ପୁତ୍ର ଆହସ ତାଙ୍କ ପଦ ରେ ରାଜ୍ଯ କଲେ।

ଦିତୀୟ ରାଜାବଳୀ 16:20

ଆହାସ୍ଙ୍କର ମୃତ୍ଯୁସହଲା ଓସସ ନିଜ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରସର କବରସନଲଲ। ତାଙ୍କ ପଦସର ତାଙ୍କର ପୁତ୍ର ହିଜକିଯ ଶାସନ କଲଲ।

ପ୍ରଥମ ବଂଶାବଳୀ 11:7

ଏହାପରେ ଦାଉଦ ଦୁର୍ଗ ମଧିଅରେ ଆପଣାର ଗୃହ ନିର୍ମାଣ କଲେ। ତେଣୁ ତାହାକୁ ଦାଉଦଙ୍କ ନଗର ବୋଲି ନାମିତ କରାଗଲା।

ପ୍ରଥମ ବଂଶାବଳୀ 29:28

ଦାଉଦ ବୃଦ୍ଧ ହବୋରୁ ମୃତ୍ଯୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନୟାପନ କରିଥିଲେ। ଦାଉଦ ଅନକେ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହାଇେଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶ ଲୋମନ ରାଜା ହେଲେ।

ଦିତୀୟ ବଂଶାବଳୀ 24:16

ଲୋକମାନେ ୟିହୋଯାଦାଙ୍କୁ ଦାଉଦଙ୍କ ନଗର ରେ, ଯେଉଁଠା ରେ ରାଜାମାନେ କବରପ୍ରାପ୍ତ ହାଇେଛନ୍ତି, ସହେିଠା ରେ କବର ଦେଲେ। ଲୋକମାନେ ସହେି ସ୍ଥାନ ରେ ୟିହୋଯାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳ ରେ ଇଶ୍ରାୟେଲ ମଧିଅରେ ପରମେଶ୍ବରଙ୍କ ନିମନ୍ତେ ଓ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:29

ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:36

ଦାଉଦ ତାହାଙ୍କ ୟୁଗ ରେ ପରମେଶ୍ବରଙ୍କର ଇଚ୍ଛା ଅନୁସାରେ ସବୋକାର୍ୟ୍ଯ କରି ସାରିଲାପରେ ଦହେତ୍ଯାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।

Interlinear

Choose Theme