Home Bibles ☰ Books ପ୍ରଥମ ରାଜାବଳୀ 2:21 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 2:21 · ଓଡ଼ିଆ ବାଇବେଲ

ତେଣୁ ବତ୍ଶବୋ କହିଲେ, ଶୁନମେୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନିଯ ସହିତ ବିବାହ ଦିଆଯାଉ।

Cross references

ଦିତୀୟ ଶାମୁୟେଲ 16:21

ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, ତକ୍ସ୍ଟମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡିୟାଇ ଅଛନ୍ତି, ତୁମ୍ଭେ ସମାନଙ୍କେ ସହିତ ସହବାସ କରିବାକୁ ୟାଅ। ଏହା ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ଶକ୍ସ୍ଟଣିବେ। ସମାନେେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭରକ୍ସ୍ଟ ଘୃଣା କରନ୍ତି। ତା ହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦବୋ ପାଇଁ ଅଧିକ ଉତ୍ସାହିତ ହବେେ।

ପ୍ରଥମ ରାଜାବଳୀ 1:3

ଏଣୁ ରାଜାଙ୍କର ଦାସମାନେ ଇଶ୍ରାୟେଲର ସମସ୍ତ ଅଞ୍ଚଳ ରେ ସୁନ୍ଦରୀ କନ୍ଯାର ଅନ୍ବଷେଣ କରିବା ଆରମ୍ଭ କରି ଦେଲେ। ଶଷେ ରେ ସେ ଶୁନମେୀୟା ନଗରରୁ ଅବୀଶଗ ନାମକ ଏକ ସୁନ୍ଦରୀ ୟୁବତୀ ପାଇଲେ ଓ ତାକୁ ରାଜାଙ୍କ ନିକଟକୁ ଘନେି ଆସିଲେ।

Interlinear

Choose Theme