ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ଯ ଏକତ୍ରୀତ କଲେ। ପୁଣି ତାଙ୍କର ସଙ୍ଗ ରେ ବତିଶ ଜଣ ରାଜା ଆଉ ଅଶ୍ବଗଣ ଓ ରଥମାନ ସଙ୍ଗ ରେ ଥିଲେ। ପୁଣି ସେ ୟାଇ ଶମରିଯା ଅବରୋଧ କରି ତହିଁ ବିରୁଦ୍ଧ ରେ ୟୁଦ୍ଧ କଲେ।
Cross references
ଶିନିଯରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିଯୋକ ରାଜା ଥିଲେ। କଦର୍ଲାଯୋମର ଇଲାମର ରାଜା ଥିଲେଓ ଗୋଯିମର ତିଦିଯଲର ରାଜା ଥିଲେ।
ଫାରୋ ମିଶରର ଅନ୍ଯାନ୍ଯ ସୈନ୍ଯ ଓ ରଥ ସହିତ 600 ଜଣ ନିପୁଣ ସୈନ୍ଯ ଏବଂ ସମାନଙ୍କେର ରଥଗୁଡ଼ିକ ନେଲେ ଏବଂ ପ୍ରେତ୍ୟକକ ରଥରେ ଜଣେ ଅଧିକାରୀ ରହିଲେ।
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିଯମ ଲଙ୍ଘନର ପ୍ରତିଫଳ ହବେ। ତୁମ୍ଭମାନେେ ନଗର ମଧିଅରେ ଏକତ୍ର ହେଲେ ଆମ୍ଭେ ତୁମ୍ଭମାନଙ୍କ ମଧ୍ଯକୁ ମହାମାରୀ ପଠାଇବା, ତହିଁରେ ତୁମ୍ଭମାନେେ ଶତୃ ହସ୍ତ ରେ ସମର୍ପିତ ହବେ।
ଯେତବେେଳେ ତୁମ୍ଭେ ଆପଣା ଶତୃମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭମାନେେ ତାଙ୍କର ଅନକେ ଅଶ୍ବାରୋହୀ, ରଥା ରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ଯକ ସୈନ୍ଯ ଥାନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଭୟ କରିବାର କିଛି ନାହିଁ କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସହେି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ଯରକ୍ସ୍ଟ ବାହାରକରି ଆଣିଛନ୍ତି।
ଅନ୍ୟ ଜାତୀଯମାନେ ତୁମ୍ଭମାନଙ୍କୁ ଘରୋଉ କରି ରଖିବେ ଓ ତୁମ୍ଭମାନଙ୍କ ସହରକକ୍ସ୍ଟ ଆକ୍ରମଣ କରିବେ। ତୁମ୍ଭମାନେେ ଭାବିବ ଯେ ତୁମ୍ଭମାନଙ୍କର ଉଚ୍ଚ ଓ ଦୃଢ ପାଚରେୀ ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦବେ ମାତ୍ର ତାହା ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦଇପୋରିବ ନାହିଁ। ସହେି ପାଚରେୀମାନ ଭାଙ୍ଗି ପଡିବ। ସଦାପ୍ରଭୁ ଦଇେଥିବା ଦେଶ ରେ ସବୁଆଡେ ଶତୃମାନଙ୍କର ଛାଉଣୀ ହାଇଯେିବ।
ଏହାପରେ ଅଦୋନୀବଷେକ୍ ସମାନଙ୍କେୁ କହିଲେ, ହସ୍ତପାଦର ଛିନ୍ନା ଅଙ୍ଗକ୍ସ୍ଟଳି ସତକ୍ସ୍ଟରି ଜଣ ରାଜା ଆମ୍ଭ ମଜେ ତଳେ ନିଜର ଆହାର ସାଉଣ୍ଟକ୍ସ୍ଟ ଥିଲେ। ମୁ ଯେପରି କରିଥିଲି ପରମେଶ୍ବର ମାେତେ ସହେିପରି ଦେଲେ। ଏହାପରେ ୟିହକ୍ସ୍ଟଦାର ଲୋକମାନେ ଅଦୋନୀବଷେକ୍ଙ୍କକ୍ସ୍ଟ ଯିରୁଶାଲମକୁ ଆଣିଲେ ଓ ସେ ସଠାେରେ ମୃତକ୍ସ୍ଟ୍ଯବରଣ କଲା।
ସୀଷରା 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇଶ୍ରାୟେଲର ଲୋକମାନେ ପ୍ରତି କୋଡିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ଯାଗ୍ଭର କଲେ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେ ସାହାୟ୍ଯ କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଏକତ୍ରୀତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ବାରୋହୀ ଥିଲେ ଓ ସମକ୍ସ୍ଟଦ୍ର ତୀରର ବାଲିଭଳି ସୈନିକ ଥିଲେ। ସମାନେେ ଆସି ମିକ୍ମସ୍ ରେ ବୈଥାବନର ପୂର୍ବଦିଗ ରେ ଛାଉଣୀ ସ୍ଥାପନ କଲେ।
ତେଣୁ ଆସା ସଦାପ୍ରଭୁଙ୍କ ମନ୍ଦିରର ଭଣ୍ତାରରୁ ଓ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସମସ୍ତ ସୁନା ଓ ରୂପା ନଇେ ଆପଣା ଦାସମାନଙ୍କ ହସ୍ତ ରେ ସମର୍ପଣ କଲେ। ସେ ହିଷିଯୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନହଦଦ୍ ନାମକ ଦମ୍ମେଶକ-ନିବାସୀ ଅରାମୀଯ ରାଜା ନିକଟକୁ ସମାନଙ୍କେୁ ପଠାଇ ଏହି କଥା କହିଲେ।
ରାଜା ବିନ୍ହଦଦ୍ ଆସାଙ୍କ କଥା ରେ ସମ୍ମତ ହେଲେ ଏବଂ ତାଙ୍କ ଅଧ୍ଯକ୍ଷ ରେ ଥିବା ତାଙ୍କର ସୈନ୍ଯଦଳ ପଠାଇଲେ ଏବଂ ଇଶ୍ରାୟେଲ ସହରର ଇଯୋନ୍, ଦାନ୍, ଆବେଲ୍ ବୈଥ୍ମାଖା, ମୁଦାଯ କିନ୍ନରେତ୍ ଓ ନପ୍ତାଲିର ସମସ୍ତ ଭୂମି ପରାସ୍ତ କଲେ।
ମାତ୍ର ସେ ଶମରଙ୍କେୁ ଦୁଇ ତଳାନ୍ତ ରୂପା ଦଇେ ଶମରୋଶ୍ ପର୍ବତ କ୍ରଯ କଲେ। ସେ ଶମରୋତ ପର୍ବତ ଉପରେ ଏକ ନଗର ନିର୍ମାଣ କଲେ। ସହେି ପର୍ବତର ମାଲିକର ନାମ ଶମରେର ନାମାନୁସା ରେ ନଗରର ନାମ ଶମରିଯା ରଖିଲେ।
ମଧ୍ଯାହ୍ନ ରେ ଯେତବେେଳେ ରାଜା ବିନ୍ହଦଦ୍ ଓ ବତିଶ ଜଣ ଅନ୍ୟ ରାଜା ନିଜ ଶିବିର ରେ ପାନ କରୁଥିଲେ ଓ ମତ୍ତ ହାଇେଥିଲେ, ସହେି ସମୟରେ ଆହାବ୍ ଆକ୍ରମଣ ଆରମ୍ଭ କରି ଦେଲେ।
ଏହା ହିଁ ତୁମ୍ଭର କରିବା ଉଚିତ୍। ଆଉ ସୈନ୍ଯଗ୍ଭଳନା ଦାଯିତ୍ବ ବତିଶ ରାଜାମାନଙ୍କ ବଦଳ ରେ ସନୋପତିମାନଙ୍କ ହସ୍ତ ରେ ଦିଅନ୍ତୁ।
ମାତ୍ର ଅରାମର ରାଜା ତାଙ୍କର ବତିଶ ରଥାଧ୍ଯକ୍ଷଙ୍କୁ ଆଦେଶ ଦେଲେ, ତୁମ୍ଭମାନେେ ଇଶ୍ରାୟେଲର ରାଜା ବ୍ଯତୀତ ଅନ୍ୟ କାହା ସଙ୍ଗେ ୟୁଦ୍ଧ କରନାହିଁ। ତୁମ୍ଭେ ନିଶ୍ଚଯ ତାକୁ ହତ୍ଯା କରିବ।
ଥରେ ଅରାମର ରାଜା ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରୁଥିଲେ। ସେ ନିଜର ସନୋର ଉଚ୍ଚକର୍ମଗ୍ଭରୀ ସହିତ ଏକ ସଭା ଥିଲା ଓ ସେ ସମାନଙ୍କେୁ ଆଦେଶ ଦେଲେ, ଏମିତି ସ୍ଥାନ ରେ ଲୁଚିରୁହ ଯେତବେେଳେ ସମାନେେ ଆସିବେ। ଇଶ୍ରାୟେଲୀୟମାନଙ୍କୁ ଆକ୍ରମଣ କର।
ଏହାପରେ ଅରାମର ରାଜା ବିନ୍ହଦଦ୍ ନିଜର ସମସ୍ତ ସୈନ୍ଯ ଏକତ୍ର କରି ଶମରିଯାକୁ ୟାଇ ଘରେିଗଲେ ଓ ଆକ୍ରମଣ କଲେ।
ଇଲୀଶାୟ କିପରି ମୃତ ଲୋକକୁ ପୁର୍ନଃଜୀବିତ କରିଥିଲେ, ଏହା ଗି ହଜେୀ ରାଜାଙ୍କୁ କହିବା ବେଳେ, ଦେଖ! ଯେଉଁ ସ୍ତ୍ରୀର ପୁତ୍ରକୁ ଇଲୀଶାୟ ପୁର୍ନଃଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ପାଖକୁ ଆପଣା ଘର ଓ ଜମି ଫରେି ପାଇବାକୁ ଗୁହାରି ନିମନ୍ତେ ପହଞ୍ଚିଲା। ଗି ହଜେୀ କହିଲେ, ହେ ମାରେ ମହାଶୟ ମହାରାଜ! ଏ ହେଉଛି ସହେି ସ୍ତ୍ରୀ ଯାହାର ପୁତ୍ରକୁ ଇଲୀଶାୟ ପୁନଃଜୀବିତ କରିଥିଲେ।
ଇଲୀଶାୟ ଦମ୍ମେଶକରେ ପହନ୍ଚିଲେ। ଏହି ସମୟରେ ଅରାମର ରାଜା ବିନ୍ହଦଦ୍ ପୀଡିତ ଥିଲେ। ଜଣେ ଲୋକ ବିନ୍ହଦଦ୍କୁ କହିଲା, ପରମେଶ୍ବରଙ୍କ ଲୋକ ସେ ସ୍ଥାନକୁ ଆସିଛନ୍ତି ବୋଲି ତାଙ୍କୁ ସମ୍ବାଦ ଦିଆଗଲା।
ଅଶୁରର ରାଜା ଇଶ୍ରାୟେଲ ବହୁସ୍ଥାନଗୁଡିକୁ ଆକ୍ରମଣ କଲେ ଓ ଶମରିଯାକୁ ଆସି ତା' ବିରୁଦ୍ଧ ରେ ତିନି ବର୍ଷ ଧରି ୟୁଦ୍ଧ କଲେ।
ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧିଅରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହାପରେ ଆସା ବିନ୍ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବିନ୍ହଦଦ୍ ଅରାମ୍ର ରାଜା ଥିଲେ ଓ ସେ ଦମ୍ମେଶକ ସହର ରେ ବାସ କରୁଥିଲେ। ଆସାଙ୍କ ବାର୍ତ୍ତା ଥିଲା :
ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ବର୍ଗସ୍ଥ ପରମେଶ୍ବରଙ୍କର ବ୍ଯବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।
ଅଶୂର ନିଜକୁ ନିଜେ କହିହୁଏ, ମାରେ ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।
ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ବାରା ମାରେ ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, ମୁଁ ଅତି ଶକ୍ତିଶାଳୀ ଓ ମାରେ ଅପାର ରଥ ସାହାୟ୍ଯ ରେ ମୁଁ ଲିବାନୋନକୁ ପରାସ୍ତ କରିଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଓ ଦବଦୋରୁ ବୃକ୍ଷସବୁ କାଟି ପକାଇଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନ ରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ଯ ରେ ପ୍ରବେଶ କରିଛୁ।
ପୁଣି ଆମ୍ଭେ ଦମ୍ମେଶକର ପ୍ରାଚୀର ରେ ଅଗ୍ନି ଲଗାଇବା ଓ ତାହା ବିନ୍ହଦର ସୁଦୃଢ଼ ଅଟ୍ଟାଳିକାସବୁ ଗ୍ରାସ କରିବ।
ମାରେପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଉତ୍ତର ଦିଗରୁ ନବୁଖଦନିତ୍ସରଙ୍କୁ ସୋର ବିରୁଦ୍ଧ ରେ ଆଣିବା। ସେ ରାଜାଧିରାଜ ବାବିଲର ରାଜା ଅଶ୍ବରଥ, ଅଶ୍ବାରୋହୀ, ସମାଜ ଓ ବିପୁଳ ସୈନ୍ଯବାହିନୀ ସହ ଆସିବେ।
ହେ ମହାରାଜ, ଆପଣ ଜଣେ ମହାନ୍ ରାଜା। ସ୍ବର୍ଗସ୍ଥ ପରମେଶ୍ବର ଆପଣଙ୍କୁ ରାଜ୍ଯ, ପରାକ୍ରମ, କ୍ଷମତା ଓ ମହିମା ଦଇେଅଛନ୍ତି।
ତେଣୁ ଆମ୍ଭେ ହସାଯଲଙ୍କେ ଗୃହ ନିକଟକୁ ଅଗ୍ନି ପ୍ ରରଣେ କରିବା। ଏବଂ ସହେି ଅଗ୍ନି ବିନହଦଦଙ୍କ ବିରାଟ ଅଟ୍ଟାଳିକାକୁ ଧ୍ବଂସ କରିବ।