ରାଜା ବିନହଦଦ୍ ଅନ୍ୟ ରାଜାମାନଙ୍କ ସହିତ ପାନ କରୁଥିବା ସମୟରେ ଦୂତମାନେ ଏ ସମ୍ବାଦ ଦେଲେ। ରାଜା ତାଙ୍କର ଲୋକମାନଙ୍କୁ ପ୍ରସ୍ତୁତ ହବୋକୁ ଆଦେଶ ଦେଲେ। ତେଣୁ ସମାନେେ ପ୍ରସ୍ତୁତ ହାଇେ ନଗର ବିରୁଦ୍ଧ ରେ ଆକ୍ରମଣ କରିବାକୁ ବାହାରିଲେ।
Cross references
ଯେତବେେଳେ ଅବୀଗଲ ନାବଲ ନିକଟକକ୍ସ୍ଟ ଆସିଲା। ସେତବେେଳେ ସେ ଦେଖିଲା ସେ ନିଜ ଘ ରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ୍ ଅତିଶଯ ମଦ୍ଯପାନ କରିଥିଲା ଓ ତା'ର ମନ ଅତ୍ଯନ୍ତ ଖକ୍ସ୍ଟସିଥିଲା। ଏହି ହତେକ୍ସ୍ଟ ସେ ସକାଳ ପର୍ୟ୍ଯନ୍ତ କୌଣସି କଥା ଜଣାଇଲା ନାହିଁ।
ଏହାପରେ ଅବଶା ଲୋମ ନିଜର ସବେକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, ଅମ୍ ନୋନକକ୍ସ୍ଟ ଜଗିଥାଅ, ଯେତବେେଳେ ସେ ଟିକେ ମାତାଲ ହବେ, ଦ୍ରାକ୍ଷାରସରକ୍ସ୍ଟ ଉତ୍ତମ ଅନକ୍ସ୍ଟଭବ କରିବ, ମାେ ଆଦେଶ ଅନକ୍ସ୍ଟକରଣ କରି ତାକକ୍ସ୍ଟ ହତ୍ଯା କର। ଭୟ କର ନାହିଁ, ମୁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦଇନୋହିଁ, ବଳବାନ୍ ଏବଂ ସାହସି ହକ୍ସ୍ଟଅ।
ରାଜା ଏଲାଙ୍କର ରଥ ସମୂହର ଅର୍ଦ୍ଧକରେ ଅଧ୍ଯକ୍ଷ ସିମ୍ରି ନାମକ ରାଜାଙ୍କର ଜଣେ ଅଧିକାରୀ ଥିଲେ, ଏଲାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ। ସହେି ସମୟରେ ଏଲା ଅର୍ସାର ଗୃହ ରେ ମଦ୍ଯପାନ କରି ମାତାଲ ହାଇଗେଲା। ଅର୍ସା ତିର୍ସା ପ୍ରାସାଦର ଦାଯିତ୍ବ ରେ ଥିଲା।
ମଧ୍ଯାହ୍ନ ରେ ଯେତବେେଳେ ରାଜା ବିନ୍ହଦଦ୍ ଓ ବତିଶ ଜଣ ଅନ୍ୟ ରାଜା ନିଜ ଶିବିର ରେ ପାନ କରୁଥିଲେ ଓ ମତ୍ତ ହାଇେଥିଲେ, ସହେି ସମୟରେ ଆହାବ୍ ଆକ୍ରମଣ ଆରମ୍ଭ କରି ଦେଲେ।
ହେ ଲମୁଯଲେ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ।
ସମାନଙ୍କେୁ କୁହ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଦେଖ, ଆମ୍ଭେ ଆମ୍ଭର ଚାକର ବାବିଲର ରାଜା ନବୂଖଦନିତ୍ସରକୁ ଆସିବା ପାଇଁ ଆଦେଶ ଦଇେଛୁ ଓ ଆମ୍ଭେ ଯେଉଁ ପ୍ରସ୍ତରକୁ ଲୁଚାଇ ରଖିଅଛୁ, ତାହା ଉପ ରେ ଆପଣା ରାଜକୀଯ ଚନ୍ଦ୍ରାତାପ ବିସ୍ତାର କରିବ।
ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।
ସହେି ରାତ୍ରି ରେ କଲଦୀଯମାନଙ୍କର ରାଜା ବଲେଶତ୍ସରଙ୍କୁ ବଧ କରାଗଲା।
ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।