Home Bibles ପ୍ରଥମ ରାଜାବଳୀ 20:42 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 20:42 · ଓଡ଼ିଆ ବାଇବେଲ

ତତ୍ପରେ ସେ ଭବିଷ୍ଯଦ୍ବକ୍ତା ରାଜାଙ୍କୁ କହିଲେ, ସଦାପ୍ରଭୁ ଏହିକଥା କହନ୍ତି, 'ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦଇେଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତ ରେ ଛାଡିଅଛ। ଏଣୁ ତା'ର ପ୍ରାଣ ବଦଳ ରେ ତୁମ୍ଭର ପ୍ରାଣ ୟିବ। ଆଉ ତାହାର ଲୋକମାନଙ୍କ ବଦଳ ରେ ତୁମ୍ଭର ଲୋକମାନେ ଯିବେ।'

Cross references

ଲେବୀୟ ପୁସ୍ତକ 27:29

ମନୁଷ୍ଯ ମଧିଅରେ ଯେ ବର୍ଜିତ ହବେ, ସେ କବେେ ମୁକ୍ତ ହାଇପୋରିବ ନାହିଁ, ସେ ନିଶ୍ଚିନ୍ତ ହତ ହବେ।

ପ୍ରଥମ ଶାମୁୟେଲ 15:9

ଯାହା ହେଉ ଶାଉଲ ଓ ତାଙ୍କର ଲୋକମାନେ ସବୁଠକ୍ସ୍ଟ ଭଲ ମଷେ, ବଳଦ ଓ ହୃଷ୍ଟପୃଷ୍ଟ ମଷେ ଶାବକଗୁଡିକୁ ଓ ସମସ୍ତ ରଖିବା ପାଇଁ ଉପ ଯୋଗୀ ସାମଗ୍ରି ସମାନେେ ରଖିଲେ। ସମାନେେ ସହେି ଦ୍ରବ୍ଯଗକ୍ସ୍ଟଡିକ ନଷ୍ଟ କରିବା ପାଇଁ ଚାହିଁଲେ ନାହିଁ। ସମାନେେ କବଳେ ରଖିବା ଉପଯୋଗୀ ନ ହବୋ ଜିନିଷକକ୍ସ୍ଟ ନଷ୍ଟ କଲେ।

ପ୍ରଥମ ରାଜାବଳୀ 20:34

ସେତବେେଳେ ବିନ୍ହଦଦ୍ ଆହାବ୍ଙ୍କୁ କହିଲେ, ମାରେ ପିତା ଯେଉଁ ନଗରଗୁଡିକ ତୁମ୍ଭ ପିତାଙ୍କଠାରୁ ନଇେ ଥିଲେ ମୁଁ ତୁମ୍ଭକୁ ସଗେୁଡିକ ଫରୋଇ ଦବୋକୁ ଯାଉଛି। ଯେ ହତେୁ ମାରେ ପିତା ଯେପରି ଶମରିଯା ରେ ବଜାର ଓ ଦୋକାନମାନ କରିଥିଲେ ଆପଣ ଦମ୍ମେଶକରେ ସହେିପରି କରିବେ।

ପ୍ରଥମ ରାଜାବଳୀ 20:39

ରାଜା ତା'ବାଟ ଦଇେ ଗଲା ବେଳେ ସେ ରାଜାଙ୍କୁ କହିଲା, ମୁଁ ୟୁଦ୍ଧ ଭୂମିକୁ ୟାଇଥିଲି। ଆମ୍ଭର ଜଣେ ଲୋକ ଜଣେ ଶତୃ ସୈନ୍ଯକୁ ଆଣି ମାେତେ କହିଲେ, 'ଏହି ଲୋକଟିକୁ ଜଗ, ଯଦି ସେ ପଳାଯନ କରେ ତବେେ ତୁମ୍ଭେ ତା' ବଦଳ ରେ ତୁମ୍ଭର ଜୀବନ ଦବେ। ନଚେତ୍ ଏକତାଳନ୍ତ ରୂପା ଦବେ।'

ପ୍ରଥମ ରାଜାବଳୀ 22:31

ମାତ୍ର ଅରାମର ରାଜା ତାଙ୍କର ବତିଶ ରଥାଧ୍ଯକ୍ଷଙ୍କୁ ଆଦେଶ ଦେଲେ, ତୁମ୍ଭମାନେେ ଇଶ୍ରାୟେଲର ରାଜା ବ୍ଯତୀତ ଅନ୍ୟ କାହା ସଙ୍ଗେ ୟୁଦ୍ଧ କରନାହିଁ। ତୁମ୍ଭେ ନିଶ୍ଚଯ ତାକୁ ହତ୍ଯା କରିବ।

ପ୍ରଥମ ରାଜାବଳୀ 22:37

ଏହିପରି ଭାବରେ ରାଜା ଆହାବ୍ ମୃତ୍ଯୁ ବରଣ କଲେ ଓ ତାଙ୍କର ଲୋକ ଶମରିଯାକୁ ବୋହି ଆଣି ତାଙ୍କୁ କବର ଦେଲେ।

ଦିତୀୟ ରାଜାବଳୀ 6:24

ଏହାପରେ ଅରାମର ରାଜା ବିନ୍ହଦଦ୍ ନିଜର ସମସ୍ତ ସୈନ୍ଯ ଏକତ୍ର କରି ଶମରିଯାକୁ ୟାଇ ଘରେିଗଲେ ଓ ଆକ୍ରମଣ କଲେ।

ଦିତୀୟ ରାଜାବଳୀ 8:12

ତହୁଁ ହସାଯଲେ ପଚାରିଲେ, ହେ ମାରେ ମହାଶୟ, କାହିଁକି ରୋଦନ କଲେ?

ଦିତୀୟ ବଂଶାବଳୀ 18:33

କିନ୍ତୁ ଜଣେ ଧନୁର୍ଦ୍ଧର ଲକ୍ଷ୍ଯହୀନ ଭାବରେ ତା' ଧନୁକୁ ତୀରଟିଏ ମାରିଲା। ସହେି ତୀରଟି ଆସି ଇଶ୍ରାୟେଲର ରାଜା ଆହାବଙ୍କ ସମ୍ମୁଖ ରେ ଏକ ସନ୍ଧି ସ୍ଥାନ ରେ ବାଜିଲା। ଇଶ୍ରାୟେଲର ରାଜା ତାଙ୍କର ରଥଚାଳକକୁ କହିଲେ, ରଥକୁ ଫରୋଇ ନିଅ ଓ ମାେତେ ୟୁଦ୍ଧ କ୍ଷେତ୍ରରୁ ନଇୟୋଅ। ମୁଁ ଆଘାତପ୍ରାପ୍ତ ହାଇେଅଛି।

Interlinear

Choose Theme