Home Bibles ପ୍ରଥମ ରାଜାବଳୀ 21:10 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 21:10 · ଓଡ଼ିଆ ବାଇବେଲ

ଦୁଇଜଣ ପାପଧମ ଲୋକଙ୍କୁ ଖାଜେ ଓ ସମାନଙ୍କେୁ ନାବୋତ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବୋକୁ କୁହ। ସମାନେେ କହିବେ ଯେ, ସମାନେେ ଶୁଣିଲେ, ନାବୋତ ପରମେଶ୍ବର ଓ ରାଜାଙ୍କୁ ଅଭିଶାପ ଦଇେଛନ୍ତି। ତା'ପରେ ତାକୁ ନଗର ବାହାରକୁ ନଇେ ପଥରମାରି ବଧ କର।

Cross references

ଯାତ୍ରା ପୁସ୍ତକ 22:28

ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ବରଙ୍କୁ। ଏବଂ ତୁମ୍ଭର କୌଣସି ଅଧକ୍ଷ୍ଯଙ୍କୁ ଶାପ ଦବେ ନାହିଁ।

ଲେବୀୟ ପୁସ୍ତକ 24:14

ସଦାପ୍ରଭୁଙ୍କୁ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣ, ପୁଣି ଯେଉଁମାନେ ତା'ର କଥା ଶୁଣିଲେ, ସମାନେେ ସମସ୍ତେ ଅଭିଶାପ ଦଇେଥିବା ବ୍ଯକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା'ପରେ ଲୋକମାନେ ତାକୁ ପଥର ମାରି ହତ୍ଯା କରନ୍ତୁ।

ଲେବୀୟ ପୁସ୍ତକ 24:15

ଆଉ ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ ଯେ କହେି ଆପଣା ପରମେଶ୍ବରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ।

ଲେବୀୟ ପୁସ୍ତକ 24:16

ଯେ କହେି ଆପଣା ସଦାପ୍ରଭୁଙ୍କ ନାମ ରେ ନିନ୍ଦା କରେ ସେ ଅବଶ୍ଯ ହତ ହବେ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ବଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହବେ।

ଦିତୀୟ ବିବରଣ 13:13

କେତକେ ମନ୍ଦ ଲୋକ କହି ପାରନ୍ତି, 'ଆସ ଆମ୍ଭେ ଅନ୍ୟ ଦବେତାମାନଙ୍କର ସବୋ କରିବା।' ଏହା କହି ସମାନେେ ସମାନଙ୍କେ ନଗର ନିବାସୀମାନଙ୍କୁ ପ୍ରଲୋଭିତ କରି ପାରନ୍ତି। (ଏହିସବୁ ଦବେତାମାନଙ୍କୁ ତୁମ୍ଭମାନେେ କବେେ ଜାଣି ନ ଥିଲ)।

ଦିତୀୟ ବିବରଣ 19:15

ଯଦି କୌଣସି ଲୋକ ଅପରାଧ କରେ ବା ପାପ କରେ, ତା'ର ଦେଶ ନିରୂପଣ ପାଇଁ ଗୋଟିଏ ସାକ୍ଷୀ ୟତେଷ୍ଟ ନକ୍ସ୍ଟ ହେଁ। ସହେି ଲୋକକୁ ଦଷେୀ ସାବ୍ଯସ୍ତ କରିବା ପାଇଁ ଦକ୍ସ୍ଟଇଟି ତିନୋଟି ସାକ୍ଷୀ ୟଥେଷ୍ଟ ହବେ।

ବିଚାରକର୍ତାମାନଙ୍କ ବିବରଣ 19:22

ସମାନେେ ଖାଉଥିଲା ବେଳେ ଓ ଉପ ଭୋଗ କରୁଥିଲା ବେଳେ ସହରରକ୍ସ୍ଟ କେତକେ ଦକ୍ସ୍ଟଷ୍ଟ ଲୋକ ଗୃହ ଗ୍ଭରିପାଖ ରେ ଘରେିଗଲେ। ସମାନେେ କବାଟରେ ବାଡଇବୋ ଆରମ୍ଭ କଲେ। ସମାନେେ ଗୃହମାଲିକ ସହେି ବୃଦ୍ଧ ଲୋକଙ୍କକ୍ସ୍ଟ ପାଟି କଲେ: ସହେି ଲୋକକୁ ଗୃହରକ୍ସ୍ଟ ବାହାର କରି ଆଣ ୟିଏ ତୁମ୍ଭର ଅତିଥି। ଆମ୍ଭେ ତା ସହିତ ରତିକ୍ରିଯା କରିବକ୍ସ୍ଟ।

ହିତୋପଦେଶ 6:19

ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।

ଯିଶାଇୟ 59:14

ଏଣୁ ସୁବିଚାର ପଛକୁ ହଟି ୟାଇଛି ଓ ଧର୍ମ ଦୂର ରେ ଠିଆ ହାଇେଅଛି। ଛକ ସ୍ଥାନ ରେ ସତ୍ଯତାର ପତନ ଘଟିଛି ଓ ସରଳତା ନଗର ମଧ୍ଯକୁ ପ୍ରବେଶ କରିପାରୁ ନାହିଁ।

ମାଥିଉଲିଖିତ ସୁସମାଚାର 26:59

ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।

ଯୋହନଲିଖିତ ସୁସମାଚାର 10:33

ଯିହୂଦୀମାନେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିଥିବାରୁ ମାରୁନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛ। ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ବର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥର ରେ ମାରି ଦବୋପାଇଁ ଚାହୁଁଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:11

ତା'ପରେ ସମାନେେ କେତକେ ଲୋକଙ୍କୁ ଲାଞ୍ଚ ଦଇେ ଏହା କୁହାଇଲେ, ଆମ୍ଭେ ତାହାଙ୍କୁ ପରମେଶ୍ବର ଓ ମାଶାଙ୍କେର ବିରୁଦ୍ଧ ରେ ଖରାପ କଥା କହୁଥିବାର ଶୁଣିଲୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:13

ସମାନେେ କେତେ ଜଣ ମିଥ୍ଯା ସାକ୍ଷୀଙ୍କୁ ଆଣିଲେ। ସମାନେେ କହିଲେ, ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ ରେ କୁ ହେ।

Interlinear

Choose Theme