ତୁମ୍ଭର ପରିବାର ଭାଗ୍ଯ ସହେିଭଳି ହବେ, ନବାଟର ପୁତ୍ର ୟାରବିଯାମର ବଂଶ ତୁଲ୍ଯ ଓ ଅହିଯ ପୁତ୍ର ବାଶାର ବଂଶ ତୁଲ୍ଯ ସମ୍ପୂର୍ଣ୍ଣ ଧ୍ବଂସ କରିବି। କାରଣ ତୁମ୍ଭେ ତୁମ୍ଭର ପାପକର୍ମଦ୍ବାରା ମାେତେ ବିରକ୍ତ କରିଅଛ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଅଛ।'
Cross references
ଏହା ଏକ ଭୟଙ୍କର ପାପ, କାରଣ ଇଶ୍ରାୟେଲର ଲୋକମାନେ ବୈଥଲେ ଓ ଦାନ ନଗରକୁ ଉପାସନା କରିବାକୁ ଗଲେ।
ୟାରବିଯାମ ନିଜେ ପାପସବୁ କରିଛି ଓ ଇଶ୍ରାୟେଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ପରାଜିତ କରିବାକୁ ଦବେେ।
ବାଶା ରାଜା ହବୋ ମାତ୍ ରେ ୟାରବିଯାମଙ୍କ ପରିବାରକୁ ଧ୍ବଂସ କଲେ। ସଦାପ୍ରଭୁ ଆପଣା ଦାସ ଶୀଲୋନୀଯ ଅହିଯ ମାଧ୍ଯମ ରେ ଯେଉଁ କଥା କହିଥିଲେ ତଦନୁସା ରେ ବାଶା ୟାରବିଯାମଙ୍କ ବଂଶରୁ ଜଣଙ୍କୁ ଛାଡିଲେ ନାହିଁ। ସେ ସମସ୍ତଙ୍କୁ ସଂହାର କଲେ।
ମାତ୍ର ବାଶା ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ସେ ୟାରବିଯାମଙ୍କ ପରି ପାପ କରି ଚାଲିଲେ। ୟାରବିଯାମ ଇଶ୍ରାୟେଲର ଲୋକମାନଙ୍କର ପାପ କରିବାର କାରଣ ହେଲେ।
ତେଣୁ ହେ ବାଶା, ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ବିନାଶ କରିବି। ଯେପରି ନବାଟର ପୁତ୍ର ୟାରବିଯାମର ପରିବାରକୁ ଧ୍ବଂସ କରିଥିଲି।
ସିମ୍ରି ରାଜା ହେଲାପରେ ସେ ବାଶାଙ୍କର ସମୁଦାଯ ବଂଶ, ଜ୍ଞାତି ଓ ବନ୍ଧୁମାନଙ୍କୁ ହତ୍ଯା କଲେ। ଏପରିକି ଜଣେ ପୁରୁଷ ସେ ଛାଡିଲେ ନାହିଁ।
ନବାଟଙ୍କ ପୁତ୍ର ୟାରବିଯାମ ଯେଉଁ ପାପ କରିଥିଲେ ଅମ୍ରି ସହେି ପାପ କଲେ ଓ ଇଶ୍ରାୟେଲ ଲୋକଙ୍କୁ ପାପାଗ୍ଭରୀ କରାଇଲେ। ସଦାପ୍ରଭୁ ଇଶ୍ରାୟେଲ ପରମେଶ୍ବର ସମାନଙ୍କେର ଅସାର ପ୍ରତିମା ପୂଜା ଯୋଗୁଁ ବିରକ୍ତ ହେଲେ।
ଆଉ ମଧ୍ଯ ଆମ୍ଭେ ଆହାବ୍ର ବଂଶକୁ ନବାଟର ପୁତ୍ର ୟାରବିଯାମର ବଂଶ ତୁଲ୍ଯ ଓ ଅହିଯର ପୁତ୍ର ବାଶାର ବଂଶ ତୁଲ୍ଯ କରିବା।
ଏବେ ତୁମ୍ଭମାନେେ ଜାଣ ସଦାପ୍ରଭୁ ଯାହା ଆହାବ୍ ବଂଶ ବିଷଯ ରେ କହିଥିଲେ, ତାହା ନିଶ୍ଚଯ ଘଟିବ। ସଦାପ୍ରଭୁ ତାଙ୍କର ଦାସ ଏଲିଯ ଦ୍ବାରା ଯାହା କହିଥିଲେ ତାହା ଆଜି ସଫଳ କରାଇଛନ୍ତି।