ପ୍ରଥମ ରାଜାବଳୀ 21:23 · ଓଡ଼ିଆ ବାଇବେଲ
ଆଉ ସଦାପ୍ରଭୁ କହିଲେ, 'ତୁମ୍ଭର ପତ୍ନୀ ଈଷବଲରେ ମୃତ ଶରୀରକୁ ନଗରର କାନ୍ଥ ନିକଟରେ ଗୋଟିଏ ଭୂମି ୟିଷ୍ରିଯଲେ ନଗରର କୁକୁରମାନେ ଖାଇବେ।
Cross references
ପ୍ରଥମ ରାଜାବଳୀ 18:45
ଅଳ୍ପକ୍ଷଣ ପରେ ଆକାଶ କଳା ମେଘ ରେ ଆବୃତ ହାଇେ ପବନ ବହି ପ୍ରବଳ ବୃଷ୍ଟି ଆରମ୍ଭ ହାଇଗେଲା। ଆହାବ୍ ତାଙ୍କର ରଥରେ ବସି ୟିଷ୍ରିଯଲକେୁ ଗଲେ।
ପ୍ରଥମ ରାଜାବଳୀ 21:25
ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।
ଦିତୀୟ ରାଜାବଳୀ 9:10
ଯଦି କୁକୁରମାନେ ଇଷବଲରେ ଶରୀରକୁ ୟିଷ୍ରିଯଲେ ଭୂମିରେ ଖାଇବେ ପୁଣି ସେ କବର ପ୍ରାପ୍ତ ହବେ ନାହିଁ।
ଦିତୀୟ ରାଜାବଳୀ 9:30
ତା'ପରେ ଯହେୂ ୟିଷ୍ରିଯଲରେ ପଥରେ ଗଲେ। ଇଷବେଲେ ଏବିଷଯ ରେ ୟାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ଯାସ କରି ଝରକା ନିକଟରେ ଛିଡା ହାଇେ ବାହାରକୁ ଚାହିଁଲେ।
ଦିତୀୟ ରାଜାବଳୀ 9:36
ତେଣୁ ସମାନେେ ଯହେୂ ନିକଟକୁ ଫରେିଆସି ସବୁକଥା କହିଲେ। ଯହେୂ କହିଲେ, ସଦାପ୍ରଭୁ ଆପଣା ଦାସ ତିଶ୍ବୀଯକୁ ଏଲିଯ ଏହି ବାର୍ତ୍ତା ଦଇେଥିଲେ। ଏଲିଯ କହିଥିଲେ, 'କୁକୁରମାନେ ୟିଷ୍ରିଯଲେୀଯ ଭୂମିରେ ଇଷବଲରେ ଶରୀରକୁ ଗ୍ଭଟି ଖାଇବେ।