ଆହାବ୍ର ଯେଉଁ ଲୋକ ନଗର ରେ ମରିବ, କୁକୁରମାନେ ତାକୁ ଖାଇବେ ଓ ଯେଉଁ ଲୋକ କ୍ଷେତ୍ର ରେ ମରିବ, ଆକାଶର ପକ୍ଷୀମାନେ ତାକୁ ଖାଇବେ।'
Cross references
ୟାରବିଯାମର କହେି ନଗର ରେ ମଲେ କୁକୁରମାନେ ତାକୁ ଖାଇବେ ଓ କହେି କ୍ଷେତ୍ର ରେ ମଲେ ଆକାଶର ପକ୍ଷୀମାନେ ତାକୁ ଖାଇବେ, କାରଣ ସଦାପ୍ରଭୁ ଏହା କହିଛନ୍ତି।'
ବାଶାର କହେି ଲୋକ ନଗର ରେ ମଲେ କୁକୁରମାନେ ତାକୁ ଖାଇବେ ଓ ଯେଉଁମାନେ କ୍ଷେତ୍ର ରେ ମରିବେ ପକ୍ଷିମାନେ ସମାନଙ୍କେୁ ଖାଇବେ।
ମାତ୍ର ତୁମ୍ଭେ ଦୁଷ୍ଟାଚାରୀ ରାଜା ନିଜ ସମାଧିରୁ ନିକ୍ଷିପ୍ତ ହାଇେଛି। ବୃକ୍ଷର ଶାଖା ବୃକ୍ଷରୁ ବିଚ୍ଯୁତ ହାଇେ ବାହା ରେ ନିକ୍ଷିପ୍ତ ହେଲାପରି ଏବଂ ୟୁଦ୍ଧ ରେ ମୃତ ସୈନିକ ଯେପରି ଅନ୍ୟ ସୈନ୍ଯମାନଙ୍କ ଦ୍ବାରା ପଦଦଳିତ ହେଲାପରି ତୁମ୍ଭେ ହବେ। ବର୍ତ୍ତମାନ ତୁମ୍ଭେ ମୃତ୍ଯୁ ବସ୍ତ୍ର ରେ ଆଚ୍ଛାଦିତ ହାଇେ ନିଜ କବର ବାହା ରେ ପଡ଼ି ରହିଛ।
ସଦାପ୍ରଭୁ କହନ୍ତି, ଆମ୍ଭେ ଚାରି ପ୍ରକାର ରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା।' 'ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖଚେର ପକ୍ଷୀଗଣ ଓ ଭୂତର ପଶୁଗଣ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତ କରିବା।
ମୁଁ ତୁମ୍ଭକୁ ସ୍ଥଳ ରେ ଛାଡ଼ି ଦବେି ଓ ତୁମ୍ଭେ ପଦା ରେ ପଡ଼ି ରହିବ। ମୁଁ ଆକାଶର ପକ୍ଷୀସବୁକୁ ଆଣବି ଓ ସମାନେେ ତୁମ୍ଭକୁ ଭକ୍ଷଣ କରିବେ। ପୁଣି ପୃଥିବୀର ସମୁଦାଯ ପଶୁଗଣଙ୍କୁ ଆଣିବି ଓ ସମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ତୁମ୍ଭକୁ ଭକ୍ଷଣ କରିବେ।
ତୁମ୍ଭମାନେେ ବୀରମାନଙ୍କ ମାଂସ ଖାଇବ ଓ ରାଜକୁମାରମାନଙ୍କର ରକ୍ତ ପିଇବ। ସମାନେେ ସମସ୍ତେ ବାଶନ ଦେଶର ହୃଷ୍ଟପୁଷ୍ଟ ମଷେ, ମଷେବତ୍ସ, ଛାଗ ଓ ବୃଷଭ ସଦୃଶ ଅଟନ୍ତି।
ଆସ, ତୁମ୍ଭମାନେେ ଏକାଠି ହାଇେ ରାଜା, ସନୋପତି ଓ ପ୍ରସିଦ୍ଧ ଲୋକମାନଙ୍କ ଶରୀରର ମାଂସ ତଥା ଅଶ୍ବ ଓ ସମାନଙ୍କେର ଆ ରୋହୀଙ୍କର ଓ ସ୍ବାଧୀନ ଓ ପରାଧୀନ, ସାନ ଓ ବଡ଼, ସବୁ ଲୋକମାନଙ୍କର ମାଂସ ଖାଇବ।