ନାବୋତ ଆହାବ୍ଙ୍କୁ କହିଲେ, ମୁଁ କବେେ ହେଲେ ମାରେ ପୈତୃକ ଭୂମିକୁ ତୁମ୍ଭକୁ ଦବେି ନାହିଁ, ଏହା ପରମେଶ୍ବର ମନା ନକରନ୍ତୁ।
Cross references
କିନ୍ତୁ ଭାଇମାନେ ସହେି ଦସକେୁ କହିଲେ, ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ,? ଆମ୍ଭେ ଏପରି କିଛି କର୍ୟ୍ଯ କରିନାହୁଁ।
କିନ୍ତୁ ଯୋଷଫେ କହିଲେ, ପରମେଶ୍ବର ଏପରି କରନ୍ତୁ ଯେ, ମୁଁ ତୁମ୍ଭ ସମସ୍ତଙ୍କୁ ଦାସ କରି ରଖିବି! କବଳେ ଯେ ମାରେ ପାତ୍ର ଚୋରି କରିଛି, ସେ ମାରେ ଦାସ ହବେ। ଅନ୍ୟମାନେ ଶାନ୍ତି ରେ ତୁମ୍ଭର ପିତାଙ୍କ ନିକଟକୁ ଫରେିୟାଅ।
ଭୂମି ଆମ୍ଭର, ତୁମ୍ଭେ ସବୁଦିନ ପାଇଁ ତାକୁ ବିକ୍ରଯ କରିପାରିବ ନାହିଁ। ତୁମ୍ଭମାନେେ କବଳେ ଆମ୍ଭସହିତ ବାସ କରୁଥିବା ବିଦେଶୀ ଓ ପ୍ରବାସୀ ଅଟ।
ଅଧିକାର ଗୋଟିଏ ପରିବାରବର୍ଗରୁ ଅନ୍ୟ ଗୋଟିଏ ପରିବାରବର୍ଗକୁ ୟିବା ଉଚିତ୍ ନୁହଁ। ଇଶ୍ରାୟେଲ ପ୍ରେତ୍ୟକକ ବ୍ଯକ୍ତି ସମାନଙ୍କେର ଭୂମିର ଅଧିକାର ନିଜ ନିଜ ପରିବାରବର୍ଗଙ୍କ ମଧିଅରେ ରଖିବା ଉଚିତ୍।
ଏକ ପରିବାରବର୍ଗରୁ ଅନ୍ୟ ପରିବାରବର୍ଗକୁ ଅଧିକାର ୟିବ ଉଚିତ୍ ନାହିଁ। ଇଶ୍ରାୟେଲର ପ୍ରେତ୍ୟକକ ପରିବାରବର୍ଗ ସମାନଙ୍କେ ଅଧିକାର ମଧିଅରେ ରହିବେ।
ବାସ୍ତବ ରେ ଆମ୍ଭେ କବେେ ସଦାପ୍ରଭୁଙ୍କର ବି ରୋଧ ରେ ୟାଇ ନାହକ୍ସ୍ଟଁ। ଆମ୍ଭମାନେେ ମଧ୍ଯ ବର୍ତ୍ତମାନ ସଦାପ୍ରଭୁଙ୍କ ବାକ୍ଯାନକ୍ସ୍ଟସା ରେ ଚଳକ୍ସ୍ଟଅଛକ୍ସ୍ଟ। ଆମ୍ଭେ ଏହା ଜାଣକ୍ସ୍ଟ ଯେ, ଗୋଟିଏ ମାତ୍ର ପବିତ୍ର ୟଜ୍ଞବଦେୀ ଅଛି ଯାହାକି ପରମେଶ୍ବରଙ୍କ ଆବାସ ସମ୍ମକ୍ସ୍ଟଖସ୍ଥିତ। ସହେି ୟଜ୍ଞବଦେୀ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର।
ଏହାପରେ ସହେି ଲୋକମାନେ ଉତ୍ତର ଦେଲେ, ଆମ୍ଭମାନେେ କବେେ ସଦାପ୍ରଭୁଙ୍କ ଅନକ୍ସ୍ଟସରଣରକ୍ସ୍ଟ ବିଚକ୍ସ୍ଟ୍ଯତ ହବେକ୍ସ୍ଟ ନାହିଁ। ଆମ୍ଭମାନେେ କଦାପି ଅନ୍ୟ ଦବେତାମାନଙ୍କୁ ପୂଜା କରିବକ୍ସ୍ଟ ନାହିଁ।
ମାେ ପକ୍ଷ ରେ, ମୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରକ୍ସ୍ଟ ନିବୃତ ହବେି ନାହିଁ। ଯଦି ମୁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦବେି, ତବେେ ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିବି। ମୁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ ଶିକ୍ଷା ଦବୋ ଗ୍ଭଲକ୍ସ୍ଟ ରଖିବି।
ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, ସଦାପ୍ରଭୁ ବାରଣ କଲେ ଯେ, ମାରେସ୍ବାମୀ ବିରକ୍ସ୍ଟଦ୍ଧ ରେ ପକ୍ସ୍ଟଣି ଏପରି କରିବା ଉଚିତ୍। ମାରହେସ୍ତ ତାଙ୍କ ବିରକ୍ସ୍ଟଦ୍ଧ ରେ ଉଠାଇବା, ଏହା ମାେ ପାଇଁ ଠିକ୍ ହବେ ନାହିଁ। କାରଣ ଶାଉଲ ସଦାପ୍ରଭୁଙ୍କର ମନୋନୀତ ରାଜା।
କିନ୍ତୁ ଦାଉଦ ଅବୀଶଯକକ୍ସ୍ଟ କହିଲେ, ଶାଉଲଙ୍କକ୍ସ୍ଟ ମାର ନାହିଁ। ଯେ କୌଣସି ଲୋକ ଯବେେ ସଦାପ୍ରଭୁଙ୍କ ଦ୍ବାରା ବଛା ୟାଇଥିବା ରାଜାଙ୍କକ୍ସ୍ଟ ବଧ କରିବ ତାଙ୍କୁ ପ୍ରଭକ୍ସ୍ଟ ଦଣ୍ତ ଦବେେ।
ଦାଉଦ କହିଲେ, ହେ ପରମେଶ୍ବର, ମୁଁ ଏହି ଜଳକୁ ପାନ କରି ନ ପା ରେ। କାରଣ ଯେଉଁ ଲୋକମାନେ ନିଜ ଜୀବନକୁ ବିପନ୍ନ କରି ଏହି ଜଳ ମାେ' ନିମନ୍ତେ ଆଣି ଅଛନ୍ତି, ମୁଁ ତାହା ପାନ କରିବା ଦ୍ବାରା ସମାନଙ୍କେ ରକ୍ତ ପାନ କରିବା ସଦୃଶ ହବେ। ସେଥି ନିମନ୍ତେ ଦାଉଦ ସହେି ଜଳପାନ କରିବାକୁ ମନା କଲେ। ଏହିପରି ଏହି ତିନି ବୀର ଅନକେ ଦୁଃସାହସିକ କାର୍ୟ୍ଯମାନ କରିଥିଲେ।
ମୁଁ କବେେ ମାନିବି ନାହିଁ ତୁମ୍ଭେ ସତ୍ଯ। ମୁଁ ମଲା ପର୍ୟ୍ଯନ୍ତ କହିୟିବି ଯେ, ମୁଁ ନିରପରାଧ ଅଟେ।
ଆଉ ଅଧିପତି ନିଶ୍ଚଯ ଲୋକମାନଙ୍କୁ ସମାନଙ୍କେ ଉତ୍ତରାଧିକାରୀରୁ ବଞ୍ଚିତ କରିପାରିବେ ନାହିଁ, ସମାନଙ୍କେର ସମ୍ପତ୍ତିରୁ ତଡ଼ି ଦଇପୋରିବ ନାହିଁ। ତାଙ୍କର ପୁତ୍ରଗଣ କବଳେ ତାଙ୍କର ସମ୍ପତ୍ତିର ଅଧିକାର ପାଇବେ। ଏହି ପ୍ରକା ରେ ମାରେ କୌଣସି ଲୋକ ତା'ର ସମ୍ପତ୍ତିରୁ ଅଲଗା ହବେ ନାହିଁ।
କବେେ ନୁହେଁ। ଯଦି ପ୍ରେତ୍ୟକକ ଲୋକ ଅସତ୍ ହୁଅନ୍ତି, ତବେେ ମଧ୍ଯ ପରମେଶ୍ବର ସତ୍ଯ ହାଇେ ରହିବେ। ଶାସ୍ତ୍ର ରେ ଲଖାେ ଅଛି ଯେ:
ନା! ଯଦି ପରମେଶ୍ବର ଆମ୍ଭକୁ ଦଣ୍ଡ ଦଇେ ପାରିବେ ନାହିଁ, ତା ହେଲେ ସେ ସଂସାରର ବିଚ଼ାର କରି ପାରିବେ ନାହିଁ।
ଏଠା ରେ ପ୍ରଶ୍ନ ଉେଠ ଯେ ଆମ୍ଭେ କ'ଣ ବିଶ୍ବାସର ମାର୍ଗ ଅନୁସରଣ କରିବା ଦ୍ବାରା ବ୍ଯବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ଯ ନୁହେଁ। ବରଂ ବ୍ଯବସ୍ଥା ଆମ୍ଭଠାରୁ ଯାହା ଆଶା କରେ, ତାହା ହବୋ ପାଇଁ ବିଶ୍ବାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।
ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା' ହେଲେ ଆମ୍ଭେ ଆଉ ପାପ କରି ଚ଼ାଲିପାରିବା କି?
ତା' ହେଲେ ଆମ୍ଭେ କ'ଣ କରିବା ଉଚ଼ିତ? ଆମ୍ଭେ ବ୍ଯବସ୍ଥାର ଅଧିନ ନୋହୁଁ, କିନ୍ତୁ ଅନୁଗ୍ରହର ଅଧିନ ବୋଲି କଣ ପାପ କରି ଚ଼ାଲିଥିବା? ଅବଶ୍ଯ ନୁହେଁ!
ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।
ଏହାର କଣ ଏହି ଅର୍ଥ ଯେ ଯାହା ଭଲ, ତାହାହିଁ ମାେ ପାଇଁ ମୃତ୍ଯୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ଯବହାର କରି ମାେ ପାଇଁ ମୃତ୍ଯୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ'ଣ ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ଯବହାର ମଧ୍ଯ ଏହାହିଁ ଦଖାଇବୋ ପାଇଁ ହେଲା।
ତୁମ୍ଭମାନେେ କ'ଣ ଜାଣି ନାହଁ ଯେ, ତୁମ୍ଭମାନଙ୍କ ଶରୀରଗୁଡ଼ିକ ଖ୍ରୀଷ୍ଟଙ୍କର ଅଙ୍ଗବିଶଷେ ? ତା' ହେଲେ ତୁମ୍ଭମାନେେ କ'ଣ ଭାବୁଛ ଯେ, ମୁଁ ଖ୍ରୀଷ୍ଟଙ୍କର ଅଙ୍ଗଗୁଡ଼ିକୁ ନଇୟିବେି, ଓ ସଗେୁଡ଼ିକୁ କୌଣସି ବେଶ୍ଯାର ଅଙ୍ଗ କରି ଦବେି ? କବେେ ନୁହେଁ।
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ କ୍ରୁଶ ହିଁ ମାରେ ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠା ରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମୃତ୍ଯୁ ଦ୍ବାରା ମାେ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ଯ ଜଗତ ପାଇଁ ମୃତ।