Home Bibles ☰ Books ପ୍ରଥମ ରାଜାବଳୀ 22:18 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 22:18 · ଓଡ଼ିଆ ବାଇବେଲ

ଆହାବ୍ ଯିହାଶାଫେଟ୍ଙ୍କୁ କହିଲେ, ଦେଖ, ମୁଁ କଣ କହି ନଥିଲି, ମୀଖାଯ କବେେ ଅମଙ୍ଗଳ ବିନା ମଙ୍ଗଳକର ଭବିଷ୍ଯଦ୍ବାଣୀ ମାେ ବିଷଯ ରେ କରିବ ନାହିଁ।

Cross references

ପ୍ରଥମ ରାଜାବଳୀ 22:8

ତହୁଁ ଆହାବ୍ କହିଲେ, ଅନ୍ୟ ଜଣେ ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି, ଯାହାଙ୍କୁ ଆମ୍ଭେ ପରମେଶ୍ବରଙ୍କର ବାକ୍ଯ ବିଷଯ ରେ ପଗ୍ଭରି ପାରୁ। ସେ ଇମ୍ଲର ପୁତ୍ର ମୀଖାଯ। କିନ୍ତୁ ମୁଁ ତାକୁ ଘୃଣା କରେ। କାରଣ ସେ ସର୍ବଦା ମାେ ବିରୁଦ୍ଧ ରେ ଭବିଷ୍ଯତବାଣୀ କ ହେ। ସେ କବେେ ମାରେ ମଙ୍ଗଳ କଥା କ ହେ ନାହିଁ।

ହିତୋପଦେଶ 10:24

ଦୁଷ୍ଟ ଲୋକ ଯାହା ଭୟ କରେ, ତାହାହିଁ ତାକୁ ଘଟେ। ମାତ୍ର ଧାର୍ମିକର ମନୋବାଞ୍ଛା ତାକୁ ଦିଆୟାଇଥାଏ।

ହିତୋପଦେଶ 27:22

ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢ଼ିଙ୍କି ରେ କୁଟିଲେ ହେଁ ତା'ର ଅଜ୍ଞାନତା ଛାଡ଼ିବ ନାହିଁ।

ହିତୋପଦେଶ 29:1

ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।

ଲୂକଲିଖିତ ସୁସମାଚାର 11:45

ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, ଗୁରୁ, ଆପଣ ଯେତବେେଳେ ଫାରୂଶୀମାନଙ୍କ ବିଷୟ ରେ ଏହିଭଳି କଥା କହୁଛନ୍ତି, ସେତବେେଳେ ଆମ୍ଭ ଦଳକୁ ମଧ୍ଯ ଅପମାନ ଦେଉଛନ୍ତି।

Interlinear

Interlinear data is unavailable for this verse.

Choose Theme