ଆହାବ୍, ମୀଖାଯକୁ ବନ୍ଦୀ କରିବାକୁ ଜଣେ ଅଧ୍ଯକ୍ଷକୁ ଆଦେଶ ଦେଲେ ଏବଂ ତାକୁ ଆମାନରେ ନଗରାଧ୍ଯକ୍ଷ ଓ ୟୁବରାଜ ଯୋୟାଶର ନକଟକୁ ନଇେ ୟିବାକୁ କହିଲେ।
Cross references
ତେଣୁ ରାଜା ଆହାବ୍ ଜଣେ ଅଧିକାରୀକୁ ଡାକିଲେ ଏବଂ ତାକୁ ଆଦେଶ ଦେଲେ, ଇମ୍ଲର ପୁତ୍ର ମୀଖାଯଙ୍କୁ ଶିଘ୍ର ଆଣ।
ଅନନ୍ତର ଅହସିଯ ଜଣେ ଅଧିନାଯକ ଓ ପଗ୍ଭଶ ଲୋକଙ୍କୁ ଏଲିଯଙ୍କ ନିକଟକୁ ପଠାଇଲେ। ଅଧିନାଯକ ଉପରକୁ ୟାଇ ଏଲିଯଙ୍କୁ ମିଶିଲେ ୟିଏ ପର୍ବତ ଉପରେ ବସିଥିଲେ ଓ କହିଲେ, ହେ ପରମେଶ୍ବରଙ୍କ ଲୋକ, ଦୟାକରି 'ତଳକୁ ଆସ।' କାରଣ ରାଜା ଆପଣଙ୍କୁ ଗ୍ଭହାନ୍ତି।
ଆମାେନ୍ ଓ ୟୋଯାଶ୍ଙ୍କୁ କୁହ, 'ରାଜା ଏହା କହିନ୍ତି : ମୀଖାଯଙ୍କୁ ବନ୍ଦୀଶାଳା ରେ ପକାଇଦିଅ। ମୁଁ ୟୁଦ୍ଧରୁ ଫରେି ନ ଆସିବା ପର୍ୟ୍ଯନ୍ତ ତାଙ୍କୁ ଅଳ୍ପ ରୋଟୀ ଓ ଜଳ ବ୍ଯତୀତ ଆଉ କିଛି ଖାଦ୍ୟ ଭୋଜନ କରିବାକୁ ଦବେ ନାହିଁ।'
ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ଯତବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ୟିରହମଲକେୁ, ଅସ୍ରୀଯଲରେ ପୁତ୍ର ସରାଯକୁ ଓ ଅବଦିଯଲରେ ପୁତ୍ର ଶଲେିମିଯକୁ ଆଜ୍ଞା କଲେ। ମାତ୍ର ସମାନେେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ଲୁଚାଇ ରଖିଥିଲେ।
ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।
ଯଦି ତୁମ୍ଭର ଶତୃ ତୁମ୍ଭକୁ ବିଗ୍ଭରାଳୟକୁ ନଇେ ଯାଉଅଛି ତବେେ ବିଗ୍ଭରାଳୟ ୟିବା ପୂର୍ବରୁ ତା' ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚତେ ତୁମ୍ଭର ଶତୃ ବିଗ୍ଭରପତିଙ୍କ ହାତ ରେ ଦଇଦେବ ଓ ଶଷେ ରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତ ରେ ଦବେେ, ତା'ପରେ ତୁମ୍ଭେ କାରାଗାର ରେ ବନ୍ଦୀ ହାଇେ ୟିବ।
କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।